Breaking News
2:51 pmପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳାଫଳ //ଚଳିତ ବର୍ଷ ୯୦.୫୫% ଛାତ୍ରଛାତ୍ରୀ ମାଟ୍ରିକ୍‌ ପାସ୍‌ କରିଥିବା ବେଳେ ଏଥର ମଧ୍ୟ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ 2:49 pmଅଭିନେତ୍ରୀ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର // ପୁରୁଷ ବନ୍ଧୁ ସନ୍ତୋଷଙ୍କ ମୃତଦେହ ଉଦ୍ଧାର କଲା ପୁଲିସ // ରାଉରକେଲାର ବାସନ୍ତୀ କଲୋନି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି 7:17 amବିଧାନସଭାରେ ବିଜୁଳି ତାତି: ସରକାରଙ୍କୁ ଘେରିଲେ ବିରୋଧୀ, ବଳକା ରାଜ୍ୟରେ ବିଜୁଳି ଦର ଅଧିକ କାହିଁକି ବୋଲି ପ୍ରଶ୍ନ୍, ବିଜୁଳି କ୍ଷେତ୍ରରେ ମହାଦୁର୍ନୀତି ହୋଇଛି, ସଂସ୍କାର ସଫଳ ହୋଇଛି: ଶାସକ ସଭ୍ୟ 7:05 amରାଗିଂକୁ ନେଇ ବିଧାନସଭାରେ ବିଧାୟକ କମ୍ପିଲେ, ସିବିଆଇ ତଦନ୍ତ ସହ କଠୋର ଆଇନ ଦାବି ବିଜେବି ଛାତ୍ରୀ ଆତ୍ମହତ୍ୟା ନେଇ ଉଦ୍‌ବେଗ, ହୋହଲ୍ଲା ଯୋଗୁ ପ୍ରଶ୍ନକାଳ ହୋଇପାରିଲାନି 7:04 amଭୁବନେଶ୍ବର: ୬ ତାରିଖ ଦିନ ଗୋଟାଏ ବେଳେ ମାଟ୍ରିକ୍ ରେଜଲ୍ଟ ବାହାରିବ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କ ସୂଚନା

ଜିଲ୍ଲାସ୍ତରୀୟ ଉପଦେଷ୍ଟା କମିଟି ବୈଠକ

72 0

ସୋନପୁର:(ଅଜିତ କୁମାର ପୂଜାହାରି) ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମିନି ସମ୍ମିଳନୀ କକ୍ଷ ଠାରେ ଲିଙ୍ଗ ନିରୂପଣ ନିଷେଧ ଆଇନ-୧୯୯୪ ଅନ୍ତର୍ଗତ ଜିଲ୍ଲାସ୍ତରୀୟ ଉପଦେଷ୍ଟା କମିଟି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ ମିଞ୍ଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପ୍ରାରମ୍ଭରେ ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ସ୍ୱାଗତ କରିବା ସହ ବୈଠକର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଗୃହକୁ ଅବଗତ କରିଥିଲେ l ଆଇନ ପରାମର୍ଶ ଦାତ୍ରୀ ଶୋଭନା ଦାଶ ଜିଲ୍ଲାରେ ଥିବା ବିଭିନ୍ନ ଅଲଟ୍ରା ସାଉଣ୍ଡ କ୍ଲିନିକ ଗୁଡିକର ସ୍ଥିତି ଓ କାର୍ଯ୍ୟକାରିତା ଉପରେ ବୈଠକରେ ଉପସ୍ଥାପନା କରିଥିଲେ l

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୧୧ ଗୋଟି ଅଲଟ୍ରା ସାଉଣ୍ଡ କ୍ଲିନିକ ରହିଥିବା ବେଳେ ତନ୍ମଧ୍ୟରୁ କେବଳ 0୬ ଗୋଟି ଚାଲୁ ରହିଥିବା ସୂଚୀତ କରିଥିଲେ l ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଏକ ଅଲଟ୍ରା ସାଉଣ୍ଡ କେନ୍ଦ୍ର ସ୍ଥାପନ ଉପରେ ବୈଠକରେ ଆଲୋଚନା ହୋଇଥିଲା, ଏହି ମର୍ମରେ ବିଭାଗୀୟ ଅଧିକାରୀ ଆବଶ୍ୟକ ପଦକ୍ଷେପ ନେବାକୁ ଅଧ୍ୟକ୍ଷା ପରାମର୍ଶ ଦେଇଛନ୍ତି l ପୁନଶ୍ଚ ଜିଲ୍ଲାରେ ଚାଲୁରହିଥିବା ବିଭିନ୍ନ ଅଲଟ୍ରା ସାଉଣ୍ଡ କ୍ଲିନିକ ଗୁଡିକର କାର୍ଯ୍ୟକାରିତା ଓ ପରିଚାଳନା କୁ ସୁନିଶ୍ଚିତ ଏବଂ ବ୍ୟବସ୍ଥିତ କରିବା ନିମନ୍ତେ ବିଭିନ୍ନ ସମୟରେ ଉଚ୍ଚ ସ୍ତରୀୟ କମିଟିର ଏକ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଗୁଡିକୁ ଅଚାନକ ପରିଦର୍ଶନ ତଥା ଯାଞ୍ଚ କରିବାକୁ ଅଧ୍ୟକ୍ଷା ପରାମର୍ଶ କରିଛନ୍ତି l

 

Facebook Notice for EU! You need to login to view and post FB Comments!

Related Post

ନବରଙ୍ଗପୁର ୧୬ ନଂ ୱାର୍ଡ ର କାଉସିଲର ଅମିତ ପ୍ରଧାନ ଙ୍କ ନିଆରା କାର୍ଯ୍ୟ

Posted by - June 11, 2022 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ) ସାରା ଭାରତରେ ସ୍ୱଚ୍ଚ ଭାରତ ଅଭିଯାନ କୁ ଆଗେଇ ଚାଲିଥିବା ବେଳେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆଦର୍ଶ ନିତିରେ…

ରାସ୍ତା ଉପରେ ନର୍ଦ୍ଦମା ପାଣି, ଦୁର୍ଗନ୍ଧ ରେ ଅତିଷ୍ଠ କେବିଡି ବାସୀ

Posted by - November 5, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)ଗ୍ରାମ ସହରକୁ ସ୍ଵଚ୍ଛ ଓ ନିର୍ମଳ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନାମାନ ପ୍ରସ୍ତୁତ କରି ବହୁ କୋଟି ଟଙ୍କା…

ବଡ଼ବିଲ: ୨୮ ପ୍ରବାସୀଙ୍କ ପଡୋଶୀ ରାଜ୍ୟ ଝାରଖଣ୍ଡ ପ୍ରଶାସନ ସହାୟତାରେ ଘର ବାହୁଡା।

Posted by - May 7, 2020 0
ବଡବିଲ:(ସୀତାରାମ ଦୀକ୍ଷିତ) କରୋନା ମହାମାରୀକୁ ନେଇ ସମଗ୍ର ବିଶ୍ଵ ଥରହର ହେଉଥିବା ବେଳେ ଆମ ଦେଶରେ ମଧ୍ୟ ଏହାର ପ୍ରକୋପ ବୃଦ୍ଧି ହେବାରେ ଲାଗିଛି ଏବଂ ଆମ…

ଭୈରବୀ ଡିଗ୍ରୀ କଲେଜରେ ନବାଗତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

Posted by - November 27, 2021 0
ବୌଦ୍ଧ: (ଚିତ୍ତ ରଂଜନ ସିଂ )ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀ ଙ୍କ ଉଦ୍ଦେଶ୍ୟରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ସଭା…

ବିଂଝାରପୁରରେ ମେଗା ପାନୀୟଜଳ ପ୍ରକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ

Posted by - November 1, 2021 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ କଏଣା -ରଘୁନାଥପୁର ପଂଚାୟତରେ ମେଗା ପାନୀୟଜଳ ପ୍ରକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।…