Breaking News
2:51 pmପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳାଫଳ //ଚଳିତ ବର୍ଷ ୯୦.୫୫% ଛାତ୍ରଛାତ୍ରୀ ମାଟ୍ରିକ୍‌ ପାସ୍‌ କରିଥିବା ବେଳେ ଏଥର ମଧ୍ୟ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ 2:49 pmଅଭିନେତ୍ରୀ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର // ପୁରୁଷ ବନ୍ଧୁ ସନ୍ତୋଷଙ୍କ ମୃତଦେହ ଉଦ୍ଧାର କଲା ପୁଲିସ // ରାଉରକେଲାର ବାସନ୍ତୀ କଲୋନି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି 7:17 amବିଧାନସଭାରେ ବିଜୁଳି ତାତି: ସରକାରଙ୍କୁ ଘେରିଲେ ବିରୋଧୀ, ବଳକା ରାଜ୍ୟରେ ବିଜୁଳି ଦର ଅଧିକ କାହିଁକି ବୋଲି ପ୍ରଶ୍ନ୍, ବିଜୁଳି କ୍ଷେତ୍ରରେ ମହାଦୁର୍ନୀତି ହୋଇଛି, ସଂସ୍କାର ସଫଳ ହୋଇଛି: ଶାସକ ସଭ୍ୟ 7:05 amରାଗିଂକୁ ନେଇ ବିଧାନସଭାରେ ବିଧାୟକ କମ୍ପିଲେ, ସିବିଆଇ ତଦନ୍ତ ସହ କଠୋର ଆଇନ ଦାବି ବିଜେବି ଛାତ୍ରୀ ଆତ୍ମହତ୍ୟା ନେଇ ଉଦ୍‌ବେଗ, ହୋହଲ୍ଲା ଯୋଗୁ ପ୍ରଶ୍ନକାଳ ହୋଇପାରିଲାନି 7:04 amଭୁବନେଶ୍ବର: ୬ ତାରିଖ ଦିନ ଗୋଟାଏ ବେଳେ ମାଟ୍ରିକ୍ ରେଜଲ୍ଟ ବାହାରିବ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କ ସୂଚନା

ବିଧାୟକଙ୍କ ଦ୍ୱାରା ବେଲଗୁଣ୍ଠାରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ

47 0

ବେଲଗୁଣ୍ଠା: (ସୁଶାନ୍ତ କୁମାର ବେହେରା) ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ କରିଛନ୍ତି I ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦର ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଆଧୂନିକ ପାଠାଗାର, ଯାତ୍ରୀ ବିଶ୍ରାମାଗାର, ବସ୍ ଷ୍ଟାଣ୍ଡ୍ ସର୍ବସାଧାରଣ ଶୌଚାଳୟ,ଜଗନ୍ନାଥପ୍ରସାଦ ରୋଡ଼୍ ମାର୍କେଟ୍ କମ୍ପ୍ଲେକ୍ସ୍ ପ୍ରମୁଖ ଉଦ୍ଘାଟନ କରିଥିଲେ I

ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହ ବେଲଗୁଣ୍ଠା ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ, ନଗରପାଳ ଫିରୋଜ ସେଠୀ, ଉପନଗରପାଳ ଟି.ବବିତା କୁମାରୀ, କାର୍ଯ୍ୟ ନିର୍ବାହି ଅଧିକାରୀ ଏସ୍ ରାକେଶ ପାତ୍ର, ସାଂସଦ ପ୍ରତିନିଧି ରବୀନ୍ଦ୍ର ନାଥ ମହାପାତ୍ର, ପୂର୍ବତନ ଉପନଗରପାଳ ପ୍ରଶାନ୍ତ କୁମାର ସାହୁ, ବ୍ଳକ୍ ବିଜେଡ଼ି ସଭାପତି ଏସ୍ ରାମେଶ୍ୱର ପାତ୍ର, କାଉନସିଲର୍ ଦିବ୍ୟ ରଞ୍ଜନ ଦାଶ,ଏସ୍ ଭାସ୍କର ପାତ୍ର, ଲୀଜା ବେହେରା, ପ୍ରିୟମ୍ବଦା ସାମଲ, କାହ୍ନୁ ଚରଣ ସହୁ, ପ୍ରଦୀପ କୁମାର ସେଠୀ, ପ୍ରଗତି ପାତ୍ର, ଦିଲ୍ଲୀପ୍ କୁମାର ଆଚାରୀ, ସୁଜ୍ୟୋତି ସୁବୁଦ୍ଧି, ସଙ୍ଗୀତା ପାତ୍ର, ବିଶ୍ଵନାଥ ଦଳାଇ, ପ୍ରତିମା କୁମାରୀ ସ୍ୱାଇଁ, ସମାଜସେବୀ ଭି ଦେବୀ ପ୍ରସାଦ ପାତ୍ର, ବ୍ଳକ୍ ସାଂସଦ ପ୍ରତିନିଧି ସନ୍ତୋଷ କୁମାର ସ୍ୱାଇଁ, ବରିଷ୍ଠ ବିଜେଡ଼ି ନେତା ସିଏଚ୍ ଲିଙ୍ଗରାଜ ପାତ୍ର,ପ୍ରମୋଦ ପ୍ରଧାନ, ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସୁବୁଦ୍ଧିଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ I

Related Post

ସୁବର୍ଣ୍ଣପୁର ଜିଲ୍ଲାରେ କଡାକଡ଼ି ହେଲା ‘ନୋ ହେଲ୍‌ମେଟ୍ ନୋ ପେଟ୍ରୋଲ’

Posted by - June 2, 2022 0
ସୋନପୁର:(ଅଜିତ କୁମାର ପୂଜହାରୀ ) ସୁବର୍ଣ୍ଣପୁର ଜିଲ୍ଲାରେ “ନୋ ହେଲମେଟ ନୋ ପେଟ୍ରୋଳ”କୁ ସମଗ୍ର ଜିଲ୍ଲାରେ କଡାକଡି କରିବା ଉପରେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପର୍ଯ୍ୟାୟ…

ଅମର୍ଦ୍ଦାରୋଡ ବଜାର କମିଟିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ଓ ନୂତନ କମିଟି ଗଠନ

Posted by - December 29, 2021 0
ବାଲେଶ୍ଵର: ଜିଲ୍ଲା ରୁ ପ୍ରଭାକର ମଲ୍ଲିକଅମର୍ଦ୍ଦାରୋଡ ବଜାର କମିଟିର  ବାର୍ଷିକ ସାଧାରଣ ଅଧିବେଶନ ମଙ୍ଗଳବାର ପୂର୍ବାହ୍ନ ୧୦ ଘଟିକା ସମୟରେ ସ୍ଥାନୀୟ ମହାଦେବ ମନ୍ଦିର ସମ୍ମୁଖସ୍ଥ ହାଟପଡ଼ିଆ…

ନନ୍ଦନକାନନକୁ ଆସିବେ ନୂଆ ଅତିଥି

Posted by - July 28, 2021 0
ଉତ୍ତରଭୁବନେଶ୍ୱର:( ସନ୍ତୋଷ ରାଉତ) ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବୁଲି ବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଖୁସୀ ର ଖବର । ଖୁବ୍ ଶୀଘ୍ର ପ୍ରାଣୀ ଉଦ୍ୟାନକୁ ଆସିବେ…

୧୨ ତମ ଓ ୪ର୍ଥ ଶିଶୁ ଜାତୀୟ ତୀରନ୍ଦାଜି ପ୍ରତିଯୋଗିତାରେ ଯୁଯୋମୁରାର ୩ ପ୍ରତିଯୋଗୀ

Posted by - May 22, 2022 0
ସମ୍ବଲପୁର :(ରମାକାନ୍ତ ବିଶ୍ବାଳ) ଆସନ୍ତା କାଲି ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶର ରାଜମେନ୍ଦ୍ରି ଠାରେ ଅନୁଷ୍ଠିତ ହେବାକୁ ଥିବା ୧୨ ତମ ଓ ୪ର୍ଥ ଶିଶୁ…

ଏକ୍ସପ୍ରେସ ରହଣି ଦାବିରେ ରେଳ ରୋକ

Posted by - May 31, 2022 0
ମୁନିଗୁଡା:(ରମାକାନ୍ତ ପଢାଳ)ରାୟଗଡା ଜିଲ୍ଳା ଅମ୍ବାଦଳା ରେଳ ଷ୍ଟେସନ ରେ ୬ଟି ଏକ୍ସପ୍ରେସ ରହଣି ଦାବିରେ ଅମ୍ବାଦଳା ଜନସାଧାରଣ ପକ୍ଷରୁ ରେଳରୋକ କରାଯାଇଛି । ଶତାଧିକ ଲୋକେ ଏହି…