Breaking News
12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର 12:35 amସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା 2:45 pmଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି,ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ 5:42 pmବଲାଙ୍ଗିର ସହରର ଜନଗହଳି ଆର୍‍ଟିଓ ଅଫିସ୍‍ ଛକରେ ସିରିଜ ଦୁର୍ଘଟଣାକୁ ନେଇ ନୂଆ ତଥ୍ୟ ,ଦୁର୍ଘଟଣା ନୁହେଁ ପୂର୍ବ ଯୋଜନା ମୁତାବକ ହତ୍ୟା: ଏସ୍‌ପି

ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ

674 0

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ବିଶ୍ୱନାଥ ସାହୁଙ୍କୁ ରାଜସ୍ୱ ପର୍ଷଦ ସଦସ୍ୟଙ୍କ ଅଧୀନରେ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟରେ ଅତିରିକ୍ତ କମିଶନର ଭାବେ ଅବସ୍ଥାପିତ କରାଯାଇଛି।

ସେହିପରି ତୁଷାରକାନ୍ତ ମହାନ୍ତିଙ୍କୁ ଭୁବନେଶ୍ୱରସ୍ଥିତ କାରଗାର ନିର୍ଦ୍ଦେଶାଳୟରେ ଅତିରିକ୍ତି କାରଗାର ଆଇଜି, ପ୍ରଦୀପ କୁମାର ଗରଦିଆଙ୍କୁ ଓଡ଼ିଶା ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ, ଚିତ୍ତରଞ୍ଜନ ପାତ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ପ୍ରତାପ କୁମାର ମିଶ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ, ଶୁଭେନ୍ଦ୍ର କୁମାର ନାୟକଙ୍କୁ ଶିଳ୍ପ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।ସେହିପରି ଶିବନାରାୟଣ ସାହୁଙ୍କୁ ଏମଏସଏମଇ ବିଭାଗର ଯୁଗ୍ମ ସଚିବ, ଲୀନା କୁମାରୀ ସେସଙ୍କୁ ସୁନ୍ଦରଗ ଡେପୁଟି କଲେକ୍ଟର, ସୁବ୍ରତ କୁମାର ନାୟକଙ୍କୁ ବୁର୍ଲା ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ପ୍ରଶାସନିକ ଅଫିସର, ଲଗ୍ନଜିତ୍ ରାଉତଙ୍କୁ ନୟାଗଡ଼ ଉପଜିଲ୍ଲାପାଳ, ଅରୁଣ କୁମାର ମଲ୍ଲିକଙ୍କୁ ପାନପୋଷ ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ସରୋଜ କୁମାର ବେହେରାଙ୍କୁ ସୁକିନ୍ଦାସ୍ଥିତ ରେଙ୍ଗାଳୀ ଜଳସେଚନ ପ୍ରକଳ୍ପର ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଫିସର, ଅଞ୍ଜାଲିନା ପ୍ରଧାନଙ୍କୁ ସମ୍ବଲପୁର ଅତିରିକ୍ତ ଉପଜିଲ୍ଲାପାଳ ଓ ସୁଧାଂଶୁ କୁମାର ମହାନ୍ତିଙ୍କୁ ନୂଆଦିଲ୍ଲୀରେ ମ୍ୟାନେଜର ତଥା ଉପ ଆବାସିକ କମିଶନର ଭାବେ ବଦଳି କରାଯାଇଛି।

Facebook Notice for EU! You need to login to view and post FB Comments!

Related Post

ସ୍ବତନ୍ତ୍ର ଟାସ୍କ ଫୋର୍ସ ଦ୍ବାରା ବିପୁଳ ପରିମାଣର ଗଂଜେଇ ଜବତ୍

Posted by - August 9, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ଗତକାଲି ସକାଳ ଘ. ୧୧. ୩୫ ମିନିଟ ସମୟରେ ମନମୁଣ୍ଡା ଓ ସ୍ବତନ୍ତ୍ର ଟାସ୍କ ଫୋର୍ସ ଦ୍ବାରା ବିପୁଳ ପରିମାଣର ଗଂଜେଇ ଜବତ୍ କରା ଯାଇଥିବା ଜଣା…

ନୂତନ ବନୀକରଣ ନାଁ ରେ ସଂରକ୍ଷିତ ଜଙ୍ଗଲ କୁ ନିଆଁ ଲଗାଇ ଧ୍ୱଂସ କରାଯାଇଥିବା ଅଭିଯୋଗ

Posted by - May 20, 2022 0
କାଶୀପୁର:(ଅଞ୍ଜନ କୁମାର ନାଏକ)ନୂତନ ବନୀକରଣ ଯୋଜନା ନା ରେ ସଂରକ୍ଷିତ ଜଙ୍ଗଲରେ ଥିବା ପ୍ରାୟ ଶତାଧିକ ହେକ୍ଟୋର ର ଲକ୍ଷଧିକ ଗଛ ର ପ୍ରାକୃତିକ ଜଙ୍ଗଲ କୁ…

ମୁଖ୍ୟମନ୍ତ୍ରୀ ଙ୍କ ୭୫ ତମ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର

Posted by - October 17, 2021 0
ବରୀ :(ସ୍ନେହାଂଶୁ ଶେଖର ମହାନ୍ତି)ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ରାମପୁର ଠାରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ, ଯାଜପୁର ତରଫରୁ…

ଲକ ଡାଉନକୁ ଜୋରଦାର କରିବା ପାଇଁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ,ଉଲଙ୍ଘନକାରୀଙ୍କୁ ସାବାଡ କଲେ

Posted by - March 26, 2020 2,248
ଯାଜପୁର ;(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର ଜିଲାରେ ଲକଡାଉନ କୁ ସପଂଳ କରିବା ପାଇଁ ପୁରା ଦମରେ ଲାଗିଛି ପ୍ରଶାସନ । ଆଜି ସକାଳୁ ଯାଜପୁର ଜିଲାପାଳ,ଉପଜିଲାପାଳ…

ଚାଲି ଚାଲି ବାହାର ରାଜ୍ୟକୁ ଫେରୁଥିବା ଶ୍ରମିକଙ୍କୁ ଅଟକାଇ ସ୍କୁଲରେ ରଖିଲା ଦୈତାରୀ ପୋଲିସ

Posted by - May 8, 2020 0
କେନ୍ଦୁଝର:( ସୀତାରାମ ଦୀକ୍ଷିତ) ଯାଜପୁର ଜିଲ୍ଲା କଳିଙ୍ଗନଗର ଅଞ୍ଚଳର ବିଭିନ୍ନ କାରଖାନାରେ ବାହାର ରାଜ୍ୟ ଶ୍ରମିକମାନେ କାମ କରୁଥିବାବେଳେ କରୋନାକୁ ନେଇ ସରକାରଙ୍କ ଲକ୍ ଡାଉନ୍ ନିୟମ ଜାରି…

Leave a comment

Your email address will not be published.