ଯାଜପୁର ସୁକିନ୍ଦା ନିର୍ବାଚନ ମଣ୍ଡଳୀର ଦାନଗଦୀ ଠାରେ ଯାଜପୁର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ଯୋଗଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ତଥା ଯାଜପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଅଶୋକ ଚନ୍ଦ୍ର ପଣ୍ଡା। ଯାଜପୁର ସାଂସଦ ଓ ୭ ଜଣ ବିଧାୟକ ଙ୍କ ସମେତ ଦଳର ରାଜ୍ୟ ଉପସଭାପତି ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଉପସ୍ଥିତ। ଏଥିରେ ଜିଲ୍ଲାର ବହୁ ଦଳୀୟ କର୍ମକର୍ତ୍ତା ସାମିଲ।
