Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଟ୍ରାଫିକ ଜୋରିମାନା କମ୍‌ କରିପାରନ୍ତି ରାଜ୍ୟ ସରକାର। ଗୁଜରାଟ ସରକାର ଜୋରିମାନାକୁ ୨୫ରୁ ୯୦ ପ୍ରତିଶତ ପର୍ଯ୍ୟନ୍ତ କମ୍‌ କରିଥିବାରୁ ଓଡ଼ିଶା ମଧ୍ୟ କିଛି କମ୍ କରିବାର ସିଗ୍ନାଲ ଦେଇଛି

696 0

Related Post

ଯାଜପୁରରେ ନିରଞ୍ଜନଙ୍କର ନିର୍ବାଚନୀ ପ୍ରଚାର କହିଲେ କ୍ଷମତାକୁ ଆସିଲେ କୃଷି ଋଣ ଛାଡ଼

Posted by - January 13, 2019 0
ଯାଜପୁର: କଂଗ୍ରେସ କ୍ଷମତାକୁ ଆସିଲେ ରାଜ୍ୟର କୃଷକମାନଙ୍କୁ ୫ ଘଣ୍ଟା ମଧ୍ୟରେ କୃଷି ଋଣ ଛାଡ଼ କରିବ। ଶିଳ୍ପାନୁଷ୍ଠାନ ଗୁଡ଼ିକରେ ୮୦ ପ୍ରତିଶତ ସ୍ଥାନୀୟ ନିଯୁକ୍ତିକୁ କଂଗ୍ରେସ…

Leave a comment

Your email address will not be published.