ଟ୍ରେନ୍ ଲାଇନ୍ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ,

892 0

କେନ୍ଦୁଝର,୧୨/ କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡାଗୋଠ ନିକଟସ୍ଥ ଟ୍ରେନ ଲାଇନ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଶବଟି ମୁହଁ ମାଡି ଟ୍ରେନ ଲାଇନ ନିକଟରେ ପଡିଥିବାରୁ ତାଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳି ପାରିନାହିଁ । ଏଥିସହ ଟ୍ରେନ ଲାଇନ ମଧ୍ୟରେ ଉକ୍ତ ଯୁବକଙ୍କ ଗୋଟିଏ ପାଦ କଟି ପଡିଥିବା ସହ ତାଙ୍କ ମୁଣ୍ଡରେ କ୍ଷତ ଥିବା ଦେଖିବାକୁ ମିଳିଛି । ଯୁବକ ଜଣଙ୍କୁ କେହି ହତ୍ୟା କରି ଏଠାରେ ପକାଇ ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Related Post

ଥାନାରେ ଆଶାୟୀ ଆଶାକର୍ମୀଙ୍କୁ ଦୁର୍ବ୍ୟବହାର ମାମଲା

Posted by - March 15, 2021 0
କଳାହାଣ୍ଡି:କଳାହାଣ୍ଡି ଜିଲ୍ଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପି.ଏଚ .ଇ.ଓ ଜଣେ ଆଶାୟୀ ପ୍ରାର୍ଥୀନୀ ଆଶାକର୍ମୀଙ୍କୁ ଦୁର୍ବ୍ୟବହାର କରିବା ନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିଛନ୍ତି।ଖବର…

ଚୋରା ମଦ ବିକ୍ରି କୁ ବିରୋଧ ବିରୋଧ କରିବାରୁଜୀବନ  ଗଲା

Posted by - May 4, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଚୋରା ମଦ ବିକ୍ରି କୁ ବିରୋଧ ବିରୋଧ କରିବାରୁଜୀବନ  ଗଲା।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିରିପଟା ଗ୍ରାମ ପଂଚାୟତ ବରେଇ…

ବାଘଛାଲ ଜବତ-୨ଗିରଫ

Posted by - December 10, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ କୁଚିଣ୍ଡା ବନ୍ୟପ୍ରାଣୀ ବନାଞ୍ଚଳର ଗୁଣ୍ଡୁରୁଚୁଆଁ ପଞ୍ଚାୟତ ଘୋଡାବାନ୍ଧୁଣୀ ଗ୍ରାମରେ କଲରାପତରା (Leopard) ବାଘଛାଲ ୫ ଲକ୍ଷ ଟଙ୍କାରେ ବିକ୍ରି ପାଇଁ…

ଜାଲ ଭିନ୍ନକ୍ଷମ ସାର୍ଟିଫିକେଟ ଦେଇ ଅର୍ଥ ଲୁଟୁ ଥିବା ଏକ ଗ୍ୟାଙ୍ଗ କୁ ଧରିଛି ଯାଜପୁର ପୋଲିସ

Posted by - August 7, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଜାଲ ଭିନ୍ନକ୍ଷମ ସାର୍ଟିଫିକେଟ ଦେଇ ଅର୍ଥ ଲୁଟୁ ଥିବା ଏକ ଗ୍ୟାଙ୍ଗ କୁ ଧରିଛି ଯାଜପୁର ପୋଲିସ। ଏହି ଘଟଣା ରେ…

Leave a comment

Your email address will not be published.