Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ରାଜଗୋପାଳ ନଗର ବସ୍ତି ବାସିନ୍ଦା ଙ୍କୁ ଛତା ଓ ପିଲାମାନଙ୍କୁ ପାଠ୍ୟ ଉପକରଣ ବଣ୍ଟନ

227 0

ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମହକୁମା ରାଜଗୋପାଳ ନଗର ବସ୍ତି ବାସିନ୍ଦା ମାନଙ୍କୁ ଷ୍ଟ୍ରଙ୍ଗର ଟୁ ଗେଦେର ଗ୍ରୁପ ପକ୍ଷରୁ ମାଗଣାରେ ଛତା ବଣ୍ଟନ କରାଯାଇଛି। ଏଥି ସହିତ ଛାତ୍ରଛାତ୍ରୀ ମାନଙ୍କୁ ଖାତା, ପେନସିଲ, ଓ ଅନ୍ୟାନ୍ୟ ପାଠ୍ୟ ଉପକରଣ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମ ରେ ପ୍ରତୀକ୍ଷା ପ୍ରିୟଦର୍ଶିନୀ ଠାକୁର, ପ୍ରଜ୍ଞା ଦାସ, ଭାରତୀ ବେହେରା ଆଲୋକ ସାହୁ, ଶିବା ଆଚାରୀ, ଦେବାଶିଷ ରଥ ପ୍ରମୁଖ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ।

Related Post

ପ୍ରଧାନ ଶିକ୍ଷୟତ୍ରୀ ଙ୍କ ଜରିଆରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

Posted by - August 27, 2022 0
କେସିଙ୍ଗା :(ପୀତେଶ ପଟେଲ)କଳାହାଣ୍ଡି ଜିଲା କେସିଙ୍ଗା ସହର ର ବୋରିଙ୍ଗ ପଦର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିସର ମଧ୍ୟରେ ପ୍ରଧାନ ଶିକ୍ଷୟତ୍ରୀ ଅହଲ୍ୟା ମାଝୀ…

ଜରପଡା ଡିଗ୍ରୀ ମହାବିଦ୍ୟାଳୟ ପରିଚାଳନା ପରିଷଦ ବୈଠକ

Posted by - September 26, 2019 31
ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟ ପରିଚାଳନା ପରିଷଦ ବୈଠକ ମଙ୍ଗଳବାର ଦିନ ୧୧ଟା ବେଳେ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟ ପରିଚାଳନା…

ସହିଦ ଯବାନଙ୍କ ଅମର ଆତ୍ମା କୁ ଶ୍ରଧାଞଳି ଦେଇ କ୍ୟାଣ୍ଡେଲ ସଭାଯାତ୍ରା

Posted by - June 27, 2020 0
ଯାଜପୁର ଅଫିସ :ଲଦାଖର ଗଲୱାନ ଘାଟିରେ  ଭାରତ-ଚୀନ ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଯୋଗୁ ଶହୀଦ ହୋଇଥିବା ୨୦ ଭାରତୀୟ  ଯବାନଙ୍କ ଙ୍କୁ ଯାଜପୁର ଜିଲ୍ଲା ସ୍ଥିତ କଳିଙ୍ଗ…

ଗ୍ରାମବାସୀଙ୍କ ଦ୍ବାରା ଉଦ୍ଧାର ହରିଣର ମୃତ୍ୟୁ

Posted by - April 7, 2020 34
କେନ୍ଦୁଝର: (ସୀତାରାମ ଦୀକ୍ଷିତ)କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଜଙ୍ଘିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମସିଣାବିଲା ଗ୍ରାମର ଲୋକମାନେ ଏକ ହରିଣକୁ ଉଦ୍ଧାର କରିଛନ୍ତି । ଖବର ଅନୁଯାୟୀ …