Breaking News
2:23 pmରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି 2:22 pmଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ, ୩ ଦିନ ଯାଏଁ ଛେଚିବ, 2:21 pmସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍ 2:20 pm୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ 2:19 pmହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳସ୍ତର ଛୁଇଁଲା ୬୩୦ ଫୁଟ। ଅପରାହ୍ନ ୩ଟା ସୁଦ୍ଧା ୭ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଜାରି

ବିଜେବି କଲେଜ ର ଛାତ୍ରୀ ଆତ୍ମହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି

393 0

ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ରାଜ୍ୟର ବହୁଚର୍ଚ୍ଚିତ ବିଜେବି କଲେଜ ର ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଇରାଶିସ ଆଚାର୍ଯ୍ୟ । ଆଜି ସମ୍ବଲପୁର ଠାରେ ଇରାଶିସ କହିଛନ୍ତି ଯେ ଏହି ଘଟଣାର ସିବିଆଇ ତଦନ୍ତ କରାଗଲେ ପ୍ରକୄଣ ଘଟଣା ଲୋକଳୋଚନ କୁ ଆସିବ । ତେବେ କଲେଜ ରେ ରାଗିଙ୍ଗ ପାଇଁ ଯେଉଁ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି ସେଥିପାଇଁ ଦାୟୀ ସବୁ ବ୍ୟକ୍ତି ବିଶେଷ ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି ।

ଏପରିକି ଅନ୍ୟ ରାଜ୍ୟ ରେ ରାଗିଙ୍ଗ ରୋକିବା ପାଇଁ ଯେଉଁ ସବୁ ବ୍ୟବସ୍ଥା ଅଛି ତାହା ଓଡ଼ିଶାରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ଦାବି କରିଛନ୍ତି ।ଆଗକୁ ଯେପରି ଏପରି ଘଟଣା ନହେବ ସେଥିପାଇଁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ କରିବାକୁ ରାଜ୍ୟ ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଇରାଶିସ ଆଚାର୍ଯ୍ୟ ଆଜି ଦାବି କରିଛନ୍ତି ।

 

Related Post

ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଏକ ଦାବି ପତ୍ର ଜିଲାପାଳ ଙ୍କ ମାଧ୍ୟମରେ ପ୍ରଦାନ

Posted by - August 29, 2021 0
ଯାଜପୁର:ସାରାଦେଶରେ କେନ୍ଦ୍ର ସରକାର ଙ୍କ ପକ୍ଷରୁ ଜାତି ଭିତିକ ଜନଗଣନା କରିବାକୁ ଘୋଷଣା କରାଯାଇଛି। ଏହି ଜନଗଣନା ରେ ଓବିସି ମାନଙ୍କ ଜନଗଣନା କରିବାକୁ ଦାବି କରିଛି…

ହରଭଙ୍ଗା ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ କଳରବରେ ମୁଖରିତ ସାତକୋଶିଆ ଗଣ୍ଡ

Posted by - November 5, 2022 0
ବୌଦ୍ଧ : (ଚିତ୍ତ ରଞ୍ଜନ ସିଂହ)  ଅଧିକ ଶୀତ ଓ ଖାଦ୍ୟାଭାବରୁ ନିଜକୁ ରକ୍ଷା କରିବା ପାଇଁ ପକ୍ଷୀ ମାନେ ଦେଶାନ୍ତର ହୋଇଥାନ୍ତି l ହଜାର ହଜାର…

ଚିକିତ୍ସାରେ ଅର୍ଥ ସାଜିଛି ବାଧକ,ସରକାରୀ ସହାୟତା ପାଇଁ ନିବେଦନ

Posted by - July 7, 2023 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଯୋଗୀନ୍ଦ୍ରପୁର ପଂଚାୟତ ବାନ୍ଧନଝୁଲି ଗ୍ରାମ ରେ ଜଣେ ନାବାଳକ ଅଜଣା ରୋଗ ରେ ପୀଡିତ ହୋଇଥିବା ବେଳେ ଦୁଇ ଗୋଡ଼…

ଲଚ୍ଛିପୁରରେ ପାଳିତ ହେଲା ଆନ୍ତର୍ଜାତୀୟ ଯୋଗ ଦିବସ

Posted by - June 22, 2023 0
ସୁବର୍ଣ୍ଣପୁର :(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଲଛିପୁର ସରସ୍ବତୀ ଶିଶୁ ମନ୍ଦିର ଠାରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ…

ନଗଦ ଟଙ୍କା ଆକାର ରେ ଭତ୍ତା ପ୍ରଦାନ ଦାବୀ

Posted by - September 22, 2021 0
ସୋନପୁର:(ଅଜିତ୍ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଗ୍ରାମାଞ୍ଚଳରେ ଥିବା ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀ ମାନେ ନଗଦ ଭତ୍ତା ଟଙ୍କା ପଞ୍ଚାୟତ କାର୍ଯ୍ୟାଳୟରେ ପାଇବା…