Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ତୁର୍ଲା ରେ ବନମହୋତ୍ସବ ଓ ବୃକ୍ଷ ରୋପଣ

93 0

ଖପ୍ରାଖୋଲ: ୦୫/୦୭ (ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ତୁର୍ଲା ଗାଁ ଆଶ୍ରମ ବିଦ୍ୟାଳୟ ପରିସରରେ ବନମହୋତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଙ୍ଗଳ ବାର ଅନୁଷ୍ଠିତ ହୋଇଯାଇଛି ।

ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ହରିଶଙ୍କର ବନପାଳ ଅରବିନ୍ଦ ଧରୁଆ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୁପେ ହରିଶଙ୍କର ବନାଞ୍ଚଳ ଅଧିକାରୀ ଗିରିଧାରୀ ନାଗ ,ସମ୍ମାନିତ ଅତିଥି ରୁପେ ଆଶ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭୁପିନ୍ଦ୍ର ବନଗୁଲା, ରେଙ୍ଗାଲି ବନପାଳ ଘାସିରାମ ଦୀକ୍ଷିତ, ଆମ ଜଙ୍ଗଲ ଯୋଜନା ଟିମ ଲିଡ଼ର ସଂଜୀବ ପଣ୍ଡା, ଆମ ଜଙ୍ଗଲ ଯୋଜନା ଡ଼ି.ଓ ତହସିଲ ବାଗ , ସମାଜ କର୍ମୀ ଅଭୟ ତ୍ରିପାଠୀ , ଉମାକାନ୍ତ ପଧାନ , ଭୈରବୀ କ୍ଲବ ସଭାପତି ଜ୍ୟୋତି ରଞ୍ଜନ ପଣ୍ଡା ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ଉପରେ ଆଲୋକପାତ କରିଥିଲେ ।

ଏହି ଅବସରରେ ଖେଳ ପଡ଼ିଆ ଚାରି ପାଖ ଏବଂ ବିଦ୍ୟାଳୟ ପରିସରେ ଶତାଧିକ ଚାରା ରୋପଣ କରାଯାଇଥିଲା । ଏହି ଅବସରରେ ବନରକ୍ଷୀ ମହେନ୍ଦ୍ର କାଲସାଏ ,ପଦ୍ମା ମୁଣ୍ଡା, ରାଜେନ୍ଦ୍ର ଧରୁଆ , ମିଥୁନ ମିର୍ଧା , ଶିକ୍ଷକ ଦୟା ସାଗର ମର୍ହି , ଲଛମନ କାଲସାଏ , ହୃଷିକେଶ ମେହେର, ଆଶିଷ ପାଣିଗ୍ରାହୀ ,ପପୁ ଭୁଏ ,ଓଁକାର ଭୋଇ ପ୍ରଶାନ୍ତ ମେହେର , ନିରୋଜ ବରିହା ସମେତ ବିଦ୍ୟାଳୟ ର ଛାତ୍ରୀ ଛାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଭାନପୁର ହାଇସ୍କୁଲ ଓ କେନ୍ଦୁଭଟା ପ୍ରାଥମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କରାଯାଇଥିଲା ।

Related Post

ଫୋଟୋଗ୍ରାଫି କର୍ମଶାଳା ଅନୁଷ୍ଠିତ

Posted by - September 16, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଫଟୋଗ୍ରାଫର୍ସ ଆସୋସିଏସନ ପକ୍ଷରୁ ସ୍ଥାନୀୟ ଡ଼ିଆରଡ଼ିଏ ସମ୍ମିଳନୀ କକ୍ଷରେ ଏକ ଫୋଟୋଗ୍ରାଫି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ସଂଘର…

ଧାର୍ଯ୍ୟ ସମୟ ଭିତରେ ସଂପୂର୍ଣ୍ଣ ହୋଇଥିବା 5T ସ୍କୁଲ ଉଦ୍ଘାଟନୀ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

Posted by - November 13, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ବୌଦ୍ଧ ଜ଼ିଲ୍ଲା ପାଇଁ ପ୍ରଥମ ପର୍ଯ୍ୟାୟ ରେ 10 ଗୋଟି 5 T ସ୍କୁଲ ମିଳିଥିଲା l ଯାହାକି ଧାର୍ଯ୍ୟ ସମୟ ଭିତରେ ସମ୍ପୂର୍ଣ୍ଣ ହୋଇ ଥିବାରୁ…

କୁଳୁତା ସମାଜର ସପ୍ତମ ଜିଲ୍ଲା ସ୍ତରୀୟ ମହାସଭା

Posted by - June 13, 2022 0
ବୌଦ୍ଧ:( ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ସରସରା ଠାରେ ବୌଦ୍ଧ ଜିଲ୍ଲା ସ୍ତରୀୟ ସପ୍ତମ ଜିଲ୍ଲା ସ୍ତରୀୟ କୁଳୁତା ମହାସଭା ଜିଲ୍ଲା ସଭାପତି ବିରଞ୍ଚି ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ…

ବିବେକାନନ୍ଦ ଶିକ୍ଷାକେନ୍ଦ୍ର ଦ୍ୱୟରେ ‘”ସମ୍ୱଲ୍’ପୁରୀ ଦିନ୍” ପାଳିତ

Posted by - August 3, 2022 0
ସମ୍ୱଲପୁର: :(ରମାକାନ୍ତ ବିଶ୍ଵାଳ )ସମ୍ବଲପୁର ସ୍ଥାନୀୟ ବିବେକାନନ୍ଦ ଶିକ୍ଷା କେନ୍ଦ୍ର, ବଡ଼ବଜାର ଏବଂ ମୁଦିପଡ଼ା ହାଉସିଂ ବୋର୍ଡ କଲୋନୀ ଉଭୟ ଶିକ୍ଷାକେନ୍ଦ୍ର ପକ୍ଷରୁ ସମ୍ୱଲପୁରୀ ଭାଷା ସାହିତ୍ଯର…

ବୌଦ୍ଧ ତହସିଲର ତିନି କର୍ମଚାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

Posted by - June 30, 2022 0
ବୌଦ୍ଧ : (ଚିତ୍ତ ରଂଜନ ସିଂ) ବୌଦ୍ଧ ତହସିଲର ତିନିଜଣ କର୍ମଚାରୀ ଗୋଟିଏ ଦିନରେ ଅବସର ଗ୍ରହଣ କରିଛନ୍ତି । ସୂଚନା ମୁତାବକ ବୌଦ୍ଧ ତହସିଲର ସଂସ୍ଥାପନା…