Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଉତ୍ତରାଞ୍ଚଳ ରାଜସ୍ୱ କମିଶନର ପାତାଳୀ ଶ୍ରୀକ୍ଷେତ୍ର ପରିଦର୍ଶନ

62 0

ସୋନପୁର:(ଅଜିତ କୁମାର ପୂଜାହାରୀ)ଆଜି ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ଦଳେଇ ଜିଲ୍ଲାର କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିବାସହ ପୂଜାର୍ଚ୍ଚନା କରିଥିଲେ। ପରେ ଉକ୍ତ କ୍ଷେତ୍ରରେ ଚାଲିଥିବା ବିଭିନ୍ନ ଉନ୍ନୟନ କାମର ସମୀକ୍ଷା କରି ସମସ୍ତ କ୍ଷେତ୍ରରେ କାମ ଯେପରି ନିର୍ଦ୍ଧାରିତ ସମୟରେ ସରିପାରିବ ସେନେଇ ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱଣେ ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବିଶେଷକରି ଘାଟିରାସ୍ତା, ମନ୍ଦିର ନିର୍ମାଣ, ଯାନବାହନ ପାର୍କିଂ ସ୍ଥଳ, ଓଟିଡିସି ପକ୍ଷରୁ ଆରମ୍ଭ କରାଯାଉଥିବା କାମ ସବୁର ଅଗ୍ରଗତି ସଂପର୍କରେ ବିଶେଷ ଗୁରୁତ୍ୱ ଦେଇଥିଲେ। ଆଜିର ଏହି ସମୀକ୍ଷା ବୈଠକରେ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ଉଲୁଣ୍ଡା ବିଡିଓ ହେମସାଗର ଭୋଇ ଟ୍ରଷ୍ଟ ସଦସ୍ୟ-ପୂର୍ଣ୍ଣଚନ୍ଦ୍ର ପାଢୀ ପ୍ରମୁଖ ଉପସ୍ଥିତ ରହିଥିଲେ l

 

Related Post

ଗୋପବନ୍ଧୁ ଡିଗ୍ରୀ କଲେଜରେ “ବିଶ୍ୱ ମାନବାଧିକାର ଦିବସ’ ପାଳିତ

Posted by - December 10, 2021 0
କାଲିମେଳା:(ଅବଦୁଲ ଗନି)ସ୍ଥାନୀୟ ଗୋପବନ୍ଧୁ ଡିଗ୍ରୀ କଲେଜରେ ଏନଏସଏସ ପକ୍ଷରୁ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇ ଯାଇଛି l ଏନଏସଏସର ପ୍ରଗ୍ରାମ ଅଫିସର ଇଂରାଜୀ ଅଧ୍ୟାପକ ଡ଼…

ଦାନଗଦୀ ଠାରେ ଯାଜପୁର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

Posted by - September 11, 2019 0
ଯାଜପୁର ସୁକିନ୍ଦା ନିର୍ବାଚନ ମଣ୍ଡଳୀର ଦାନଗଦୀ ଠାରେ ଯାଜପୁର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ଯୋଗଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ…

ନବରଙ୍ଗପୁରରେ ଶ୍ରୀ ଶ୍ରୀ କୁଞ୍ଜବିହାରୀ ପାଠାଗାରର ବାର୍ଷିକ ଉତ୍ସବ ପାଳିତ

Posted by - May 16, 2022 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ ) ନବରଙ୍ଗପୁର ବୈଭଵ କଲ୍ୟାଣ ମଣ୍ଡପରେ ଆଜି ଶ୍ରୀ ଶ୍ରୀ କୁଞ୍ଜବିହାରୀ ପାଠାଗାର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଇଯାଇଛି !…

ଅବସରକାଳୀନ ସମ୍ବର୍ଦ୍ଧନା

Posted by - December 30, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମ୍ପ୍ରତି ଅବସର ନେଇଥିବା ଅଧ୍ୟକ୍ଷ ସୂର୍ଯ୍ୟକାନ୍ତ ମହାନ୍ତି ଏବଂ ପ୍ରାଧ୍ୟାପକ ଡ଼ ରାଜେନ୍ଦ୍ର ଡାକୁଆଙ୍କୁ…