Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଜୟପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।

92 0

ଭବାନୀପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ଜୟପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୮ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Related Post

ମାନସିକ ଓ ମନୋସାମାଜିକ ସ୍ୱାସ୍ଥ୍ୟ ର ଉନ୍ନତି ସମ୍ବନ୍ଧରେ ଉତ୍ସବ ପାଳିତ

Posted by - November 17, 2021 0
ବୌଦ୍ଧ 🙁 ଚିତ୍ତରଂଜନସିଂ)ୟl ଇ.ସି. ଡି. ଏ.ଏବଂ ଚାଇଲଡ଼ ଲାଇନ ବୌଦ୍ଧ ପକ୍ଷରୁ ଜିଲ୍ଲା ମ୍ୟୁଜିଅମ ରେ ଶିଶୁ ମାନକ ନିମନ୍ତେ ଶିଶୁ ଦିବସ ଉପଲକ୍ଷେ କୋଭିଡ଼୧୯…

ରୁଦ୍ରକାଳୀ ମନ୍ଦିର ପ୍ରତିଷ୍ଠା ଦ୍ୱତୀୟ ଦିବସରେ ଭକ୍ତଙ୍କ ସମାଗମ

Posted by - April 5, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ହରଭଙ୍ଗା ଠାରେ ନୂତନ ରୁଦ୍ରକାଳୀ ମନ୍ଦିର ପ୍ରତିଷ୍ଠା ଆଜି ଦ୍ୱତୀୟ ଦିବସରେ ବହୁ ଭକ୍ତଙ୍କ ବହୁ ସମାଗମ ହୋଇଥିଲା।ଆଜି ବୌଦ୍ଧ ବିଧାୟକ ପ୍ରଦୀପ କୁମାର…

ଧାନ ବୋଝେଇ ଟ୍ରକ ଓଲଟି ଚାଳକ ଗୁରୁତର ।

Posted by - March 15, 2019 66
ଯାଜପୁର:୧୨-୦୩-୧୯(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର କିଆନାଳିକୂଳ ପୋଲପାଶ୍ୱର୍ରେ ଧାନ ବୋଝେଇ ଟ୍ରକଟି ଓଲଟି ଚାଳକ ଗୁରୁତର । ଟ୍ରକଟି ବିଂଝାରପୁରରୁ ଧାନ ବୋଝେଇ କରି ଚଣ୍ଡିଖୋଲ ଅଭିମୁଖେ ଯାତ୍ରା…

ଅନଲାଇନ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀ ଙ୍କ ପାଇଁ ଡି.ଆଇ.ଇ.ଟି ର ଶିକ୍ଷା କାର୍ଯ୍ୟକ୍ରମ

Posted by - July 28, 2021 0
ବୌଦ୍ଧ: ୨୩/୭;( ଚିତ୍ତରଂଜନସିଂ )ବୌଦ୍ଧ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟୟନରତ ଗୁରୁଛାତ୍ରଛାତ୍ରୀ ଙ୍କ ନିମନ୍ତେ ଅଭିନବ ବିକଳ୍ପ ଶିକ୍ଷା ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଏହି…

କିଶୋର ପୁଲିସ ଅଧିକାରୀଙ୍କ ଶିଶୁଆଇନ ସମ୍ବନ୍ଧିୟ ତାଲିମ

Posted by - March 31, 2022 0
ସୋନପୁର:(ଅଜିତ କୁମାର ପୂଝlରୀ)ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ସ୍ବତନ୍ତ୍ର କିଶୋର ପୁଲିସ ଅଧିକାରୀଙ୍କ ଶିଶୁଆଇନ ସମ୍ବନ୍ଧିୟ ତାଲିମ କାର୍ଯ୍ୟକ୍ରମ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ…