Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ରାୟଗଡ ଜିଲ୍ଲାପାଳଙ୍କ କଲ୍ୟାଣ ସିଂପୁର ବ୍ଲକରେ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

46 0

ମୁନିଗୁଡ଼ା:(ରମାକାନ୍ତ ପଡାଲ)ଆଜି ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣ ସିଂପୁର ବ୍ଳକଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ୱଧା ଦେଵ ସିଂହ,ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା,,ଉପଜିଲ୍ଲାପାଳ ରାୟଗଡ ଭୀମସେନ ଶବର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଏଲ.ଏନ ପୃଷ୍ଟି, ଗ୍ରାମୀୟ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ଚିତ୍ତରଞ୍ଜନ ଜେନା ,ପ୍ରକଳ୍ପ ପ୍ରଶାସକ ,ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ,ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ର ପ୍ରକଳ୍ପ ପ୍ରଶାସକ ପଦ୍ମ ଚରଣ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ରାୟଗଡ, ଜଲବିଭାଜିକା ମିଶନ ପ୍ରକଳ୍ପ ନିର୍ଦେଶକ ଦୟାନିଧି ବlଗ,ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଭିକ୍ଟରିଆ କୁଲ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅଧ୍ୟକ୍ଷl ପଂଚାୟତ ସମିତି ଅମରିତା କାଦ୍ରlକା, ଉପାଧ୍ୟକ୍ଷ ଡମ୍ବରୁ କଂଜାକା, ବିଡ଼ିଓ ତାପସ କୁମାର ଭୋଇ, ଜିଲ୍ଲା ଯୋଗାଣ ଅଧିକାରୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ,ସୁଧାକର ରଇତ, ତହସିଲଦାର , ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୫୮ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା l ସେଠି ମଧ୍ୟରୁ ୪୬ଟି ବ୍ୟକ୍ତିଗତ ହୋଇଥିବା ବେଳେ ୯ଟି ସାମୁହିକ ଅଭିଯୋଗ ଆସିଥିଲା ଏବଂ ୩ଗୋଟି ଆର୍ତ୍ତିକ ସହାୟତା ନିମନ୍ତେ l ସ୍ୱାସ୍ଥ୍ୟ ଗତ ସମସ୍ୟା ନିମନ୍ତେ ଜଣକୁ ୨୦ହଜାର,ଆଉ ଜଣକୁ ୧୫ହଜାର ଓ ଅନ୍ୟ ଜଣକୁ ୭୫୦୦/- ମୋଟ ୪୨୫୦୦/-ଟଙ୍କା ସହାୟତା ପ୍ରଦାନ କରିଥିଲେ l

Related Post

୬୭ ତମ ଜିଲ୍ଲା ସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ.୨୦୨୧ ପାଳିତ

Posted by - October 9, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)୬୭ ତମ ଜିଲ୍ଲା ସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ୨୦୨୧ ପାଳିତ l ବୌଦ୍ଧ ୬୭ ତମ ଜିଲ୍ଲା ସ୍ତରୀୟ ବନ୍ୟ ପ୍ରାଣୀ ସପ୍ତାହ 2021 ବୌଦ୍ଧ ଜିଲ୍ଲା…

ଶ୍ରୀଜୀଉଙ୍କ ନେତ୍ରୋତ୍ସଚ ଓ ନବ ଯୌବନ ଦର୍ଶନ

Posted by - July 11, 2021 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ )କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋଭିଡ ୧୯ ନିର୍ଦ୍ଧେଶ ନାମା ପ୍ରକାରେ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଏବଂ ଦେବୋତ୍ତର ନିର୍ଦ୍ଦେଶ ଅନୁଯାୟୀ…

ରାଜ୍ୟସ୍ତରୀୟ ମାହେଶ୍ୱରୀ ମହୋତ୍ସବ ଉଦଯାପିତ

Posted by - December 26, 2021 0
ବୌଦ୍ଧ :(ଚିତ୍ତରଂଜନସିଂ)ବୌଦ୍ଧ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚବିଦ୍ୟାଳୟ, ବାଉଁସୁଣୀ ନିକଟସ୍ଥ ମା ମାହେଶ୍ୱରୀ ପିଠ ଠାରେ ଯୁବସଂଗଠନ ମା ମାହେଶ୍ୱରୀ ସେନା ତରଫରୁ ରାଜ୍ୟସ୍ତରୀୟ ମାହେଶ୍ୱରୀ ମହୋତ୍ସବ…

ମ।ଲପଡ଼ା ସେବାଶ୍ରମ ବିଦ୍ୟାଳୟ ପରିଦର୍ଶନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

Posted by - September 18, 2022 0
ପାଟଣାଗଡ : (ତାପସ ରଞ୍ଜନ ବେହେରା)  ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ମାଲପଡା ସେବା ଆଶ୍ରମ ବିଦ୍ୟାଳୟ କୁ ସାଂସଦ ନିରଞ୍ଜନ ବିଶି ପରିଦର୍ଶନ କରିଥିଲେ ।…

ସମ୍ବଲପୁରୀ ଦିନ ପାଇଁ ରଂଗୋଲୀ, ଚିତ୍ରାଂକନ ଏବଂ ମେହେଂଦୀ ପ୍ରତିଯୋଗିତା

Posted by - July 25, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ) ଦୁଇ ବର୍ଷର କରୋନା ମହାମାରୀ ପରିସ୍ଥିତି ପରେ ଚଲିତ ବର୍ଷ ପୁଣି ଥରେ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ଖୋଲା ମଞ୍ଚରେ ସମ୍ବଲପୁରୀ ଦିନ…