Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଦ୍ରୌପଦି ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତାଙ୍କ ବୟାନ ନେଇ ବିଜେପି ର ପ୍ରତିବାଦ

41 0

ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ଏନ.ଡି.ଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଥିବା ଶ୍ରୀମତି ଦ୍ରୌପଦି ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତା ଅଜୟ କୁମାର ଦେଇଥିବା ବୟାନ ଆଦିବାସୀ ଓ ମହିଳା ବିରୋଧୀ ବୋଲି କହି ଆଜି ସମ୍ବଲପୁର ଜିଲ୍ଲାପାଳ କାଯ୍ୟାଳୟ ଠାରେ ଦୄଢ ପ୍ରତିବାଦ କରିଛି ବିଜେପି ।

ଏଥି ସହ କଂଗ୍ରେସ ନେତା ଅଜୟ କୁମାର ନିଜର ଦେଇଥିବା ବୟାନ ନେଇ ତୁରନ୍ତ କ୍ଷମା ମାଗିବା ପାଇଁ ଆଜି ସମ୍ବଲପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିସ ଆଚାର୍ଯ୍ୟ ଙ୍କ ନେତୄତ୍ତରେ ବିକ୍ଷୋଭ ପଦର୍ଶନ କରାଯାଇଥିଲା ।

ବିଶେଷ କରି କଂଗ୍ରେସ ନେତା ଅଜୟ କୁମାର ଦେଇଥିବା ବୟାନ ମହିଳା ଆଦିବାସୀ ଦଳିତ ବିରୋଧୀ ହୋଇଥିବାରୁ ତୁରନ୍ତ ଅଜୟ କୁମାର ଓ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀ କ୍ଷମା ମାଗିବା ଦାବିରେ ସମ୍ବଲପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଥିଲା ।

Related Post

ମମିତା ମେହେର ହତ୍ୟାକାଣ୍ଡ ନେଇ DIG ଙ୍କୁ ଦାବିପତ୍ର ପ୍ରଦାନ

Posted by - October 24, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)କଳାହାଣ୍ଡି ଜିଲ୍ଲାର ଶିକ୍ଷୟିତ୍ରୀ ମମିତା ମେହେରଙ୍କ ନୃଶଂସ ହତ୍ୟାକାଣ୍ଡ ପ୍ରତିବାଦରେ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ପକ୍ଷରୁ ସମ୍ବଲପୁର ପୋଲିସ DIG ଅଫିସ ସମ୍ମୁଖରେ ବିକ୍ଷୋଭ…

ଉତ୍ତରାଧିକାରୀ କିଏ ହେବ ତାହା ଓଡ଼ିଶାବାସୀ ଚୟନ କରିବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Posted by - September 23, 2019 0
ଭୁବନେଶ୍ୱର : ୨୦୧୯ ସାଧାରଣ ନିର୍ବାଚନ ପରେ ବିଜେଡିର ଉତ୍ତରାଧିକାରୀ କିଏ ହେବ ତାକୁ ନେଇ ନାନାଦି ଚର୍ଚ୍ଚା ଲାଗି ରହିଥିବାବେଳେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ…

ରସୁଲପୁର ବିଡିଓ ଓ ତହସିଲଦାରଙ୍କୁ ଆକ୍ରମଣ ଘଟଣା, ଆଉ ୫ଜଣ ସଂପୃକ୍ତଙ୍କୁ ଗିରଫ କଲା ପୋଲିସ

Posted by - April 19, 2020 0
ଯାଜପୁର : ଗତକାଲି କୁଆଖିଆ ଥାନା ଗୋପୀନାଥପୁର ଗାଁରେ ରସୁଲପୁର ବିଡିଓ ଓ ତହସିଲଦାରଙ୍କୁ ସଂଗବଦ୍ଧ ଆକ୍ରମଣ ଘଟଣାରେ ସଂପୃକ୍ତ ଆଉ ୫ଜଣଙ୍କୁ ଗିରଫ କଲା କୁଆଖିଆ…

କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ ପୂର୍ବତନ ଓଆଇଏସ୍‌ ଅଧିକାରୀ ନିରଞ୍ଜନ ସେଠୀ ଗିରଫ

Posted by - March 21, 2022 0
ଭୁବନେଶ୍ୱର:ୱେବ୍ ଚ୍ୟାନେଲ କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କ ହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଆଜି ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀ ନିରଞ୍ଜନ ସେଠୀଙ୍କୁ…