Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ହରିଶଙ୍କର ଠାରେ ଭାଜପା ର ବ୍ଲକ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ,ତୃଣ ମୂଳ ସ୍ତରରେ ଦଳକୁ ସୁଦୃଢ ପାଇଁ ଆହ୍ବାନ

98 0

ଖପ୍ରାଖୋଲ: ୧୬/୦୭(ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ହରିଶଙ୍କର ର ପର୍ଯ୍ୟଟନ ଅଭ୍ୟର୍ଥନା କେନ୍ଦ୍ର ସଭା ଗୃହ ଠାରେ ଭାଜପା ବ୍ଲକ୍ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି ।

ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ବିପ୍ର ବିଶି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟ ସଭାପତି କନକ ବର୍ଦ୍ଧନ ସିଂହଦେଓ , ମୁଖ୍ୟ ବକ୍ତା ରୂପେ ବଲାଙ୍ଗିର ଜିଲ୍ଲା ସଭାପତି ଶିବାଜି ମହାନ୍ତି , ସମ୍ମାନୀୟ ଅତିଥି ଭାବେ ସାଂସଦ ପ୍ରତିନିଧି ପ୍ରବୀଣ ଅଗ୍ରୱାଲ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଉପେନ୍ଦ୍ର ଭୋଇ , କର୍ଣ୍ଣସିଂ ଠାକୁର , ସତ୍ୟାନନ୍ଦ ସେନ୍ଦ୍ରିଆ , ରୋହିତ ମେହେର,ମଣ୍ଡଳ ସଭାପତି ଶଶି ପୁଝାରୀ ପ୍ରମୁଖ ମଞ୍ଚାସିନ ଥିଲେ ।

ଏହି ଅବସରେ ମୋଦି ସରକାର ର ସଫଳତା ଉପରେ ଅତିଥି ମାନେ ଆଲୋକ ପାତ କରିଥିଲେ । ସେହିପରି ଦଳକୁ ତୃଣ ମୂଳ ସ୍ତରରେ ସୁଦୃଢ କରିବା ପାଇଁ ଅତିଥି ମାନେ ଆହ୍ବାନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ଉମାକାନ୍ତ ପଧାନ , କାଳିଆ ସାହୁ, ନାରାୟଣ ଦଣ୍ଡସେନା, କାଶୀନାଥ ମେହେର , ଡାକ୍ତର ସାହୁ , ହରିବୋଲ ପୋଡ , ବାବାଜୀ ମେହେର , ମଧୁ ବରିହା , ମଧୁ ପଧାନ, ସତ୍ୟ ପଣ୍ଡା ପ୍ରମୁଖ ଶତାଧିକ କର୍ମୀ ଯୋଗ ଦେଇଥିଲେ ।

Related Post

ତୈଳ ଓ ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ହରତାଳ, ବାଣପୁର ବ୍ଲକ ଆଗରେ ଧାରଣା

Posted by - July 16, 2021 0
ଖୋର୍ଦ୍ଧା:(ଶୁଭଲକ୍ଷ୍ମୀ ସାମନ୍ତରା) ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ କଂଗ୍ରେସର ହରତାଳ ଦେଖିବାକୁ ମିଳିଥିଲା ଏଥିରେ ପୂର୍ବତନ ମନ୍ତ୍ରୀ ତଥା ଖୋର୍ଦ୍ଧା ଜିଲ୍ଲା କଂଗ୍ରେସର ସଭାପତି ଏବଂ…

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ବିଜେପି ପ୍ରତିଷ୍ଠା ଦିବସ

Posted by - April 6, 2022 0
ସୋନପୁର:(ଅଜିତ କୁମାର ପୂଝlରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ବ୍ଲକ ଛକ ବାଲାଜୀ ମନ୍ଦିର ଠାରେ ବିଜେପି ପ୍ରତିଷ୍ଠା ଦିବସ ପାଳନ କରାଯାଇଛି l ରାଷ୍ଟ୍ରବାଦ ଓ ଦେଶାତ୍ମକ…

ଆଗକୁ ପଞ୍ଚାୟତ ନିର୍ବାଚନ ରେଙ୍ଗାଲି ବିଜୁ ଜନତା ଦଳ ପକ୍ଷରୁ ଲଇଡା ଠାରେ କର୍ମୀ ସମିଳନୀ ଅନୁଷ୍ଠିତ

Posted by - October 11, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଲଇଡା ଖେଳପଡିଆ ଠାରେ ରେଙ୍ଗାଲି ବ୍ଲକ ବିଜୁ ଜନତାଦଳ ପକ୍ଷରୁ କର୍ମି ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏହି କର୍ମୀସମ୍ମିଳନିରେ…