Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଧାରଣା ନିଷ୍ପତି କୁ ସ୍ଥଗିତ

117 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର କୋରେଇ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ରେ ରହିଥିବା ସ୍ୱାସ୍ଥ୍ୟ ସମସ୍ୟା ର ସମାଧାନ ଦାବୀ ରେ କୋରେଇ ସଂଗ୍ରାମ ସମିତି ଏବଂ  ସିଭିଲ ସୋଇସାଇଟି ପକ୍ଷରୁ ଦିଆଯାଇଥିବା ଧାରଣା ନିଷ୍ପତି କୁ ସ୍ଥଗିତ ରଖାଯାଇଛି।

ଭାରପ୍ରାପ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ ଙ୍କ କାର୍ଯ୍ୟାଳୟ ପରିସରରେ ସଂଗ୍ରାମ ସମିତିର ଆଲୋଚନା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଡାକ୍ତର ଖାନା ରେ ଥିବା ସମସ୍ୟା କୁ ଧୀରେ ଧୀରେ ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି।

Related Post

ଲାଞ୍ଜିଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର

Posted by - August 22, 2022 0
ଭବାନୀପାଟଣା :୨୨.୦୮(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଆଜି ଲାଞ୍ଜିଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ…

ପ୍ରେସକ୍ଲବ, ବସ୍ତା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

Posted by - November 17, 2021 0
ବସ୍ତା:(ପ୍ରଭାକର ମଲ୍ଲିକ)ପ୍ରେସ କ୍ଲବ ବସ୍ତା ଆନୁକୂଲ୍ୟରେ ଆଜି ବାହାର୍ଦା ଡାକବଙ୍ଗଳା ଠାରେ  ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି l ପ୍ରେସ କ୍ଲବର ସଭାପତି ବାଞ୍ଛାନିଧି ଦେ…

ସାରା ଜିଲାରେ ୧୪୪ ଧାରାକୁ କୋହଳ, ବାରୁଣୀ ପାଇଁ ୧୪୪ ଜାରି

Posted by - March 18, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)କୋରୋନା ପାଇଁ ସାରା ଯାଜପୁର ଜିଲାରେ ଲାଗିଥିବା ୧୪୪ ଧାରାକୁ କୋହଳ କରିଛି ଜିଲା ପ୍ରଶାସନ । କିନ୍ତୁ ଗୋଟିଏ ସ୍ଥାନରେ ଭିଡ ନ…

ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ବନ୍ୟା ଆଶ୍ରୟ ସ୍ଥଳିଲେ ମକଡିଲ ଅନୁଷ୍ଠିତ

Posted by - June 20, 2022 0
ବୌଦ୍ଧ: (ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲାର ଚାରିଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ବହିରା, ଘଣ୍ଟାପଡା, କୁଳୁତାଜର ଏବଂ ଧର୍ମନଗର ରେ ସମ୍ଭାବୀୟ ବାତ୍ୟା ପରିସ୍ଥିତି…

ବର୍ଷା ଅବାଭରୁ ମାଣ୍ଡିଆ ଚାଷ ରେ ମରୁଡି

Posted by - August 21, 2021 0
ମାଥିଲି :(ଅବଦୁଲ ଗନି)ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ କୀଆଙ୍ଗ ଗ୍ରାମପଂଚୟୋତ ସାରଙ୍ଗପାଲ୍ଲୀ ଗ୍ରାମରେ ମାଣ୍ଡିଆ ଚାଷୀ ବର୍ଷା ଅବାଭରୁ ଚାଷ ନଷ୍ଟ ହେବା ସହ ସମ୍ପୂର୍ଣ…