Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଅବସରରେ ବୃକ୍ଷରୋପଣ

67 0

କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଅବସରରେ କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଳକ ବିଜୁ ଯୁବ ଛାତ୍ର ଜନତା ଦଳ ତରଫରୁ ସ୍ଥାନୀୟ ସରପଞ୍ଚ କେ ସୁନିଲ କୁମାରଙ୍କ ସହଯୋଗରେ ଆଜି ତଳଜାରିଙ୍ଗ ଗ୍ରାମ ପଞ୍ଚାୟତ ଠାରେ ୧୦୦ ଗୋଟି ବୃକ୍ଷରୋପଣ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର,ଜିଲ୍ଲା ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ରାଜ୍ୟ ଯୁବ ବିଜେଡି ଉପ ସଭାପତି ମଣ୍ଟୁ ନାଏକ, ଯୁବ ନେତା ଦିନେଶ ବଗର୍ତୀ, ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ଅମିତ ଯାଦବ ପ୍ରମୁଖ ଯୋଗଦେଇଥିଲେ ।

Related Post

ଘଣ୍ଟ ବଜାଇ କରୋନା ବିପକ୍ଷରେ ଲଢୁଥିବା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Posted by - March 22, 2020 0
ଭୁବନେଶ୍ୱର: କରୋନା ବିପକ୍ଷରେ ଲଢୁଥିବା ହିରୋଙ୍କୁ ଅଭିବାଦନ ଜଣାଇଲା ପୂରା ଦେଶ । ଘଣ୍ଟ-ଘଣ୍ଟି, ତାଳି ଓ ଥାଳି ବଜାଇ କରୋନା ବିପକ୍ଷରେ ଲଢୁଥିବା ଯୋଦ୍ଧାଙ୍କୁ ଧନ୍ୟବାଦ…

ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟାକାଣ୍ଡରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଗିରଫ

Posted by - March 28, 2022 0
ଭଦ୍ରକ: ନୟାଗଡ଼ର ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟାକାଣ୍ଡରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଗିରଫ କରାଯାଇଛି।ଶର୍ମିଷ୍ଠାଙ୍କ ସହ  ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ…

ସଚେତନ ନହେଲେ ନିଆଁ ଭଳି ମାଡ଼ିଯିବ କରୋନା:-ସୁବ୍ରତ ବାଗ୍‌ଚୀ

Posted by - March 31, 2020 53
ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭାରତରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ଶହ ଟପିଥିବା ବେଳେ ଓଡ଼ିଶାରେ ଏହି ସଂଖ୍ୟା ୩ରେ ରହିଛି।ରାଜ୍ୟରେ ୩୨ ହଜାର ୫୩୮ ଶଯ୍ୟା ବିଶିଷ୍ଟ ୩୭୭…

ଚାହିଦା କମିଛି ତଥାପି ଚଳଚଂଚଳ ମାଟି ଦୀପ କାରିଗର

Posted by - November 2, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳୀ। ମାଟି ଦୀପ ତିଆରି ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି କୁମ୍ଭାର ଶ୍ରେଣୀର ଲୋକେ ।ଲକ୍ଷାଧିକ ଟଙ୍କାର…

ରାଜ୍ଯରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ମମିତା ହତ୍ୟାକାଣ୍ଡ, ମହାଲିଙ୍ଗ ରେ ଡି ଆଇ ଜି ଓ ଦୁଇ ଏସ୍ ପି

Posted by - October 22, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)ସମଗ୍ରରାଜ୍ୟ ରେ ଅଶାନ୍ତି ତୀବ୍ର ଆନ୍ଦୋଳନର କାରଣ ସାଜିଥିବା ସନ୍ ସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ଙ୍କ ଜଘନ୍ୟ ହତ୍ୟାକାଣ୍ଡ ର…