ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ଗଜପତି ଓ କେନ୍ଦୁଝର। ଦିନ ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି

304 0
Facebook Notice for EU! You need to login to view and post FB Comments!

Related Post

ଗୋବିନ୍ଦ ଗୋଳକ ଧନ୍ଦାରେ ରାଜ୍ୟ ହୁଲସ୍ତୁଲ,ଗୋବିନ୍ଦ ସାହୁଙ୍କୁ ଧରାଇଦେଲେ ମିଳିବ ୧ ଲକ୍ଷ ଟଙ୍କା ପୁରସ୍କାର

Posted by - October 19, 2021 0
(କଳାହାଣ୍ଡି ରୁ ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ, ଟିଟିଲାଗଡ଼ ରୁ ସଞ୍ଜୟ କୁମାର ନାୟକ ଙ୍କ ରିପୋର୍ଟ) କଳାହାଣ୍ଡି:ଦିର୍ଘ ବର୍ଷର ଶାସନ କାଳ ମଧ୍ୟରେ…

Leave a comment

Your email address will not be published.