Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଅବସରରେ ବିଜୁ ଯୁବ-ଛାତ୍ର ଜନତା ଦଳ ତରଫରୁ ବୃକ୍ଷରୋପଣ

147 0

ଭବାନୀପାଟନା:(ସୂରଜ ପ୍ରକାଶ ଜୈନ)ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଅବସରରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଳକ କୁଟ୍ରୁଖମାର ଏବଂ ମାଲଗାଁ ହାଇସ୍କୁଲ ଠାରେ ବିଜୁ ଯୁବ-ଛାତ୍ର ଜନତା ଦଳ ତରଫରୁ ବୃକ୍ଷରୋପଣ କରାଯାଇଛି ।

ଏହି ଅବସରରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ଜିଲ୍ଲା ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ରାଜ୍ୟ ଯୁବ ବିଜେଡି ଉପ ସଭାପତି ମଣ୍ଟୁ ନାଏକ, ରାଜ୍ୟ ପରିଷଦ ସଦସ୍ୟ ସଚ୍ଚିଦାନନ୍ଦ ମହାକୁଡ଼ , ଜୋନ ସଭାପତି ମନିନ୍ଦ୍ର ମହାନ୍ତି , ରାଜ୍ୟ ଯୁବ ସହ ସମ୍ପାଦକ ରବି ପଟ୍ଟନାୟକ, ବରିଷ୍ଠ ବିଜେଡି ନେତା ଧବଳେଶ୍ବର ମହାପାତ୍ର, ଜିଲ୍ଲା ପରିଷଦ ପୁଷ୍ପାଞ୍ଜଳି ନାଏକ, ସରପଞ୍ଚ ଛଲନା ଚଣ୍ଡୀ, ସମିତି ସଭ୍ୟ ଜଗମୋହନ ମାଝୀ ଯୁବନେତା ମିଟୁ ପାତ୍ର, ରବି ନାଏକ, ସେନାପତି ନାଏକ, ମୋହନ ଗହୀର ପ୍ରମୁଖ ବୃକ୍ଷରୋପଣରେ ଯୋଗଦେଇଥିଲେ

Related Post

ଟିଟିଲାଗଡ଼ ବରିଷ୍ଠ ନାଗରିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ, ସଭାପତି ହେଲେ ସେବକ ଚରଣ ଦାସ।

Posted by - August 18, 2022 0
ଟିଟିଲାଗଡ଼:( ସଞ୍ଜୟ କୁମାର ନାୟକ)ଟିଟିଲାଗଡ଼ ବରିଷ୍ଠ ନାଗରିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ ମହାବୀର ପଞ୍ଚାୟତି ଧର୍ମଶାଳାରେ ଅନୁଷ୍ଠିତ ହୋଇଯାଇଛି। ଏହି ବର୍ଷ ପାଇଁ ସଭାପତି…

ନବରଙ୍ଗପୁର ଜାତୀୟ ଦଳିତ କ୍ରିଷ୍ଟିୟାନ ପରିଷଦ ତରଫରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର

Posted by - August 12, 2021 0
ନବରଙ୍ଗପୁର: :୧୧/୯(ବେଣୁ ଗୋପାଳ ରାଓ)ଜାତୀୟ ଦଳିତ କ୍ରିଷ୍ଟିୟାନ ପରିଷଦ ନବରଙ୍ଗପୁର ଜିଲ୍ଲା ତରଫ ରୁ ଏକ ମେମୋରେଣ୍ଡମ ନବରଙ୍ଗପୁର ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ ଦାବିପତ୍ର 

Posted by - January 13, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ରାଜ୍ୟ ସରକାର ଙ୍କ ମୁଖ୍ୟମନ୍ତ୍ରୀ  ରିଲିଫ ପାଣ୍ଠି ରୁ ସଂଖ୍ୟା ଲଘୁ ସମ୍ପ୍ରଦାୟ ଅନୁଷ୍ଠାନ କୁ ଆର୍ଥିକ ପ୍ରୋତ୍ସାହନ ଯୋଗାଯିବା ନିଷ୍ପତ୍ତି…

ବିଶ୍ବ ଆର୍ନ୍ତଜାତିକ ଯୋଗ ଦିବସ ପାଳିତ

Posted by - June 24, 2020 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି)ମହାମାରୀ କରୋନା ପାଇଁ ସରକାର ନିୟମ ଅନୁଶାରେ ସାମାଜିକ ଦୂରତା ଅବଲମ୍ବନ କରି ବିଶ୍ବ ଆର୍ନ୍ତଜାତିକ ଯୋଗ ଦିବସ ବାଲିବିଲି ପଞ୍ଚାୟତ ର ମା…