କମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

126 0

ବରଗଡ଼ :(ରମାକାନ୍ତ ବିଶ୍ଵାଳ) ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ କମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଜନ ସେବା , ବୃକ୍ଷ ହଁ ଜୀବନ ଓ ପରିବେଶ ସୁରକ୍ଷା ର ବାର୍ତ୍ତା ଦେଇ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ସହ ସମସ୍ତଶିକ୍ଷକ ଓ ଶିକ୍ଷୟିତ୍ରୀ ଉତ୍ସାହିତ ସହ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ଆୟୋଜିତ କରିଛନ୍ତି।

Related Post

ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ ଓ ନିରାକରଣ ପାଇଁ ଟେକ୍ନିକାଲ ଟାସ୍କ ଫୋର୍ସ କମିଟି ବୈଠକ

Posted by - August 21, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ଆଜି ସନ୍ଧ୍ୟାରେ ବୌଦ୍ଧ ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଜିଲ୍ଲା ସ୍ତରୀୟ ମାଲେରିଆ, ଡେଙ୍ଗୁ, ଫାଇଲେରିଆ ଆଦି ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ ଓ ନିରାକରଣ ପାଇଁ ଜିଲ୍ଲାପାଳଙ୍କ…

ଫସଲ ଅବଶେଷ କୁ ଗୋ ଖାଦ୍ୟ ରୂପେ ବ୍ୟବହାର ତାଲିମ ଶିବିର

Posted by - August 28, 2022 0
ଖପ୍ରାଖୋଲ:୨୭/୮(ତାପସ ରଞ୍ଜନ ବେହେରା) ସ୍ଥାନୀୟ ବ୍ଲକ୍ ପ୍ରାଣୀ ସମ୍ପଦ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ପରିସରର କୃଷିଜାତ ଫସଲର ଅବଶେଷ ପୃଷ୍ଟିସାର ଗୋଖାଦ୍ୟ ପ୍ରସ୍ତୁତ ତାଲିମ ଶିବିର ଶନିବାର…

ବୌଦ୍ଧ ଜିଲ୍ଲା ରେ ଶାନ୍ତି ଶୃଙ୍ଖଳା ସହିତ ସେବାସମବାୟ ସମିତି ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ

Posted by - June 20, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲାରେ ସମବାୟ ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ଜାରିରହିଛି । ଜିଲ୍ଲାର ତିନୋଟି ବ୍ଲକରେ ସମବାୟ ସମିତିର ନିର୍ଦ୍ଦେଶକ ପଦ ପାଇଁ…

ସଂକୀର୍ତ୍ତନ ମଣ୍ଡଳୀ ଅଧିକାରୀଙ୍କ ପରଲୋକ

Posted by - June 30, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ବେଲଗୁଣ୍ଠା ବ୍ଲକ୍ କ୍ଷତ୍ରିୟବରପୁର ପଞ୍ଚାୟତ ଅନ୍ତର୍ଗତ ସିଂହମର୍ଦ୍ଦନ ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ ଅଧିକାରୀ ସୁରେନ୍ଦ୍ର ଭୂୟାଁ (୬୨) ଙ୍କ ମଙ୍ଗଳବାର ସକାଳ ୧୦ ଘଣ୍ଟା…

ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ମିଳିତ ମଞ୍ଚ ଗଠିତ।

Posted by - September 25, 2022 0
ବୌଦ୍ଧ :(ଚିତ୍ତ ରଞ୍ଜନ ସିଂ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ଶିକ୍ଷକ ସଂଘର ସଭାପତି ଶ୍ରୀ ଦିଲୀପ ପ୍ରଧାନ…