Breaking News
2:23 pmରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି 2:22 pmଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ, ୩ ଦିନ ଯାଏଁ ଛେଚିବ, 2:21 pmସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍ 2:20 pm୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ 2:19 pmହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳସ୍ତର ଛୁଇଁଲା ୬୩୦ ଫୁଟ। ଅପରାହ୍ନ ୩ଟା ସୁଦ୍ଧା ୭ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଜାରି

ଅବସର ପ୍ରାପ୍ତ ଶିକ୍ଷକ ବାଙ୍କ ବିହାରୀ ଖମାରି ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

358 0

ଭବାନୀପାଟଣା:( ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଉଛୁଳା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ବାଙ୍କ ବିହାରୀ ଖମାରି ଅବସର ଗ୍ରହଣ କରିଥିବା ରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଉଛୁଳା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ଏକ ବର୍ଣ୍ଣାଢ୍ୟ ସମାରୋହ ରେ ଶ୍ରୀ ଖମାରି ଙ୍କୁ ଉପଢୌକନ ରେ ସମ୍ମାନିତ କରାଯିବା ସହ ସମ୍ବର୍ଦ୍ଧିତ କରାଯାଇଥିଲା।

ଆୟୋଜିତ ସଭାରେ ସ୍କୁଲ ପ୍ରଧାନ ଶିକ୍ଷକ ସାବନ ବାଗ, ଜିଲ୍ଲା ଶିକ୍ଷକ ସଂଘ (SSD) ସଭାପତି ସୂର୍ଯ୍ୟ ନାରାୟଣ ପଣ୍ଡା, ଜୋନାଲ ସମ୍ପାଦକ ଦୀପକ ରଞ୍ଜନ ପଣ୍ଡା, ନୂଆପଡ଼ା ଜିଲ୍ଳା ସଭାପତି ଉଦୟ ସିଂ ମାଝୀ, ସୁଶୀଲ କୁମାର ପତି, ଶ୍ଯାମ ଦଣ୍ଡସେନା ପ୍ରମୁଖ ଙ୍କ ସମେତ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ଯୋଗ ଦେଇ ଶ୍ରୀ ଖମାରି ଙ୍କ କାର୍ଯ୍ୟାବଳୀ ଉପରେ ଭୂୟସୀ ପ୍ରଶଂସା କରିଥିଲେ କାର୍ଯ୍ୟକ୍ରମ ରେ କର୍ମଚାରୀ ଓ ଛାତ୍ରୀମାନେ ମଧ୍ଯ ଯୋଗ ଦେଇଥିଲେ। ଏକ ଭାବ ବିହ୍ଵଳ ପରିବେଶ ରେ ଛାତ୍ରୀ ମାନେ ଶ୍ରୀ ଖମାରି ଙ୍କୁ ବିଦାୟ ଦେଇଥିଲେ।

Related Post

କଳାହାଣ୍ଡି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

Posted by - June 7, 2022 0
ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି…

୮୯ତମ ଦିନରେ ନାଟକ ମଙ୍ଗୁଲୁ ମାଧ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ

Posted by - June 18, 2020 0
ଯାଜପୁର ଅଫିସ :୮୯ତମ ଦିନରେ ନାଟକ ମଙ୍ଗୁଲୁ ମାଧ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ। ମହାମାରୀ କରୋନାର ବିନାଶ ପାଇଁ ମାର୍ଚ୍ଚ ୨୨ତାରିଖରୁ ସରକାରୀ ସ୍ତରରେ ତାଲା ବନ୍ଦ…

ସ୍ୱାଧୀନତା ଦିବସ ଅବସରରେ ବସୁଧା ବନ୍ଦନ ଓ ଅମୃତ ବଟିକା କାର୍ଯ୍ୟକ୍ରମ

Posted by - August 16, 2023 0
କାଶୀପୁର;(ଅଞ୍ଜନ କୁମାର ନାଏକ)ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ ଅଡାଜୋର ପଞ୍ଚାୟତ ରେ ନବନିଯୁକ୍ତି ଜିଲ୍ଲା ବିଜେଡି ଯୁଗ୍ମ ସମ୍ପାଦକ ଶ୍ରୀ ଧବା ମାଝୀ, ବ୍ଲକ…