Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଚୋରା ମଦ କାରବାର ଅଭିଯୋଗରେ ଜଣେ ଗିରଫ୍ ୧୮୦ ପାଉଚ ମଦ ଜବତ

91 0

କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ପୋଲିସ୍ ରାତିରେ ପେଟ୍ରୋଲିଙ୍ଗ୍ କରୁଥିବା ବେଳେ ମଦ ଚୋରା ଚାଲାଣ କରୁଥିବା ଅଭିଯୋଗରେ ଜଣେ ଯୁବକ ଙ୍କୁ ଗିରଫ୍ କରିବା ସହ ତାଙ୍କ ନିକଟରୁ ୧୮୦ ଟି ମଦ ପାଉଚ୍ ଜବତ୍ କରିଥିବା ଜଣାପଡିଛି l

ଯୁବକ ଜଣକ ରାୟଗଡା ଜିଲ୍ଲା କାଶିପୁର ବ୍ଲକ୍ ବେନ୍ଦଲାଫାସ୍ ଗ୍ରାମର ଅକ୍ଷୟ ନାଏକ ବୋଲି ଜଣାପଡିଛି l ସେ କଳାହାଣ୍ଡି ଜିଲ୍ଲା କଲମପୁର ଅଞ୍ଚଲ କୁ ମଦ ବିକ୍ରି କରିବା ପାଇଁ ଯାଉଥିବା ସମୟରେ ଥୁଆମୂଳ ରାମପୁର ଥାନା ଏ ଏସ୍ ଆଇ ରଶ୍ମି ରଞ୍ଜନ ବାଗ ଙ୍କ ନେତ୍ରୁତ୍ଵରେ ପୋଲିସ ରାତିରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ଗିରଫ୍ କରି ଅଭିଯୁକ୍ତ ଅକ୍ଷୟ ନାଏକଙ୍କୁ କୋର୍ଟ୍ ଚାଲାଣ କରିଥିଲେ l

Related Post

ନକଲି ଟଙ୍କା ସହିତ ୩ ଅଟକ

Posted by - December 5, 2018 0
ବାଲେଶ୍ୱର: ଆଜି ସକାଳେ ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅଞ୍ଚଳରୁ ଲୋକ ୩ ଜଣ ସନ୍ଦିିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପୁଲିସକୁ ହସ୍ତାନ୍ତର କରିଛନ୍ତି। ସେମାନଙ୍କ ଠାରୁ…

କାର ସହ ଗଂଜେଇ ଜବତ ତିନି ଗିରଫ

Posted by - October 1, 2021 0
ସୋନପୁର:( ଅଜିତ୍ କୁମାର ପୁଝାରୀ)ସନ୍ଧ୍ୟା ରେ ଅବକାରୀ ବିଭାଗ ପେଟ୍ରୋଲିଙ୍ଗ କରୁଥିବା ବେଳେ ବିଶ୍ୱସ୍ତ ସୂତ୍ର ରୁ ଖବର ପାଇ ଏକ ମାରୁତି ସୁଜୁକି ଅଲ୍ଟୋ କୁ…

ଏଟିଏମ୍ ହ୍ୟାକ୍, ଗ୍ରାହକଙ୍କ ଆକାଉଂଟରୁ ୪୦ହଜାର ଟଙ୍କା ଗାୟବ

Posted by - December 11, 2019 13
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ଏଟିଏମ୍ ହ୍ୟାକ୍ ଅଭିଯୋଗ । ଗ୍ରାହକଙ୍କ ପାଖରେ ଏଟିଏମ୍ କାର୍ଡ ଥାଇ ମଧ୍ୟ ଆକାଉଂଟରୁ ଟଙ୍କା ଗାୟବ । ଏପରିକି ମୋଇବାଲ ନମ୍ବରକୁ…

ମାରୁତି କଲୋନୀରେ ଚୋରି ଘଟଣା,ସନ୍ଦେହରେ ୪ଜଣକୁ ଅଟକ ରଖି ପଚରାଉଚରା ଜାରି

Posted by - November 29, 2021 0
ବୌଦ୍ଧ(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ପୁରୁଣାକଟକ ମାରୁତି କଲୋନୀରେ ରହୁଥିବା ଶିକ୍ଷକ ନିର୍ମଳ କୁମାର ରଣା ଙ୍କ ଘରୁ ଗତରାତି ରେ ଚୋରି…