Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଶରଧାପୁରରେ ନେହେରୁ ଯୁବ କେନ୍ଦ୍ରର ସ୍ୱଚ୍ଛତା ପକ୍ଷ

26 0

ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ଆନୁକୂଲ୍ୟରେ ହରଭଙ୍ଗା ବ୍ଲକର ପିତାମ୍ବରପୁର ପଞ୍ଚାୟତ ଅନ୍ତର୍ଗତ ଶରଧାପୁରରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ଏହି ତାଲିମ କକାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଯୁବ ଅଧିକାରୀ ନବନୀତ କୁମାରହ, ସମ୍ମାନିତ ଅତିଥି ଭାବେ ଅଙ୍ଗନୱାଡି କର୍ମୀ ବିଷ୍ଣୁପ୍ରିୟା କର୍ଣ୍ଣ, ଅଶାକର୍ମୀ ଜୟଶ୍ରୀ ଦେହୁରୀ ଯୋଗ ଦେଇଥିଲେ ।

କାର୍ଯ୍ୟକ୍ରମରେ ପ୍ରଥମେ ନିଜେ ଓ ନିଜର ଚତୁଃପାର୍ଶ୍ୱକୁ ସଫା ସୁତୁରା ରଖି ନିରୋଗ ରହିବା ପାଇଁ ଶପଥ ପାଠ ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଆଜାଦୀର ଅମୃତ ମହୋତ୍ସବ ଅବସରରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

ଏହା ସହିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଶେଷରେ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ବିବେକାନନ୍ଦଙ୍କ ମୋମେଣ୍ଟ ଦେଇ ପୁରସ୍କୃତ କରାଯାଇଥିଲା । ତତ ସହିତ ଶରଧାପୁର ଗାଁର ଗୋଷ୍ଠୀ କେନ୍ଦ୍ର କୁ ସଫା କରିବା ସହ ଏକ ସଚେତନତା ରାଲି କରାଯାଇଥିଲା । ନେହରୁ ଯୁବ କେନ୍ଦ୍ରର କର୍ମକର୍ତ୍ତା ସୁପ୍ରିୟା ଦେହୁରୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ସୁଧିର ଦୀପ ସଭା ପରିଚାଳନା କରିଥିଲେ । ମନୋଜ ଭୋକ୍ତା ଧନ୍ୟବାଦ ଅର୍ପଣ କରିଥିଲେ। ଯୋଗମାୟା ଦେହୁରୀ ସହଯୋଗ କରିଥିଲେ ।

Related Post

ସୁବର୍ଣ୍ଣପୁର ଜିଲ୍ଲାରେ କଡାକଡ଼ି ହେଲା ‘ନୋ ହେଲ୍‌ମେଟ୍ ନୋ ପେଟ୍ରୋଲ’

Posted by - June 2, 2022 0
ସୋନପୁର:(ଅଜିତ କୁମାର ପୂଜହାରୀ ) ସୁବର୍ଣ୍ଣପୁର ଜିଲ୍ଲାରେ “ନୋ ହେଲମେଟ ନୋ ପେଟ୍ରୋଳ”କୁ ସମଗ୍ର ଜିଲ୍ଲାରେ କଡାକଡି କରିବା ଉପରେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପର୍ଯ୍ୟାୟ…

ଟିଟିଲାଗଡର ନୂତନ ବ୍ଲକ ଅଧ୍ୟକ୍ଷା ହେଲେ ସଂଯୁକ୍ତା ନାୟକ

Posted by - March 12, 2022 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଆଜି ଟିଟିଲାଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷା ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ନିର୍ଦ୍ଵନ୍ଦରେ ସଂଯୁକ୍ତା ନାୟକ ବିଜୟୀ ହୋଇଛନ୍ତି।…

ମାଲକାନଗିରି ଜିଲ୍ଲା ଲୋକ କଳା ଓ ସାଂସ୍କୃତିକ ପରିଷଦ ତରଫରୁ ୭୫ ତମ ସ୍।ଧିନତା ଦିବସ ପାଳିତ

Posted by - August 17, 2021 0
ମାଲକାନଗିରି:(ଅବଦୁଲ ଗନି) ଜିଲ୍ଲାର କଳା ଗ୍ରାମ ବୀର ଲକ୍ଷ୍ମଣପୁର ଗ୍ରାମ ପ୍ରାଙ୍ଗଣରେ ମାଲକାନଗିରି ଜିଲ୍ଲା ମାଲ୍ୟବନ୍ତ ଦେଶିଆ ନାଟଗୁରୁ ସାଂସ୍କୃତିକ ସଙ୍ଗଠନ ଆନୁକୁଲ୍ୟରେ ୭୫ ତମ ସ୍ୱାଧୀନତା…

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସାମ୍ବାଦିକ ନୃସିଂହ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି

Posted by - January 3, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ଵାଳ)ପଶ୍ଚିମାଞ୍ଚଳ ର ଗାନ୍ଧୀ ଭାବରେ ପରିଚିତ ନୃସିଂହ ଗୁରୁଂକର ୩୮ ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ସମ୍ବଲପୁର ର ବିଭିନ୍ନ ସ୍ଥାନ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।…

ବୌଦ୍ଧ ଜିଲ୍ଲା ରେ ବାଲ୍ୟବିବାହ ପ୍ରତିରୋଧ ମଞ୍ଚ ଗଠନ

Posted by - September 27, 2021 0
ବୌଦ୍ଧ:ଗତ ୨୪ ତାରିଖରେ ଜିଲ୍ଲା ପାଳ ଙ୍କ ସମ୍ମିଳନୀ କକ୍ଷରେ ବୌଦ୍ଧ ଜିଲ୍ଲା ର ବାଲ୍ୟବିବାହ ପ୍ରତିରୋଧ ମଞ୍ଚ ର ବୈଠକ ଅନୁଷ୍ଠିତ ହୋଇଯାଇଛି!ଏହି ବୈଠକ ରେ…