Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

68 0

ବୌଦ୍ଧ :(ଚିତ୍ତ ରଂଜନ ସିଂ) ହରଭଙ୍ଗା ପଂଚାୟତ ସମିତି ସଭା ଗୃହ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ, ବୌଦ୍ଧ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିର ରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳବେହେରା ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକରବୀନ୍ଦ୍ର କୁମାର ରାଉତ,ବୌଦ୍ଧ ପି. ଡି. ଅଶ୍ୱିନୀ କୁମାର ମେହେର , ହରଭଙ୍ଗା ବି.ଡି.ଓ ଶ୍ମିତା ରଥ ଯୋଗ ଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ l

ଏହି ଶିବିରରେ ସମୁଦାୟ ୨୪ଗୋଟି ଆପତ୍ତି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବା ବେଳେ ୩ଗୋଟି ସାମୂହିକ ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଆସିଥିଲା l ଅଭିଯୋଗ ଗୁଡିକ ମଧ୍ୟରୁ 8ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିବା ବେଳେ୨ ଗୋଟି ଅଭିଯୋଗ ସମ୍ପର୍କ ରେ ଅନୁଧ୍ୟାନ କରାଯାଇଥିଲା l ଜାତୀୟ ହସ୍ତତନ୍ତ ସପ୍ତାହ ଉପଲକ୍ଷେ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନେ ହାତବୁଣl ପୋଷାକ (ସମ୍ବଲପୁରୀ ) ପରିଧାନ କରିଥିଲେ l

Related Post

ଅଗଷ୍ଟ ୮ ରେ ପ୍ରତିବାଦ ଦିବସ ପାଳନ କରିବ ସମ୍ବଲପୁର ଜିଲ୍ଲା ଓକିଲ ସଂଘ

Posted by - July 6, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚପ୍ରତିଷ୍ଠା ଦାବି ନେଇ ପୁଣି ଥରେ ଆନ୍ଦୋଳନ ପାଇଁ ସଜବାଜ ହେଲା ସମ୍ବଲପୁର ଜିଲ୍ଲା ଓକିଲ ସଂଘ । ପଶ୍ଚିମ ଓଡିଶା…

ପୁରୁଣାକଟକ ପତଞ୍ଜଳି ଯୋଗ ସମିତିର ଶୋକସଭା

Posted by - August 17, 2021 0
ହରଭଙ୍ଗା:(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଯୋଗକେନ୍ଦ୍ରରେ ଆଜି ସକାଳ ୬ ଘଟିକା ସମୟରେ ପ୍ରେମାନନ୍ଦ ପାଢ଼ୀ ଙ୍କ ଅମର ଆତ୍ମା ର ଶାନ୍ତି ପାଇଁ ଶୋକସଭା…

ସ୍ୱଚ୍ଛତା ପାଇଁ ବକୃତା ପ୍ରତିଯୋଗିତା

Posted by - March 10, 2022 0
ସୋନପୁର:( ଅଜିତ କୁମାର ପୂଝlରୀ)ନାରାୟଣ ପଂଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛ ଭାରତ – ସ୍ୱଚ୍ଛ ବିଦ୍ୟାଳୟ…

ବୌଦ୍ଧ ଜିଲ୍ଲାରେ ଶିଶୁ ଶ୍ରମିକ ମୁକ୍ତ ଓଡିଶା ଗଠନ ର ସଚେତନତା କାର୍ଯ୍ୟକ୍ରମ

Posted by - June 5, 2022 0
ବୌଦ୍ଧ :(ଚିତରଞ୍ଜନ ସିଂ)ବୌଦ୍ଧ ଜ଼ିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷ ରୁ ଆଜି ଶିଶୁ ଶ୍ରମିକ ଓଡିଶା ଗଠନ ପାଇଁ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇ ଯାଇଛି…

ଟ୍ରାକ୍ଟର ମାଳିକ ସଂଘ ତରଫରୁ ବିଭିନ୍ନ ଦାବୀ ନେଇ ଆନ୍ଦୋଳନ

Posted by - September 13, 2022 0
ସୋନପୁର :(ଅଜିତ କୁମାର ପୂଜାହାରୀ) ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଳିକ ସଂଘ ତରଫରୁ ବିଭିନ୍ନ ଦାବୀ ନେଇ ଆନ୍ଦୋଳନ l ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ…