ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

271 0

ବୌଦ୍ଧ :(ଚିତ୍ତ ରଂଜନ ସିଂ) ହରଭଙ୍ଗା ପଂଚାୟତ ସମିତି ସଭା ଗୃହ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ, ବୌଦ୍ଧ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିର ରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳବେହେରା ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକରବୀନ୍ଦ୍ର କୁମାର ରାଉତ,ବୌଦ୍ଧ ପି. ଡି. ଅଶ୍ୱିନୀ କୁମାର ମେହେର , ହରଭଙ୍ଗା ବି.ଡି.ଓ ଶ୍ମିତା ରଥ ଯୋଗ ଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ l

ଏହି ଶିବିରରେ ସମୁଦାୟ ୨୪ଗୋଟି ଆପତ୍ତି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବା ବେଳେ ୩ଗୋଟି ସାମୂହିକ ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଆସିଥିଲା l ଅଭିଯୋଗ ଗୁଡିକ ମଧ୍ୟରୁ 8ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିବା ବେଳେ୨ ଗୋଟି ଅଭିଯୋଗ ସମ୍ପର୍କ ରେ ଅନୁଧ୍ୟାନ କରାଯାଇଥିଲା l ଜାତୀୟ ହସ୍ତତନ୍ତ ସପ୍ତାହ ଉପଲକ୍ଷେ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନେ ହାତବୁଣl ପୋଷାକ (ସମ୍ବଲପୁରୀ ) ପରିଧାନ କରିଥିଲେ l

Related Post

ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ସତ୍ୟନାରାୟଣ ବେହେରାଙ୍କ ଶୋକ ସଭା ଅନୁଷ୍ଠିତ

Posted by - December 2, 2021 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଟିଟିଲାଗଡ଼ ସହର ସ୍ଥିତ ହୋଟେଲ ଜଳାରାମ ଲଜର ସମ୍ମିଳନୀ କକ୍ଷରେ ବଲାଙ୍ଗୀରର ବର୍ଷୀୟାନ ସାମ୍ବାଦିକ ସ୍ବର୍ଗତ ସତ୍ୟନାରାୟଣ ବେହେରାଙ୍କ ସ୍ମୃତି ସଭା ତଥା ଶ୍ରଦ୍ଧାଞ୍ଜଳି…

ପ୍ରଜାପିତା ବ୍ରହ୍ମକୁମାରି ଈଶ୍ୱରୀୟ ବିଦ୍ୟାଳୟ ପକ୍ଷରୁ ଆତ୍ମନିର୍ଭର କୃଷକ ଅଭିଯାନ କାର୍ଯ୍ୟକ୍ରମ

Posted by - May 25, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ସଂସ୍କୃତି ଭବନ ପରିସରରେ ପ୍ରଜାପିତା ବ୍ରହ୍ମକୁମାରି ଈଶ୍ୱରୀୟ ବିଦ୍ୟାଳୟ ପକ୍ଷରୁ ଆତ୍ମନିର୍ଭର କୃଷକ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି…

ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

Posted by - January 26, 2022 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ବେଲଗୁଣ୍ଠା ବ୍ଳକ୍ ଖଇରପୁଟି ହନୁମାନ ମନ୍ଦିର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜନୈକ ଶିକ୍ଷକଙ୍କ ମୃତ୍ୟୁ ଘଟିଛି I ସୂଚନା ପ୍ରକାରେ ଆସ୍କା ସୁନାମ…

କୃଷି ସହ ଜଡ଼ିତ ଓଡ଼ିଆଙ୍କ କୃଷି ଦିବସ.,ଧର୍ମଗଡ ବ୍ଲକ ରେ ଅକ୍ଷୟ ତୃତୀୟା

Posted by - April 24, 2023 0
ଧର୍ମଗଡ଼ :୨୩/୪ (ହେମନ୍ତ କୁମାର ମାଝୀ)ଧର୍ମଗଡ ବ୍ଲକ ଡ଼ୁମେରଗୁଡା ପଞ୍ଚାୟତ କେରମୁଣ୍ଡା ଗ୍ରାମ ଠାରେ ଅକ୍ଷୟ ତୃତୀୟା କୃଷି ଦିବସ ଅନୁଷ୍ଠିତ ହୋଇଯାଇଛି।ଧର୍ମଗଡ ବ୍ଲକ କୃଷକ ପରାମର୍ଶ…

ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ବନ୍ୟା ଆଶ୍ରୟ ସ୍ଥଳିଲେ ମକଡିଲ ଅନୁଷ୍ଠିତ

Posted by - June 20, 2022 0
ବୌଦ୍ଧ: (ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲାର ଚାରିଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ବହିରା, ଘଣ୍ଟାପଡା, କୁଳୁତାଜର ଏବଂ ଧର୍ମନଗର ରେ ସମ୍ଭାବୀୟ ବାତ୍ୟା ପରିସ୍ଥିତି…