Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ପ୍ରତାପପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ସ୍ଵାଧୀନତା ଦିବସ ପାଳିତ

47 0

ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ପ୍ରତାପପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ସମାରୋହର ସହ ୭୬ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି।

ବିଦ୍ୟାଳୟ ପରିଚାଳନା କମିଟି ସଭାପତି କୃତି ପ୍ରଧାନୀ ପତାକା ଉତ୍ତୋଳନ କରିଥିଲେ। ଆଜାଦି କା ଅମୃତ ମହୋତ୍ସବ ଓ ସ୍ଵାଧୀନତା ର ୭୫ ବର୍ଷ ପୁର୍ତ୍ତୀ ଅବସର ରେ ଭାରତ ସ୍ୱାଧୀନତା ନିମନ୍ତେ ସହିଦ ମହାପୁଋଷ ମାନଙ୍କ ସ୍ମୃତି ଚାରଣ ସହ ସେମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଉଦବୋଧନ ଦେଇଥିଲେ। କାର୍ଯ୍ୟକ୍ରମ ରେ ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ଙ୍କ ସମେତ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

Related Post

ବାରହା ପାଇଁ ପ୍ରସ୍ତୁତ କରୁଥିଲେ ବାଣ। ସେହି  ବାଣ ବିସ୍ଫୋରଣ ୧ମୃତ ୨ଗୁରୁତର

Posted by - October 19, 2019 0
ମୟୁରଭଞ୍ଜ:ବାରହା ଶିକାର ନିଶା ନେଲା ଜୀବନ। ବାରହା ଶିକାର ପାଇଁ ଲୁଚି ବାଣ ପ୍ରସ୍ତୁତ କରୁଥିବା ବେଳେ ଅଚାନକ ହୋଇଥିଲା ବିସ୍ଫୋରଣ ଆଉ ଘଟଣା ସ୍ଥଳରେ ଗୁରୁତର…

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବଳିପଦର ଠାରେ ଓମ୍ ମାଁ ଦୂର୍ଗା କମିଟି ପକ୍ଷ ରୁ ଦୂର୍ଗା ପୂଜା

Posted by - October 4, 2022 0
ବୁଗୁଡ଼ା:ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବଳିପଦର ଠାରେ ଓମ୍ ମାଁ ଦୂର୍ଗା କମିଟି ପକ୍ଷ ରୁ ଦୂର୍ଗା ପୂଜା ର ଆୟୋଜନ କରାଯାଇଛି।କମିଟିର ମୁଖ୍ୟ ଲକ୍ଷ୍ୟ ନିଜ ଅଞ୍ଚଳ…

ଯାଜପୁର ସଂସ୍କୃତି ଭବନ ପରିସରରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ଜୟନ୍ତୀ ଉତ୍ସବ ପାଳିତ

Posted by - February 2, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ସଂସ୍କୃତି ଭବନ ପରିସରରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଅଭିମନ୍ୟୁ ସାଂସ୍କୃତିକ ପରିଷଦ ଓ…

ହରଭଙ୍ଗାରେ ମା ସରସ୍ବତୀ ପୂଜା ଅନୁଷ୍ଠିତ

Posted by - February 5, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଆଜି ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ସମଗ୍ର ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ମା’ସରସ୍ବତୀ ଦେଵୀ ଙ୍କୁ ପୂଜା ଅର୍ଚନା କରାଯାଇଥିଲା। କୋଭିଡ…

ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇ ଯାଇଛି।

Posted by - April 18, 2022 0
ବଙ୍ଗୋମୁଣ୍ଡା : (ଅଭିମନ୍ୟୁ ବହିଦାର) ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ଅନ୍ତର୍ଗତ ଭାଲୁମୁଣ୍ଡା ପ୍ରସନ୍ନ ପାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଆଠ ଦିନିଆ ଆତ୍ମ…