Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଜାତୀୟ ଖେଳ ଦିବସ ଅବସରରେ ସୁବର୍ଣ୍ଣପୁରରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ମିନି ମାରାଥନ

30 0

ସୋନପୁର:(ଅଜିତ କୁମାର ପୂଜାହାରୀ)ଆସନ୍ତା ଅଗଷ୍ଟ 29ତାରିଖ ଜାତୀୟ ଖେଳ ଦିବସ ଅବସରରେ ସୁବର୍ଣ୍ଣପୁରରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ମିନି ମାରାଥନ । ଏଥିରେ ବିଭିନ୍ନ ଜିଲ୍ଲାରୁ ଖଳାଳୀ ମାନେ ସାମିଲ ହେବାକୁ ଥିବାବେଳେ ଉଭୟ ମହିଳା ଓ ପୁରୁଷଙ୍କ ମଧ୍ୟରେ ଏହି ମାରାଥନ ଦୌଡ ଅନୁଷ୍ଠିତ ହେବ । ଜିଲ୍ଲା କ୍ରୀଡା ସଂଘ ଏହାର ଆୟୋଜନ କରୁଥିବା ବେଳେ ଆଜି ସ୍ଥାନୀୟ ଗାନ୍ଧୀ ପଡିଆ ଠାରେ ଥିବା ଜିଲ୍ଲା କ୍ରୀଡା ସଂଘର କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ କାର୍ଯ୍ୟକର୍ତ୍ତା ମାନେ ସୂଚନା ଦେଇଛନ୍ତି ।

ଏହି ମାରାଥନ ଦୌଡ ସଦର ବ୍ଲକ ଝିଙ୍କି ଛକ ଠାରୁ ଆରମ୍ଭ ହୋଇ ଗାନ୍ଧୀ ପଡିଆ ଠାରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି । ଏହି ମାରାଥନ ଦୌଡରେ ବର୍ତ୍ତମାନ ପର୍ଯ୍ୟନ୍ତ 104 ଜଣ ପ୍ରତିଯୋଗୀ ନିଜର ନାମ ପଂଜୀକୃତ କରିଥିବା ବେଳେ ସଂଘ ପକ୍ଷରୁ 250ଜଣ ପ୍ରତିଯୋଗୀ ସାମିଲ ହେବେ ବୋଲି ଆଶା କରିଛନ୍ତି । ତେବେ ଏହି ମିନି ମାରାଥନ ଦୌଡରେ ସମସ୍ତେ ସାମିଲ ହୋଇ ଜାତୀୟ କ୍ରୀଡା ଦିବସକୁ ସଫଳ କରିବା ପାଇଁ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ମାନେ ଆହ୍ବାନ ଦେଇଛନ୍ତି ।

 

Related Post

ଗ୍ରୀନ ଏସୋସିଏସନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

Posted by - December 2, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ) ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଳକର ବହୁ ପ୍ରତିକ୍ଷିତ ପୁରୁଣାବସ୍ତି ତୃତୀୟ ଗ୍ରୀନ ଏସୋସିଏସନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ରାମାପଡା ପାଖ ଖେଲ ପଡିଆରେ…

ଦୁଇ ଜଣ ଓଡ଼ିଆ ଖେଳାଳିଙ୍କୁ ବୟସ ଜାଲିଆତି କରିବା ଅଭିଯୋଗରେ ୨ ବର୍ଷ ଲାଗି ବାସନ୍ଦ

Posted by - January 22, 2020 0
କଟକ:  ବୋର୍ଡ ଅଫ୍‌ କଣ୍ଟ୍ରୋଲ୍‌ ଫର୍‌ କ୍ରିକେଟ୍‌ ଇନ୍‌ ଇଣ୍ଡିଆ(ବିସିସିଆଇ) ଦୁଇ ଜଣ ଓଡ଼ିଆ ଖେଳାଳିଙ୍କୁ ବୟସ ଜାଲିଆତି କରିବା ଅଭିଯୋଗରେ ୨ ବର୍ଷ ଲାଗି ବାସନ୍ଦ…

ଭଲିବଲ୍ ଟୁର୍ଣ୍ଣାମେଣ୍ଟ ରେ କିଟ୍ ଚମ୍ପିଆନ୍

Posted by - December 28, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲ୍ଲା ବିରିପଟା ଠାରେ ମନ୍ମଥ ଚନ୍ଦ୍ର ଧଳ ସ୍ମାରକୀ ଆନ୍ତଃ କ୍ଲବ ଦିବା ରାତ୍ର ଭଲିବଲ୍ ଟୁନାମେଣ୍ଟ ଅନୁଷ୍ଠିତ ହୋଈଯାଈଛି | ସରକାରୀ…

ଭୈରବୀ କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ, ସର୍ଗିପାଲି ବିଜୟୀ

Posted by - February 9, 2022 0
ଖପ୍ରାଖୋଲ :(ତାପସ ରଞ୍ଜନ ବେହେରା )ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ଚତୁର୍ଦଶ ଭୈରବୀ କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦଘାଟିତ ହୋଇଯାଇଛି ।…

ଭଲିବଲ ଟୁର୍ଣାମେଣ୍ଟ ଉଦଘାଟିତ

Posted by - November 21, 2021 0
ମାଥିଲି:(ଅବଦୁଲ ଗନି) ମାଥିଲି ମିନି ଷ୍ଟାଡିଅମ ରେ ମାଥିଲି କ୍ରିକେଟ କ୍ଳବ ଦ୍ୱାରା ବିଗତ ଦୁଇ ବର୍ଷ ପରେ ଭଲି ବଲ ଟର୍ନାମେଣ୍ଟ ଆରମ୍ଭ ହୋଇଛି। ଏଥିରେ…