Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଟାଉନ ହଲ ଠାରେ ଅହିଂସା ରଥକୁ ସ୍ବାଗତ

22 0

ସୋନପୁର:(ଅଜିତ କୁମାର ପୂଜାହାରୀ)ଆଜି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଟାଉନ ହଲ ଠାରେ ଅହିଂସା ରଥକୁ ସ୍ବାଗତ କରାଯାଇଛି । ଆଜାଦୀ କୀ ଅମୃତ ମହୋତ୍ସବ ଅବସରରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ବଳିଦାନକୁ ଜନମାନସରେ ଉଜ୍ଜିବିତ କରିବା ସଙ୍ଗେ ସଙ୍ଗେ ଯୁବପିଢୀ ମାନଙ୍କ ମଧ୍ୟରେ ଦେଶପ୍ରିତୀ ଜାଗରଣ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ 2ଟି ଅହିଂସା ରଥ ଓଡିଶାର ପ୍ରତ୍ୟେକ ଜିଲ୍ଲାର ଐତିହାସିକ ସ୍ଥଳୀ ଓ ସ୍ବାଧୀନତା ସଂଗ୍ରାମ ସହିତ ସଂପୃକ୍ତ ସ୍ଥାନ ପରିକ୍ରମା କରୁଥିବା ବେଳେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପହଂଚିଛି ।

ଦୁଇ ଦିନ ଧରି ଏହି ରଥ ଜିଲ୍ଲାର ବିଭିନ୍ନ ବ୍ଲକ ପରିକ୍ରମା କରିବା କାର୍ଯ୍ୟକ୍ରମ ରହିଥିବା ବେଳେ ସ୍ଥାନୀୟ ଟାଉନ ହଲ ଠାରେ ଜିଲ୍ଲା ପ୍ରଶାସନ ତଥା ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ବାଗତ କରିଥିଲେ । ଏଥିରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା ଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ତଥା ବୁଦ୍ଧିଜିବୀ , ସମାଜସେବୀ ମାନେ ସାମିଲ ହୋଇଥିଲେ ।

 

Related Post

କଳାମାଟିଆ ପଂଚାୟତର ସଂଗରୋଧ କେନ୍ଦ୍ରରେ ଅନ୍ତେବାସୀଙ୍କୁ ମିଳୁଛି ନିମ୍ନମାନର ଖାଦ୍ୟ

Posted by - June 29, 2020 0
ବରୀ:ଯାଜପୁର ଜିଲ୍ଲା ବରୀ ବ୍ଲକ ଅର୍ନ୍ତଗତ କଳାମାଟିଆ ପଂଚାୟତରେ ୮ଟିରୁ ଉର୍ଦ୍ଧ ସଂଗରୋଧ କେନ୍ଦ୍ର ଖୋଲା ଯାଇଛି । ଏ ସବୁ କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ମିଳୁଥିବା…

ବରୀ ବ୍ଲକ ଅନ୍ତର୍ଗତ ଅମଠପୁର ପଞ୍ଚାୟତ ର କମ୍ପାଗଡ ରେ ହାଟ,ସରକାରୀ ନିୟମକୁ ଫୁ !!!

Posted by - July 21, 2020 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି )ସରକାର ଜନସାଧାରଣ ମାନଙ୍କ ହିତପାଇଁ କିଛି ନିୟମ ପ୍ରଣୟନ କରିଛନ୍ତି । ହେଲେ ଏ ନିୟମ କୁ ଲୋକେ କେତେ କାର୍ଯ୍ୟକାରୀ କରୁଛନ୍ତି…

ବରିଷ୍ଠ ଆଇନଜୀବୀ ଭବାନୀ ଶଙ୍କର ମିଶ୍ରଙ୍କର ପରଲୋକ

Posted by - June 28, 2022 0
କଟକ: ତା ୨୮.୦୬, ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଭବାନୀ ଶଙ୍କର ମିଶ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା।…

ମେ ମାସ ୮ ତାରିଖରେ ‌ବାତ୍ୟା ସମ୍ଭାବନା,୧୦ ତାରିଖ ସୁଦ୍ଧା ଉପକୁଲ ଛୁଇଁବା ଆଶଙ୍କା,ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର

Posted by - May 6, 2022 0
ଭୁବନେଶ୍ବର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ଭୁବନେଶ୍ଵର :-ଆଣ୍ଡାମାନ ସାଗରରେ ସ୍ରୁଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆସନ୍ତା ମେ ମାସ ୮ ତାରିଖ ସୁଦ୍ଧା ସମ୍ଭାବ୍ୟ…