Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଦେଦର୍ହ ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିଲା,ଆଈଙ୍କର ମୃତ୍ୟୁ ପରେ ନାବାଳକ ନାତିର ପ୍ରାଣହାନି

45 0

Related Post

ମର୍ଡର୍ ମିଷ୍ଟ୍ରି :ରାଜ୍ୟ ମହିଳା କମିଶନ ଙ୍କ ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲା ଗସ୍ତ।ବଲାଙ୍ଗିର SP ଙ୍କ ସହ ଆଲୋଚନା ପରେ ତୁରେକେଲା ବ୍ଲକ ଝରଣୀ ଗାଁ Mamita ଙ୍କ ଘରେ ପହଞ୍ଚି ପରିବାର ବର୍ଗ ଙ୍କୁ ଆଶ୍ୱାସନା

Posted by - October 23, 2021 0
ମର୍ଡର୍ ମିଷ୍ଟ୍ରି :ରାଜ୍ୟ ମହିଳା କମିଶନ ଙ୍କ ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲା ଗସ୍ତ।ବଲାଙ୍ଗିର SP ଙ୍କ ସହ ଆଲୋଚନା ପରେ ତୁରେକେଲା ବ୍ଲକ ଝରଣୀ ଗାଁ…

IAS ଭି.କେ. ପାଣ୍ଡିଆନଙ୍କୁ ମିଳିଲା FIH ପ୍ରେସିଡେଣ୍ଟ ଆୱାର୍ଡ

Posted by - May 22, 2021 0
IAS ଭି.କେ. ପାଣ୍ଡିଆନଙ୍କୁ ମିଳିଲା FIH ପ୍ରେସିଡେଣ୍ଟ ଆୱାର୍ଡ, ୪୭ ତମ FIH କଂଗ୍ରେସ ପକ୍ଷରୁ ପାଣ୍ଡିଆନଙ୍କୁ ମିଳିଲା ପୁରସ୍କାର, ଓଡ଼ିଶାରେ ହକି ପାଇଁ ଉଲ୍ଲେଖନୀୟ ଅବଦାନ…