ରାଜଧାନୀ ଉପକଣ୍ଠରେ ଥିବା କୂଆଖାଇ ନଦୀପଠାରେ ‘ସୂର୍ଯ୍ୟକିରଣ’ ଏୟାର ସୋ’ର ପୂର୍ଣ୍ଣ ଅଭ୍ୟାସ ଅନୁଷ୍ଠିତ ହୋଇଛି। ବାୟୁସେନାର ୨ଟି ବିମାନ ଗତକାଲି କୂଆଖାଇ ନଦୀପଠାରେ ପରିଦର୍ଶନ କରିଥିଲା ବେଳେ ଗୁରୁବାର ପୂର୍ଣ୍ଣ ଅଭ୍ୟାସ କରିଛି

26 0

Related Post