Breaking News
11:54 pmପୋଲିସ ଅତ୍ୟାଚାରରେ ଆତ୍ମହତ୍ୟା ଘଟଣା ପଡିଲା ମହଙ୍ଗା। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ। ବଦଳିଲେ ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧିକାରିଣୀ ରୀନାରାଣୀ ସାହୁ। ସୂଚନା ଦେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲ 12:19 pmଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ କିରାଣୀ ଦେବାଶିଷ ପଣ୍ଡା 7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ

ଅଭାବନୀୟ ଘଟଣା , ଗଣ୍ଡଗୋଳ ହୋଇ ଜଣେ ଅନ୍ୟ ଜଣଙ୍କ କାନ କାମୁଡି ଛିଣ୍ଡେଇଲା

184 0

ସୋନପୁର : (ଅଜିତ କୁମାର ପୂଜାହାରୀ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଯାଲୋଏ ପଞ୍ଚାୟତ ର କଲାପଥର ଗାଁ ରେ ଘଟିଛି ଏକ ଅଭାବନୀୟ ଘଟଣା l ଗତ କାଲି ରାତି ରେ ଗାଁ ଦାଣ୍ଡ ରେ ଲାଇଟ୍ ଲିଭାକୁ ନେଇ ଦୁଇ ଯୁବକ ଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ଜଣେ ଅନ୍ୟ ଜଣଙ୍କ କାନ କାମୁଡି ଛିଣ୍ଡେଇଲା l କଲାପଥର ଗାଁର ଜିବର୍ଦ୍ଧନ ଗରିଆ ଙ୍କ କାନ ଛିଣ୍ଡି ଥିବା ବେଳେ ସେହି ଗାଁ ର ଦାଶରଥି କର୍ଣ୍ଣ କାମୁଡି ଥିବା ସୂଚନା ମିଳିଛି। ଜିବର୍ଦ୍ଧନ ଙ୍କୁ ଗାଁ ଲୋକେ ସଙ୍ଗେ ସଙ୍ଗେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ଆଣି ଭର୍ତି କରିଥିବା ବେଳେ ବର୍ତ୍ତମାନ ଚିକିତ୍ସା ଜାରୀ ରହିଛି।

 

Related Post

ଜିଲ୍ଲାସ୍ତରୀୟ କାୟାକଳ୍ପ ପୁରସ୍କାର ପ୍ରଦାନ ଉତ୍ସବ

Posted by - October 15, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ପାଇଁ କାୟାକଳ୍ପ ପୁରସ୍କାର ପାଇଥିବା ବିଭିନ୍ନ ସ୍ଵାସ୍ଥ୍ୟ ଅନୁଷ୍ଠାନକୁ ଗତକାଲି ତା.୧୪.୧୦.୨୦୨୨ରିଖ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ…

ଖପ୍ରାଖୋଲରେ ୨୪ ପ୍ରହରି ନାମ ଯଜ୍ଞ ଦ୍ଵିତିୟ ଦିନରେ ଜମୁଛି ଭକ୍ତଙ୍କ ଭିଡ

Posted by - February 21, 2023 0
ଖପ୍ରାଖୋଲ ୨୧/୦୨ ( ତାପସ ରଞ୍ଜନ ବେହେରା) ସ୍ଥାନୀୟ ପ୍ରହରୀ ମଣ୍ଡପ ରେ ୨୪ ପ୍ରହରୀ ନାମ ଯଜ୍ଞ ଅନୁଷ୍ଟିତ ହେଉଅଛି । ମଙ୍ଗଳବାର ଦ୍ଵିତୀୟ ଦିନ…

ଆସନ୍ତାକାଲି ପବିତ୍ର ମକର ସଂକ୍ରାନ୍ତି

Posted by - January 14, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଆସନ୍ତାକାଲି ପବିତ୍ର ମକର ସଂକ୍ରାନ୍ତି । ଏଥିପାଇଁ ଯାଜପୁର ଜିଲା ବିଂଝାରପୁରର ବାବା ବରୁଣେଶ୍ୱରଙ୍କ ପୀଠ ହୋଇ ଉଠିଛି ଚଳଚଂଚଳ । ପବିତ୍ର ମକର…

ଯାଜପୁର ର ଅଗ୍ରଣୀ ସଂଗଠନ ଯୁବଶକ୍ତି କ୍ଲବ ପକ୍ଷରୁ ବିଭିନ୍ନ ବସ୍ତି ରେ ରନ୍ଧା ଖାଦ୍ୟ ବଣ୍ଟନ

Posted by - April 17, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)କୋରୋନା ପାଇଁ ଏବେ ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ଗରିବ ଓ ଖଟିଖିଆ ମାନେ ନାହିଁ ନଥିବା ଅସୁବିଧା ର ସମ୍ମୁଖିନ ହେଉଛନ୍ତି। ସେଥିପାଇଁ…

କଡାକଡି ହେଲା ସୁବର୍ଣ୍ଣପୁର ଜିଲ୍ଲା ବିଦ୍ୟୁତ ବିଭାଗ ଆଇନ

Posted by - December 16, 2021 0
ସୋନପୁର:( ଅଜିତ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଲା ବିଦ୍ୟୁତ ବିଭାଗ ପକ୍ଷରୁ ବିଦ୍ୟୁତ ଆଇନକୁ କଡାକଡି ଲାଗୁ କରାଯାଇଛି ।ବିଦ୍ୟୁତ ଚୋରୀ ତଥା ବୈଦ୍ୟୁତିକ ଦୁର୍ଘଟଣାକୁ ରୋକିବା ପାଇଁ…