ପଂଚାୟତ ର ବିକାଶ ପାଇଁ ସମସ୍ତ ଙ୍କ ଉଦ୍ୟମ ଆବଶ୍ୟକ:- ପ୍ରଣବ ପ୍ରକାଶ ଦାସ

65 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ପଂଚାୟତ ର ବିକାଶ ପାଇଁ ସମସ୍ତ ଙ୍କ ଉଦ୍ୟମ ଆବଶ୍ୟକ। ସରପଂଚ ଓ ସମିଟିସଭ୍ୟ ମିଳିମିଶି କାମ କରିବା ଆବଶ୍ୟକ। ନିଜ ଅଞ୍ଚଳ ର ବିକାଶ କରିବା ପାଇଁ ସମସ୍ତେ ଉଦ୍ୟମ କରନ୍ତୁ।

ନିଜ ନିଜ ପଂଚାୟତ ର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ କହିଛନ୍ତି। ଆଜି ଡି ଆର ଡି ଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଯାଜପୁର ପଞ୍ଚାୟତ ସମିତି ବୈଠକରେ ବିଧାୟକ ଏହି ସୂଚନା ଦେଇଛନ୍ତି।

ବ୍ଲକ ଅଧ୍ୟକ୍ଷା ସ୍ଵର୍ଣଲତା ପରିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯାଜପୁର ବିଡ଼ିଓ ସୌରଭ ଚକ୍ରବର୍ତ୍ତୀ ଯୋଗ ଦେଇ ବିଭିନ୍ନ ମୌଳିକ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ବୈଠକରେ ବ୍ଲକର ସମସ୍ତ ସମିତି ସଭ୍ୟ ଓ ସରପଞ୍ଚ ଯୋଗ ଦେଇ ନିଜ ନିଜ ଅଞ୍ଚଳର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।

Related Post

ବିରମହାରାଜପୁର ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା

Posted by - October 25, 2021 0
ସୋନପୁର:( ଅଜିତ୍ କୁମାର୍ ପୁଝାରି)କଳାହାଣ୍ଡି ମାହାଲିଙ୍ଗ କଲେଜ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ସାରା ରାଜ୍ୟରେ ଦିନ କୁ ଦିନ ବଢୁଛି ଜନ ଅସନ୍ତୋଷ…

ସମ୍ବଲପୁରୀ ଭାଷା ସାହିତ୍ୟ ଜନକ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସକୁ ସମ୍ବଲପୁରୀ ଦିବସ ରୂପେ ପାଳନ

Posted by - August 1, 2022 0
ସୋନପୁର:(ଅଜିତ କୁମାର ପୂଜାହାରି)ଅଗଷ୍ଟ ୧ ସମ୍ବଲପୁରୀ ଦିନ। ସମ୍ବଲପୁରୀ ଭାଷା ସାହିତ୍ୟ ଜନକ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସକୁ ପ୍ରତ୍ୟେକ ବର୍ଷ ପଶ୍ଚିମ ଓଡିଶା…

ଦଶମ ଶ୍ରେଣୀ ଇତିହାସ ବହିରେ ଗୁରୁତ୍ୱପୂର୍ଣ୍ଣ ତ୍ରୁଟି ପରିଲକ୍ଷିତ

Posted by - August 17, 2020 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି)ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୦୧୩ ମସିହାରୁ ପ୍ରକାଶ ପାଇଥିବା ଦଶମ ଶ୍ରେଣୀ ଇତିହାସ ବହିର ୩୦,୩୧ ପୃଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ତ୍ରୁଟି ପରିଲକ୍ଷିତ ହୋଇଛି,…

୨୨ ତାରିଖରେ ଜନତା କର୍ଫ୍ୟୁ, ସକାଳ ୭ରୁ ରାତି ୯ ଘରେ ହିଁ ରୁହନ୍ତୁ:-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Posted by - March 19, 2020 38
ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍‌ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା ୪କୁ…