Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଆରମ୍ଭ ହେଲା ଷୋଡଶ ଉପଚାର ପୂଜା

48 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଧରାପୃଷ୍ଠକୁ ଅବତରଣ କରିବେ ମା । ଏଥିପାଇଁ ପ୍ରତ୍ୟେକ ଶକ୍ତିପୀଠ ରେ ଦେଖାଦେଲାଣି ଚଳଚଂଚଳ ପରିବେଶ । ମାଙ୍କ ଆଗମନି ପାଇଁ ଚାଲିଛି ପ୍ରସ୍ତୁତି । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା ।

ଏହି ପୂଜା ଆଗାମୀ ୧୬ ଦିନ ଧରି ଲାଗି ରହିବ । ଆଶ୍ୱିନ ମାସ କୃଷ୍ଣାଷ୍ଟମୀ ଦ୍ୱିତୀବାହାନ ଓଷା ଠାରୁ ମାଙ୍କ ଷୋଡଶ ଦିବସୀୟ ପୂଜା ହେବାର ପରମ୍ପରା ରହିଛି । ସଂଧ୍ୟାରେ ବ୍ରହ୍ମାକୁଣ୍ଡରୁ ଜଳ ଅଣାଯାଇ ନବରତ୍ନ ବେଦୀରେ ଘଟ ସ୍ଥାପନ କରାଯାଇଥିଲା ।

ଏହା ପରେ ବୈତରଣୀ ନଦୀର ଦଶାଶ୍ୱମେଧ ଘାଟରୁ ଜଳ ଅଣାଯାଇ ମାଙ୍କୁ ସ୍ନାନ କରାଯାଇ ନୂତନ ବସ୍ତ୍ର ପରିଧାନ କରାଯାଇଥିଲା ।ସେପଟେ ଶୁଭ ସୁନିଆଁ ଠାରୁ ଆରମ୍ଭ ହୋଇଥିବା ମାଙ୍କ ରଥ କାମ ଆଗେଇ ଚାଲିଛି ।

ମାଙ୍କ ପୀଠରେ ଶାରଦୀୟ ଦୂର୍ଗୋତ୍ସବରେ ରଥଯାତ୍ରା ପରମ୍ପରା ଅନ୍ୟ କୌଣସି ଶକ୍ତି ପୀଠରେ ଦେଖିବାକୁ ମିଳିନଥାଏ । ଏହି ଷୋଡଶ ଦିବସୀୟ ପୂଜାକୁ ଶାନ୍ତିଶୃୃଙ୍ଖଳାରେ ଶେଷ କରିବାକୁ ମନ୍ଦୀର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଗତ ଦୁଇ ବର୍ଷ ପରେ ମାଙ୍କ ପୁଜାରେ ଭକ୍ତ ମାନେ ସାମିଲ ହୋଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ଶ୍ରଦ୍ଧାଳୁ ।

Related Post

ବିରଜା ମନ୍ଦୀର ଖୋଲିବା ନେଇ ଜିଲାପାଳଙ୍କ ଉଦ୍ଧେଶ୍ୟରେ ଏକ ଦାବୀ ପତ୍ର

Posted by - December 16, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ରାଜ୍ୟରେ କୋରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ପୁରୀ ଶ୍ରୀମନ୍ଦୀର ଏବଂ ଭୁବନେଶ୍ୱର ଲିଂଗରାଜ ମନ୍ଦୀର ଖୋଲିବା ପାଇଁ ନିଷ୍ପତି ନେଇଛନ୍ତି ରାଜ୍ୟ…

ସୋନପୁର ରେ ରାଜ୍ୟ କଂଗ୍ରେସ ଓଡ଼ିଶା ବନ୍ଦ ପାଳନ

Posted by - November 12, 2021 0
ସୋନପୁର:(ଅଜିତ କୁମାର ପୁଝାରୀ)ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ରାଜ୍ୟ କଂଗ୍ରେସ ଓଡ଼ିଶା ବନ୍ଦ ପାଳନ କରିଛି…

ବାରବାଟି ବିଧାୟକ ମହମ୍ମଦ ମୋକିମ ଙ୍କୁ ଜୋରିମାନା

Posted by - June 20, 2022 0
କଟକ:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ବାରବାଟି ବିଧାୟକ ମହମ୍ମଦ ମୋକିମ ଙ୍କୁ ପାଞ୍ଚ ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଲେ ହାଇକୋର୍ଟ l ଭୁବନେଶ୍ଵର :-…

ଦୁର୍ଗା ପୂଜା ପାଇଁ ମାଟି ଅନୁକୁଳ

Posted by - September 24, 2021 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଚଳିତ ବର୍ଷ ଦୁର୍ଗା ପୂଜା ପାଇଁ ହରଭଙ୍ଗା ବଜାର ‘ୟୁଥ କ୍ଳବ’ ଆନୁକୁଲ୍ୟ ରେ ଦୁର୍ଗାପୁଜା କରୋନା କଟକଣା କୁ ଦୃଷ୍ଟି ରେ ରଖି…

ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପୁର୍ବତନ ସୈନିକ

Posted by - December 11, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ସମ୍ବଲପୁର କଚେରୀ ଛକ ଠାରେ ଥିବା ସହୀଦ ସ୍ତମ୍ଭ ଠାରେ ପଶ୍ଚିମ ଓଡିଶା ex service man ଆସୋସିଏସନ ପକ୍ଷରୁ ବୀର ଯବାନଙ୍କ ଶୃତିରେ ବିଶେଷ…