Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ମାଝିସାହି ଗ୍ରାମବାସୀ ଙ୍କ ଦ୍ଵାରା ପଡ଼ି ରହି ଥିବା ଗୋରୁ ଉଦ୍ଧାର

58 0

ବୌଦ୍ଧ: (ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ବଘିଆପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଝିସହି କେନାଲ ରାସ୍ତାରେ ରାତିରେ ଗୋରୁ ବେପାରୀ ମାନଙ୍କ ଦ୍ଵାରା ଗୋ ଚାଲାଣ ସମୟରେ କେନାଲ୍ ରାସ୍ତାରେ ପାଇପ୍ ପାଇଁ ରାସ୍ତାରେ ଖୋଲା ଯାଇଥିବା ୨୦ଫୁଟ ଗାତ ଭିତରେ ଗୋଟେ ଗାଈ ପଡ଼ି ଯାଇଥିଲା ଓ ବେପାରୀ ଅଣଦେଖା କରି ଚାଲିଯାଇଥିଲେ।

ପ୍ରାୟ ୪ ଘଣ୍ଟା ଧରି ଗାତ ଭିତରେ ଡହକ ବିକଲ ଅବସ୍ଥାରେ ପଡ଼ିରହି ଥିବା ବେଳେ ମାଝିସାହି ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ ଙ୍କ ନେତୃତ୍ବରେ ଗ୍ରାମର ମୃତ୍ୟୁଞ୍ଜୟ ଦେହୁରୀ,ପଞ୍ଚାନନ ଦେହୁରୀ,ନରେଶ ଶାଣ୍ଢ,ଚନ୍ଦନ ବେହେରା,ସନ୍ତୋଷ ଦେହୁରୀ, ଜଗାସନ ବେହେରା,ବିମଳ ନାୟକ,ପ୍ରଭାତ ଦେହୁରୀ,ନୟନ ପାତ୍ର,ରଞ୍ଜନ ବାଘ, ଘନଶ୍ୟାମ ଦେହୁରୀ,ଅକ୍ଷୟ ପୋଢ଼ ଓ ଚିତ୍ତରଞ୍ଜନ ବେହେରା ଙ୍କ ଦ୍ଵାରା ଉଦ୍ଧାର କାର୍ଯ୍ୟ ହୋଇଥିଲା l

Related Post

ଅନେକ ବଦାନ୍ୟ ବ୍ୟକ୍ତି ଓ ସ୍ୱେଚ୍ଛାସେବୀଙ୍କ ମୁଖ୍ୟମନ୍ତ୍ରୀ ରିଲିପଂ ପଂଣ୍ଡ ଏବଂ ପ୍ରଧାନମନ୍ତ୍ରୀ କେୟାର ପଂଣ୍ଡକୁ ଦାନ

Posted by - April 3, 2020 0
ଯାଜପୁର;(ଆନନ୍ଦ ଚନ୍ଦ୍ର ସାହୁ) କୋରୋନା ମୁକାବିଲା ପାଇଁ ଯାଜପୁର ଜିଲାରେ ଅନେକ ବଦାନ୍ୟ ବ୍ୟକ୍ତି ଓ ସ୍ୱେଚ୍ଛାସେବୀ ମୁଖ୍ୟମନ୍ତ୍ରୀ ରିଲିପଂ ପଂଣ୍ଡ ଏବଂ ପ୍ରଧାନମନ୍ତ୍ରୀ କେୟାର ପଂଣ୍ଡକୁ…

ସ୍ୱେଚ୍ଛାସେବୀ ସଂଗଠନ ସୂର୍ଯ୍ୟାଲୋକ ସମାଜ ସେବା ତରଫରୁ କମ୍ବଳ ,ବସ୍ତ୍ର ଓ ମିଷ୍ଟାନ୍ନ ବଣ୍ଟନ

Posted by - December 22, 2019 0
ଯାଜପୁର: ତା୨୨/୧୨/୧୮ ରିଖ ରବିବାର ଯାଜପୁର ଜିଲ୍ଲାରେ ଥିବା ଏକ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ସୂର୍ଯ୍ୟାଲୋକ ସମାଜ ସେବା ତରଫରୁ ଯାଜପୁର ତ୍ରିଲୋଚନଶ୍ୱର ମନ୍ଦିର ନିକଟରେ ଥିବା…

କୋଟସମଲାଇ ପାତାଳୀ ଶ୍ରୀକ୍ଷେତ୍ର ପାହାଡ଼ ଉପରେ ଥିବା ଜଗନ୍ନାଥ ମନ୍ଦିର ରୁ ଚୋରି

Posted by - September 15, 2021 0
ସୋନପୁର:( ଅଜିତ୍ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଲା କୋଟସମଲାଇ ପାତାଳୀ ଶ୍ରୀକ୍ଷେତ୍ର ପାହାଡ଼ ଉପରେ ଥିବା ଜଗନ୍ନାଥ ମନ୍ଦିର ରୁ ଚୋରି l ପୁରା ହୁଣ୍ଡି କୁ ଉଠାଇ…

୫ଟି ହାଇସ୍କୁଲ ରୂପାନ୍ତରଣ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଆଭାସୀ ମାଧ୍ୟମରେ ଲୋକାର୍ପଣ

Posted by - June 2, 2022 0
ବୌଦ୍ଧ :(ଚିତ୍ତରଞ୍ଜନ ସିଂ) ବୌଦ୍ଧ ଜିଲ୍ଲାର ୨୪ ଟି ୫ଟି ହାଇସ୍କୁଲର ରୂପାନ୍ତରିତ କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଆଭାସୀ ମାଧ୍ୟମରେ ଲୋକାର୍ପଣ ହୋଇ…

୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

Posted by - January 19, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷ…