Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଇଣ୍ଡେନ ଗ୍ରାମୀଣ ବିତରକ ଗୋଦାମରେ ଚଢ଼ଉ

19 0

ସୋନପୁର : (ଅଜିତ କୁମାର ପୂଜାହାରୀ) ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଙ୍କ ନିର୍ଦେଶରେ ତଥା ଉପଜିଲ୍ଲାପାଳ ସୋନପୁର ଙ୍କ ତତ୍ୱାବଧାନ ରେ ଆଜି ସନ୍ଧ୍ୟା ସମୟରେ ସୁବର୍ଣ୍ଣପୁର ଜିଲ୍ଳା ଯୋଗାଣ ବିଭାଗ ଦ୍ୱାରା ତତ୍ୱାବଧାରକ ମନୋଜ କୁମାର ସାହୁ ଙ୍କ ଖମ୍ବେଶ୍ବରୀପାଲି ଇଣ୍ଡେନ ଗ୍ରାମୀଣ ବିତରକ ଗୋଦାମରେ ଅଚାନକ ଚଢ଼ାଉ କରାଯାଇଛି l ଚଢ଼ାଉରେ ସମ୍ପୃକ୍ତ ବ୍ୟବସାୟ ର ଆନୁସଙ୍ଗିକ ଯାଞ୍ଚ ପରେ ଗୋଦାମ ରୁ ୧୯ କେଜି ଓଜନ ବିଶିଷ୍ଟ ଫୁଲ ସିଲଡ଼୧୧୬ ଗୋଟି ଓ ବ୍ୟବହୃତ ବ୍ୟବସାୟିକ ଖାଲି ୨୭୦ ଗୋଟି ସିଲିଣ୍ଡର କୁ ଅନିୟମିତତା ଏବଂ ଅପବ୍ୟବହାର ହେତୁ ଜବତ କରାଯାଇଛି l

ବେସାମାରିକ ଯୋଗାଣ ଅଧିକାରୀ ଶ୍ରୀ ତ୍ରିନାଥ ଭୋଇ ଓ ଶ୍ରୀମତୀ ପ୍ରଣତି ପୃଷ୍ଟି ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ଏହି ଚଢ଼ାଉ ରେ ବିଭାଗୀୟ ଖାଦ୍ୟ ନିରୀକ୍ଷକ ଦେବାଶିଷ ତ୍ରିପାଠୀ ଓ ଚନ୍ଦ୍ରଧ୍ଵଜ ଭୋଇ ତଥା ସହକାରୀ ନିରୀକ୍ଷକ ସୁବ୍ରତ ପାଣି ପ୍ରମୁଖ ସାମିଲ ରହିଥିଲେ l ଆଗକୁ ଏହି ଧରଣର ଚଢ଼ାଉ ଓ ଯାଞ୍ଚ ପ୍ରକ୍ରିୟା ନିୟମିତ ଚାଲୁ ରହିବ ବୋଲି ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l

 

Related Post

ଆସିକା ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ଙ୍କ ନାମାଙ୍କନପତ୍ର ଦାଖଲ

Posted by - March 25, 2019 39
ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରମିଳାବିଷୋଇ। ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପଣିଗ୍ରାହୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ସକାଳେ ପ୍ରମିଳା…

କ୍ଷେତରାଜପୁର ସ୍ଥିତ ପୂଜା ଇଣ୍ଡଷ୍ଟ୍ରିରେ ଜିଏଟି ଚଢାଉ

Posted by - May 20, 2022 0
ସମ୍ବଲପୁର :(ରାମାକାନ୍ତ ବିଶ୍ଵାଳ)ସମ୍ବଲପୁର ସହର କ୍ଷେତରାଜପୁର ଠାରେ ଥିବା କୁଳର ଏବଂ ଆଲମିରା କାରଖାନା “ପୂଜା ଇଣ୍ଡଷ୍ଟ୍ରି”ରେ ଆଜି ରାଜ୍ୟ ସରକାରଙ୍କ ସିଟି ଜିଏସଟିର ପ୍ରବର୍ତ୍ତନ ବିଭାଗ…

ବାପା,ମାଁ ଛେଉଣ୍ଡ ଥିବା ୫ଜଣ ଶିଶୁଙ୍କ ଦାୟିତ୍ବ ନେଲା ଶିଶୁ ମଙ୍ଗଳ ସମିତି

Posted by - July 4, 2021 0
ବୌଦ୍ଧ:(ଚିତ୍ତରଂଜନ ସିଂ) ବୌଦ୍ଧଜିଲ୍ଲା ହରଭଙ୍ଗାବ୍ଲକ ଲୁଣିବାହାଲ ପଂଚାୟତ ଠୁକାସାହିରେ ରହୁଥିବା ଅଚ୍ୟୁତ ବେହେରାଙ୍କ ୩ଝିଅ, ୨ପୁଅ ଙ୍କ ପାଖରେ ପହଂଚିଲା ବୌଦ୍ଧଜିଲ୍ଲା ଶିଶୁମଙ୍ଗଳ ସମିତି । ସୁଚନାଥାଉକି…

ସ୍ଵାଧୀନତା ସଂଗ୍ରାମୀ ଓ ସମାଜ ସେବୀ ଙ୍କ ପରଲୋକ

Posted by - May 17, 2021 0
ବରୀ:(ସ୍ନେହଂଶୁ ଶେଖର ମହାନ୍ତି)ବରୀ ବ୍ଲକ ଅନ୍ତର୍ଗତ ଆରଙ୍ଗକ୍ଷବାଦ ପଞ୍ଚାୟତ ର ସ୍ଵାଧୀନତା ସଂଗ୍ରାମୀ ଅନନ୍ତ ଚରଣ ଧଳ କର ଆଜି ଅପରାହ୍ନରେ ମୃତୁ ଘଟିଛି । ସେ…