Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଜିଲା ସାମ୍ବାଦିକ ସଂଘ ଯାଜପୁର ପକ୍ଷରୁ ଆଲୋଚନାଚକ୍ର ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

101 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଦଶରଥପୁର ବ୍ଳକ ନନ୍ଦିପୁରସ୍ଥିତ କଲ୍ୟାଣ ମଣ୍ଡପରେ ଜିଲା ସାମ୍ବାଦିକ ସଂଘ ଯାଜପୁର ପକ୍ଷରୁ ଆଲୋଚନାଚକ୍ର ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦଶରଥପୁର ବ୍ଳକ ଉପାଧ୍ୟକ୍ଷ ଝିଲି ମଲିକ,ରାଜସ୍ବ ମନ୍ତ୍ରୀଙ୍କ ପ୍ରତିନିଧି ପ୍ରଦୀପ ମହାନ୍ତିରାଜ୍ୟ ସାମ୍ବାଦିକ ସଂଘର ସଭାପତି କୈଳାସ ଚନ୍ଦ୍ର ନାୟକ ଯୋଗ ଦେଇ ସକରାତ୍ମକ ସମ୍ବାଦ ପରିବେଷଣ ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ଜିଲ୍ଲା ସଭାପତି ସୁବାସ ଧଳଙ୍କ ଅଧ୍ୟକ୍ଷତାରେ ଗଣମାଧ୍ୟମରେ ମୂଲ୍ୟବୋଧର ସଂକଟ ଶିର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ସାମ୍ବାଦିକ ମାନେ ଅଂଶଗ୍ରହଣ କରିଥିଲେ। ପରିଶେଷରେ ଦଶରଥପୁର ପ୍ରେସକ୍ଳବ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବରିଷ୍ଠ ସାମ୍ବାଦିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Related Post

ଭିଜିଲାନ୍ସ ହାତରେ ଧରାପଡିଲେ ପରମାଣପୁର ଆରଆଇ

Posted by - November 19, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ଭିଜିଲାନ୍ସ ହାତରେ ଧରାପଡିଲେ ପରମାଣପୁର ଆରଆଇ । ସମ୍ବଲପୁର ମାନେଶ୍ୱର ତହସିଲ ଅନ୍ତର୍ଗତ ପରମାଣପୁର ଆରଆଇ ଭିଖାରୀ ଚରଣ କୁସୁମ ୧୫ ହଜାର ଟଂକା ଲାଂଚ…

କଳାହାଣ୍ଡି ର ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ଗସ୍ତରେ DRDA ପ୍ରକଳ୍ପ ନିର୍ଦେଶକ

Posted by - May 6, 2022 0
ଭବାନୀପାଟଣା:(କଳାହାଣ୍ଡି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଥୁଆମୂଳ ରାମପୁର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକ ବୁଲି ଦେଖିଥିଲେ।ପ୍ରକଳ୍ପ ନିର୍ଦେଶକ ସୋମେଶ…

୭୩ତମ ବନ ମହୋତ୍ସବ ପାଳିତ

Posted by - July 2, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) ବୌଦ୍ଧ ବନଖଣ୍ଡ ଅଧିନସ୍ତ ହରଭଙ୍ଗା ବନ ବିଭାଗର ଡିଆଁଘାଟ ଠାରେ ୭୩ତମ ବନ ମହୋତ୍ସବ ପାଳନ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ…

ଘରେ ଘରେ ଶଙ୍ଖ, ମତାମତ ଦିଅନ୍ତି ଆପଣ- ପାଳନ କରନ୍ତି :-ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ପହଂଚିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀରୁ ଆସିଥିବା ମତାମତ ବାକ୍ସ

Posted by - March 26, 2019 0
ଭୁବନେଶ୍ୱର:୨୬/୦୩ ଚଳିତ ମାସ ୫ ତାରିଖ ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ଏହି ଅଭିନବ…