ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

77 0

ଯାଜପୁର:ଯାଜପୁର ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଶାନ୍ତି ମଣ୍ଡପ ପରିସରରେ ସେବା ସପ୍ତାହ ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ଏଥିରେ ରାଜ୍ୟ ଯୁବ ମୋର୍ଚ୍ଚା ସଂଯୋଜକ ସଂଗ୍ରାମ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ  

ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ହୃଷିକେଶ ମେକାପଙ୍କ ସମେତ ବହୁ ଯୁବ ନେତା ସାମିଲ ହୋଇ ରକ୍ତଦାନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ସେବା ସପ୍ତାହ ପାଳନ କରାଯାଉଛି 

Related Post

ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ ପକ୍ଷରୁ ମାୟୋପିଆ ସଚେତନତା ପାଇଁ ‘ମାଇଁସାଇକ୍ଲୋଥନ’

Posted by - November 20, 2019 0
ଭୁବନେଶ୍ୱର, ୧୫ ନଭେମ୍ବର ୨୦୧୯: ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍‌ (ଏଲ୍‌ଭିପିଇଆଇ), ଭୁବନେଶ୍ୱର ପକ୍ଷରୁ ଶିଶୁ ଏବଂ କିଶୋରମାନଙ୍କଠାରେ ଦେଖାଦେଉଥିବା ‘ମାୟୋପିଆ’ ବା ନିକଟ ଦୃଷ୍ଟିଦୋଷ…

ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଓ 5ଟି ସଚିବ ଭି.କେ. ପାଣ୍ଡେୟାନ୍ ଙ୍କ ଟାଟା ମେଡିକା ହସପିଟାଲ ଗସ୍ତ

Posted by - April 8, 2020 258
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର କଳିଙ୍ଗନଗର ଟାଟା ମେଟିକା ହସପିଟାଲକୁ କୋଭିଡ୍ ହସପିଟାଲ କରାଯିବ । ସେଥିପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଏହାକୁ ଅନୁଧ୍ୟାନ କରିବାକୁ ଆଜି…

ବିଂଝାରପୁର ମେଡିକାଲ CHC କଲୋନୀ ଅଞ୍ଚଳ କଣ୍ଟେନ୍ଟମେଣ୍ଟ ଜୋନ ଘୋଷଣା

Posted by - July 19, 2020 224
ବିଂଝାରପୁର:(ଗୁଲସାହାନୱାଜ ଅଲି ଖାଁ)ରାଜ୍ୟରେ କୋରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରାଜ୍ୟ ସରକାର ଗତକାଲି ରାତିରୁ ଯାଜପୁର ଜିଲ୍ଲା ଲକଡାଉନ…

ଏଲ କେ ବି କେ ତରଫରୁ ଏନ-୯୫ ମାସ୍କ ବଣ୍ଟନ ଏବଂ ବାଲ୍ୟବିବାହ ସଚେତନ କାର୍ଯ୍ୟକ୍ରମ

Posted by - September 22, 2021 0
ବୌଦ୍ଧ:( ଚିତରଂଜନ ସିଂ )ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏଲ କେ ବି କେ ତରଫରୁ ସରସରା ସ୍ଥିତ ବାବା ବୈଦ୍ୟନାଥ ଉଚ୍ଚ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ N…

ଟିଟିଲାଗଡ ଲାୟନ୍ସକ୍ଲବ ତରଫରୁ ଅକ୍ସିଜେନ କନସର୍ନଟ୍ରେଟର ବ୍ୟାଙ୍କ ଲୋକାର୍ପିତ

Posted by - October 26, 2021 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)କୋଭିଡ ସଂକ୍ରମଣ ସମୟରେ ଅକ୍ସିଯେନର ଘୋର ଅଭାବ ଦେଖାଦେଇଥିଲା, ସରକାର ସମେତ ବହୁତ ସ୍ୱେଚ୍ଛାସେବି ସଙ୍ଗଠନ ଲୋକଙ୍କୁ ଅକ୍ସିଯେନ ଯୋଗାଇବାରେ ଆଗକୁ ସାହାଯ୍ୟର ହାତ…