Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବସୁ ଶବର ସମାଜର ନୂଆଖାଇ ଭେଟଘାଟ ଉତ୍ସବ ଅନୁଷ୍ଠିତ

51 0

ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ସରିଛି ହେଲେ ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ବର୍ତ୍ତମାନ ମଧ୍ଯ ଜାରି ରହିଛି। ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ମାଧ୍ୟମରେ ନିଜ ସମାଜ ସଙ୍ଗଠନ କୁ ସୁଦୃଢ଼ କରିବାର ପ୍ରୟାସ ଚାଲିଛି। ଏ ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ବାଣ୍ଡିଗାଁ ସ୍ଥିତ ବସୁ ଶବର ସମାଜ ଭବନ ଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଚନ୍ଦ୍ର ଶେଖର ଶବର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।

କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ସମ୍ପାଦକ ବଲାଙ୍ଗୀର ଗୋବର୍ଦ୍ଧନ ଶବର, କୋଷାଧ୍ୟକ୍ଷ ଦୁର୍ଗା ପ୍ରସାଦ ଶବର, ଜିଲ୍ଲା ମୁଖ୍ୟ ସଙ୍ଗଠକ ପଦ୍ମ କେଶରୀ ଶବର , ଓଡିଶା ପ୍ରଦେଶ ଆଦିବାସୀ ବିକାଶ ପରିଷଦ କଳାହାଣ୍ଡି ସମ୍ପାଦକ ପରମେଶ୍ୱର ଶବର , ରାମନାଥ ଶବର କଲମପୁର , ଇଂ. ସତ୍ୟବାନ ଶବର ମୁକୁନ୍ଦ ଶବର, ପବିତ୍ର ଶବର, ମଦନ ମହନ ଶବର, କୃତିବାସ ଶବର, ଶତ୍ରୁଘ୍ନ ଶବର , ଗୋପୀନାଥ ଶବର , ଉଦ୍ଧବ ଶବର , କ୍ଷେତ୍ର ମୋହନ ଶବର , ଦେବାନନ୍ଦ ଶବର ପ୍ରମୁଖ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ ।

Related Post

ବେଲଗୁଣ୍ଠା ସହରରେ ମେଗା ଚାରାରୋପଣର ଶୁଭାରମ୍ଭ

Posted by - June 18, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସହରରେ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଅଛି ।ବେଲଗୁଣ୍ଠା ଏନ୍.ଏ.ସି ପ୍ରଶାସକ ତଥା ଗଞ୍ଜାମ ଜିଲ୍ଲା ଅତିରିକ୍ତ…

ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ଭର୍ଚୁଅଲ ନୋଡାଲ ବୈଠକ ଭର୍ଚୁଅଲ

Posted by - July 5, 2021 0
ନବରଙ୍ଗପୁର:( ବେଣୁ ଗୋପାଳ ରାଓ)ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭର୍ଚୁଅଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି ।…

ନିୟମଗିରି ସୁରକ୍ଷା ସମିତି ତରଫରୁ ବିଜୟ ଦିବସ ପାଳିତ

Posted by - January 3, 2022 0
ମୁନିଗୁଡା;(ରାମାକାନ୍ତ ପୋଢାଳ)ସମତା ଲଢେଇର ଆହ୍ୱାନ ଓ ୧୮୧୮ ମସିହା ଭୀମକୋରେ ଗାଁ ବିଜୟ ଦିବସରେ ଶୋଷଣ ଓ ବିସମତା ବିରୋଧରେ ସଂକଳ୍ପ ସମାରୋହ ପାଳନ ଅବସରରେ ରାୟଗଡା…

ସ୍ୱାଧୀନତା ଦିବସରେ କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ଜିଲ୍ଲା କାର୍ଯ୍ୟାଳୟକୁ ନ ଆସିବାକୁ ଅନୁରୋଧ

Posted by - August 13, 2020 0
ଯାଜପୁର ଅଫିସ: ଜାତୀୟ ଦିବସ ଓ ଉତ୍କଳ ଦିବସ ପାଳନ ଅବସରରେ ଯାଜପୁର ଜିଲ୍ଲା ରେଡ଼କ୍ରସ ପକ୍ଷରୁ କୁଷ୍ଠାଶ୍ରମର ଅନ୍ତେବାସୀ ମାନଙ୍କୁ ନିତ୍ୟ ବ୍ୟବହାର୍ଯ୍ୟ ଉପକରଣ ପ୍ରଦାନ…