Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ଧର୍ମଗଡ ରେ ବ୍ରାହ୍ମଣ ସମାଜ ର ନୂଆଖାଇ ଭେଟଘାଟ,ସଂଜୀବନି କାର୍ଯ୍ୟକ୍ରମ ରେ ୬୧ ଇଉନିଟ ରକ୍ତ ସଂଗ୍ରହ

177 0

ଧର୍ମଗଡ଼:(ହେମନ୍ତ କୁମାର ମାଝୀ)ଧର୍ମଗଡ଼ ଉପଖଣ୍ଡ ବ୍ରାହ୍ମଣ ସମାଜ ତରଫରୁ ପର୍ଶୁରାମ ସେନା ଦ୍ଵାରା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ବ୍ରାହ୍ମଣ ସମାଜ ର ନୂଆଖାଇ ଭେଟ ଘାଟ ମହାଧୁମ୍ ଧାମ ର ସହ ପାଳିତ ହୋଇଯାଇଛି । କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ନବରଙ୍ଗପୁର, ପଡୋଶୀ ଛତିଶଗଡ ରାଜ୍ୟ ତଥା କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକ୍ ପ୍ରତି ନିଧି ସମେତ ପ୍ରାୟ ଏକ ହଜାର ସଦସ୍ୟ ଅଂଶଗ୍ରହଣ କରି ଅନେକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ।

ଏହି ଅବସରରେ ପର୍ଶୁରାମ ସେନାଓ ପ୍ରଜ୍ଞା ବାହିନୀ ତରଫରୁ ରକ୍ତ ଦାନ ଶିବିର ଆୟୋଜନ କରି ୬୧ ୟୁନିଟ ରକ୍ତ ଧର୍ମଗଡ ଉପଖଣ୍ଡ ରକ୍ତ ଭଣ୍ଡାର କୁ ଦାନ କରାଯାଇଥିଲା । ଉପଖଣ୍ଡ ବ୍ରାହ୍ମଣ ସମାଜ ସାଧାରଣ ସମ୍ପାଦକ ହେମନ୍ତ କୁମାର ପଣ୍ଡା ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଜୟନ୍ତ କୁମାର ମୁଣ୍ଡ ଓ ଲିଙ୍ଗରାଜ ପାତ୍ର ମଞ୍ଚ ସଞ୍ଚାଳନ କରିଥିଲେ। ଧର୍ମଗଡ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ବବିତା ପଟ୍ଟ ଯୋଶୀ ରକ୍ତ ଦାନ ଶିବିର କୁ ଉଦଘାଟନ କରିଥିବାବେଳେ ପ୍ରଜ୍ଞା ବାହିନୀ ସଂଯୋଜୀକା ଶ୍ରୀମତୀ ପ୍ରିୟମ୍ବଦା ଚାନ୍ଦ ଓ ମୀନା ମୁଣ୍ଡ ସମେତ ଶତାଧିକ ମହିଳା ଅଂଶ ଗ୍ରହଣ କରିଥିଲେ।

ଉପଖଣ୍ଡ ବ୍ରାହ୍ମଣ ସମାଜ ପର୍ଶୁରାମ ସେନା ମୁଖ୍ୟ ସଂଯୋଜକ ବିଶ୍ଵ ରଞ୍ଜନ ପାତ୍ର ଓ ଶାନ୍ତନୁ କୁମାର ମୁଣ୍ଡ ସମସ୍ତ କାର୍ଯ୍ୟ ପରିଚାଳନା କରିଥିବା ବେଳେ ଡମ୍ବରୁ ଠାକୁର,ମନୀନ୍ଦ୍ର ପାତ୍ର, ଚନ୍ଦନ ପାତ୍ର,ରାଜାପଣ୍ଡା,ମାନସ ଆଚାର୍ଯ୍ୟ, ଗିରିଜା ଖମାରୀ, ଅଙ୍କିତ ପଣ୍ଡା,ଶାଶ୍ଵତ ପାତ୍ର ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

Related Post

ଆଜି ହେଉଛି ବିଶ୍ଵ ଯୋଗ ଦିବସ,ଦୁନିଆଁ ପାଳନ କରୁଛି ବିଶ୍ୱ ଯୋଗ ଦିବସ

Posted by - June 21, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ଆଜି ହେଉଛି ବିଶ୍ଵ ଯୋଗ ଦିବସ।ଦୁନିଆଁ ପାଳନ କରୁଛି ବିଶ୍ୱ ଯୋଗ ଦିବସ।ବିଶ୍ଵ ବାସୀ ଙ୍କୁ ମାନସିକ ଓ ଶାରିରୀକ ଭାବେ ସୁସ୍ଥ ଓ ସବଳ…

କେନ୍ଦ୍ର ସରକାରଙ୍କ କଳା କୃଷି ଆଇନ ଓ ଅନ୍ୟ ୭ ଦଫା ଦାବୀ କୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ 

Posted by - September 28, 2021 0
ସୋନପୁର:(ଅଜିତ୍ କୁମାର ପୁଝାରୀ)କେନ୍ଦ୍ର ସରକାରଙ୍କ କଳା କୃଷି ଆଇନ ଓ ଅନ୍ୟ ୭ ଦଫା ଦାବୀ କୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ  I ଜିଲ୍ଲାର…

ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଙ୍କୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିରୋଧ

Posted by - November 3, 2021 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ/ ଅର୍ଜୁନ ପଟ୍ଟନାୟକ)ମମିତା ହତ୍ୟାକାଣ୍ଡ ରେ ବିବାଦୀୟ ହୋଇ ପଡିଥିବା ରାଜ୍ଯ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ନିଜକୁ…

ବରିଷ୍ଠ ସାମ୍ବାଦିକଙ୍କ ଅକାଳ ବିୟୋଗ

Posted by - August 11, 2022 0
ସୋନପୁର:(ଅଜିତ କୁମାର ପୂଜାହାରି)ସୁବର୍ଣ୍ଣପୁର_ବରିଷ୍ଠ ଫଟୋ ସାମ୍ବାଦିକ ଶ୍ରବଣ ପ୍ରଧାନଙ୍କ ଅକାଳ ବିୟୋଗ ଘଟିଛି l ୫୩ ବର୍ଷ ବୟସରେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ସୁଚନା l…

ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ,କାହାରିକୁ ଚିକିତ୍ସା ସୁବିଧାରୁ ବଞ୍ଚିତ କରାଯିବ ନାହିଁ: ମୁଖ୍ୟମନ୍ତ୍ରୀ

Posted by - July 28, 2020 371
ଭୁବନେଶ୍ବର :ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁଥିବା ଦେଖିବାକୁ ମିଳୁଛି। ରାଜ୍ୟର କାହାରିକୁ ଚିକିତ୍ସା ସୁବିଧାରୁ ବଞ୍ଚିତ କରାଯିବ ନାହିଁ। ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ ପ୍ଲାଜ୍‌ମା…