ଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି

77 0

Related Post