Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ 

70 0

ଯାଜପୁର ଜିଲ୍ଳ୍ ପ୍ରଶାସନ ପକ୍ଷରୁ ସରକାରୀ ବାଳିକା ଊଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଅଚ୍ଥିIଜିଲ୍ଳ୍ ଶିଶୁ ସୁରକ୍ଷା ଅଧିକାରୀ ନିରଂଜନ କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଳ୍ାପାଳ(ରାଜସ୍ୱଅକ୍ଷୟ କୁମାର ମଲ୍ଳ୍ିକ ଯୋଗଦେଇ ଶିଶୁ କନ୍ୟାଙ୍କୁ ସୁରକ୍ଷାସାମାଜିକ ନ୍ୟାୟ  ସଚେତନତା ପ୍ରଦାନ ଦିଗରେ ସମଗ୍ର ନାରୀ ସମାଜ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ   

ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଳ୍ ଶିକ୍ଷାଧିକାରୀ କୃତିବାସ ବାରିକ ଯୋଗଦେଇ କନ୍ୟା ସୁରକ୍ଷା  ସଚେତନ ଦିଗରେ ନିଆଯାଊଥିବା ପଦକ୍ଷେପ ଊପରେ ବିଶେଷ ଆଲୋଚନା କରିଥିଲେ, ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଳ୍ ସୂଚନା  ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀଆକ୍ସନ ଏଡ୍ ଜିଲ୍ଳ୍ ସଂଯୋଜକ ସୁରେନ୍ଦ୍ର କୁମାର  ଦିଗାଲପ୍ରଧାନ ଶିକ୍ଷୟତ୍ରୀ ଜୟଶ୍ରୀ ମହାପାତ୍ର ପ୍ରମୁଖ ଯୋଗ ଦେଇ ଆଜିର ଦିବସର ମହନୀୟତା ଊପରେ ଆଲୋକପାତ କରିଥିଲେ,ଏହି ଅବସରରେ ବିଦ୍ୟାଳୟର ଚ୍ଥାତ୍ରୀ ମାନଙ୍କ ଦ୍ୱାରା ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା 

Related Post

ଲୁହସିଂହା ଧାନ ମଣ୍ଡିକୁ ଉପଖଣ୍ଡ ଯୋଗାଣ ଅଧିକାରୀଙ୍କ ଗସ୍ତ

Posted by - December 25, 2021 0
ଖପ୍ରାଖୋଲ ;(ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ଲୁହସିଂହା ଧାନ ମଣ୍ଡିକୁ ପାଟଣାଗଡ଼ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁ ଶନିବାର ଗସ୍ତ କରିଥିଲେ । ଗସ୍ତ…

ବୁଢା ନଦୀରେ ବୁଡ଼ିଯାଇ ବୃଦ୍ଧ ମୃତ୍ୟୁ

Posted by - February 23, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ବୁଢା ନଦୀରେ ବୁଡ଼ିଯାଇ ବୃଦ୍ଧ ମୃତ୍ୟୁ । ଏଭଳି ଅଭାବନିୟ ଘଟଣା ଘଟିଛି ଯାଜପୁର ବ୍ଲକ ବାସୁଦେବପୁର ପଂଚାୟତ ଗୋନିନ୍ଦପୁର ଗ୍ରାମରେ ।…