Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ

49 0

ରାୟଗଡା : (ରାମାକାନ୍ତ ପୋଡାଲ) ରାୟଗଡା ଜିଲ୍ଲା ମୁନିଗୁଡା ପଞ୍ଚାୟତ ସମିତି ତରଫରୁ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଅମ୍ବାଦଳା କଲ୍ୟାଣୀ ମଣ୍ଡପ ଠାରେ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ମୁନିଗୁଡା ବିଡିଓ ଦିଲିପ କୁମାର ବେହେରା ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିବା ବେଳେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସନ୍ତୋଷ ସୁନା, ବ୍ଲକ ଅଧ୍ୟକ୍ଷା ଦୁଃଖିନୀ ନୁଣ୍ଡ୍ରୁକା ପ୍ରମୁଖ ଯୋଗ ଦେଇଥିଲେ।

ରାୟଗଡ଼ା ରୁ ଆସିଥିବା ବିଭିନ୍ନ ବିଭାଗର ଡାକ୍ତର ମାନେ ଭିନ୍ନକ୍ଷମ ମାନଙ୍କୁ ପରିକ୍ଷା କରିବା ସହ ଭିନ୍ନକ୍ଷମ ପ୍ରମାଣ ପତ୍ର ପାଇଁ ଆବେଦନ ଗ୍ରହଣ କରିବା ସହ ପୁର୍ବରୁ ଭିନ୍ନକ୍ଷମ ପ୍ରମାଣ ପତ୍ର ପାଇଥିବା ଭିନ୍ନକ୍ଷମ ମାନଙ୍କ ପୁଣି ନବୀକରଣ ପାଇଁ ଆବେଦନ ଗ୍ରହଣ କରିଥିଲେ । ଏହି ଶିବିରରେ ଅମ୍ବାଦଲା ସର୍କଲ ର ବିଭିନ୍ନ ଅଞ୍ଚଳର ୨୦୦ ରୁ ଉର୍ଦ୍ଧ୍ୱ ଭିନ୍ନକ୍ଷମ ଏହି ଶିବିରରେ ଯୋଗ ଦେଇଥିଲେ । ଏହି ଶିବିରରେ 18 ବର୍ଷ ବୟସରୁ ରୁ ଉର୍ଦ୍ଧ ଲୋକମାନଙ୍କୁ କୋରନା ଟିକା ଦିଆଯାଉଥିବା ଦେଖିବାକୁ ମିଳିଥିଲା।

Related Post

କଠୋର ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପାଇଁ ଆନ୍ଦୋଳନ କରିବ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ

Posted by - November 21, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ଦେଶରେ ଜନସଂଖ୍ୟା ବୃଦ୍ଧି କୁ ନେଇ ବହୁ ବର୍ଷରୁ ସରକାର ଓ ଜନସାଧାରଣ ଚିନ୍ତିତ ଥିବାବେଳେ ଜନସଂଖ୍ୟା ବୃଦ୍ଧି ନିଅନ୍ତ୍ରଣ ପାଇଁ ନିଆଯାଉ ନାହିଁ କୌଣସି…

ନାଟ୍ ର ବାର୍ଷିକ ସାଧାରଣ ପରିଷଦ ବୈଠକ

Posted by - November 15, 2022 0
ସୋନପୁର :(ଅଜିତ କୁମାର ପୁଜାହାରୀ) ସୁବର୍ଣ୍ଣପୁର ଜିଲ୍ଲାର ନାଟକ, ସାହିତ୍ୟ ଓ ସମାଜସେବା ପାଇଁ ସମର୍ପିତ ଅନୁଷ୍ଠାନ ନୋଡାଲ ଏସୋସିଏସନ୍ ଫର୍ ଏମେଚ୍ୟୋର୍ ଥିଏଟର ନାଟ୍ ର…

୮୯ତମ ଦିନରେ ନାଟକ ମଙ୍ଗୁଲୁ ମାଧ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ

Posted by - June 18, 2020 0
ଯାଜପୁର ଅଫିସ :୮୯ତମ ଦିନରେ ନାଟକ ମଙ୍ଗୁଲୁ ମାଧ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ। ମହାମାରୀ କରୋନାର ବିନାଶ ପାଇଁ ମାର୍ଚ୍ଚ ୨୨ତାରିଖରୁ ସରକାରୀ ସ୍ତରରେ ତାଲା ବନ୍ଦ…

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Posted by - August 1, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ…

ବେଆଇନ୍ ମଦ ଜବତ : ଜଣେ ଗିରଫ୍

Posted by - August 11, 2022 0
ଭବାନିପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଅବକାରି ବିଭାଗ ୪୦ ଲିଟର ବେଆଇନ ମଦ ଜବତ କରିବା ସହ…