ପୂର୍ବ ଶତୃତାକୁ କେନ୍ଦ୍ର କରି ଗୁଳିକାଣ୍ଡ , ପୋଲିସ ଡାକ୍ତରଖାନାରେ ପହଂଚି ଅଧିକ ଅନୁସନ୍ଧାନ କରୁଛି

97 0

ସୋନପୁର : (ଅଜିତ କୁମାର ପୂଜାହାରୀ) ପୂର୍ବ ଶତୃତାକୁ କେନ୍ଦ୍ର କରି ଗୁଳିକାଣ୍ଡ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ଘଟିଛି ଏପରି ଅଘଟଣ । ସୁଚନା ଅନୁସାରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲାର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ । ପଞ୍ଚାନନଙ୍କ ମୁଣ୍ଡ ଓ ପିଠିରେ ୨ଟି ଗୁଳି ରହିଯାଇଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ବିରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଡାକ୍ତରଖାନାରେ ୨ଟି ଗୁଳି କଢାଯାଇଛି । ତେବେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ମେଡିକାଲକୁ ସ୍ତାନାନ୍ତର କରାଯାଇଛି l ଏ ନେଇ ବିରମହାରାଜପୁର ଥାନା ପୋଲିସ ଡାକ୍ତରଖାନାରେ ପହଂଚି ଅଧିକ ଅନୁସନ୍ଧାନ କରୁଥିବା ଜଣା ପଡିଛି ।

Related Post

ପରାସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ

Posted by - April 8, 2022 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ) ଟିଟିଲାଗଡ଼ ନିକଟସ୍ଥ ପରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲା ମାନଙ୍କ ନିମନ୍ତେ ଭ୍ରାମ୍ୟମାଣ ପାଠାଗାର ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ବୃନ୍ଦାବନ କୁମ୍ଭାରଙ୍କ ଆୟୋଜନରେ…

ଟିଟିଲାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କ ଜୋନ ନମ୍ବର ୮ ର କର୍ମକର୍ତ୍ତାଙ୍କୁ ନେଇ ସ୍ୱତନ୍ତ୍ର ବୈଠକ

Posted by - June 29, 2022 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)ବୁଧୁବାର ଦିନ ଟିଟିଲାଗଡ଼ର ବିଧାୟିକା ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଟିଟିଲାଗଡ ବ୍ଳକର ଜିଲ୍ଲା ପରିଷଦ ଜୋନ ନଂ…

ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ସାମୂହିକ ତିଳ ତର୍ପଣ

Posted by - September 25, 2022 0
କଳାହାଣ୍ଡି : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ପବିତ୍ର ମହାଳୟା ଅବସରରେ ସ୍ଥାନୀୟ ଭାଗିରଥି ପାର୍କ ସନ୍ନିକଟ ନାଳା…

ଯାତ୍ରୀବାହୀ ବସ ଓ଼ ପିକ ଅପ ମଧ୍ୟରେ ଧକ୍କା

Posted by - September 12, 2021 0
ହରଭଙ୍ଗା/ବୌଦ୍ଧ:(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା 57ନଂ ଜାତୀୟରାଜପଥ ହରଭଙ୍ଗା ବ୍ଲକ ଆଣେନିଗଡ଼ଫାଣ୍ଡି ଅଧିନସ୍ଥ ବଦଲା ସାହି ବୁଲାଣି ରେ ଏକ ଯାତ୍ରୀବାହି ବସ ଓ଼ ପିକ ଅପ…

ସି. ପି. ଆଇ.(ଏମ୍.) ରେମୁଣା ଆଞ୍ଚଳିକ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ଦାବୀ ପତ୍ର

Posted by - June 18, 2020 0
ରେମୁଣା:(ସୌମ୍ୟାସାଇ ବାରିକ)ଆଜି ଅପରାହ୍ନ ୧୧ ଘଟିକା ସମୟରେ ସି. ପି. ଆଇ. ( ଏମ୍.) ରେମୁଣା ଆଞ୍ଚଳିକ କମିଟି ପକ୍ଷରୁ କ୍ଷୀରଚୋରା ମନ୍ଦିର ଛକରେ ସାମାଜିକ ଦୂରତା…