ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ ଅବସରରେ ରକ୍ତଦାନ ଶିବିର

58 0

ବୌଦ୍ଧ : (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ପଞ୍ଚାୟତ ସଦର ମହକୁମା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ ରବିବାର ବୌଦ୍ଧ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ବୌଦ୍ଧ ଜିଲ୍ଲା ବିଜୁଜନତା ଦଳର ପର୍ଯ୍ୟବେକ୍ଷକ ସୌଭାଗ୍ୟ ରଞ୍ଜନ ନାଏକ ଉଦ୍ଘାଟନ କରିଥିବା ବେଳେ ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର , ୮ ନମ୍ବର ଜିଲ୍ଲାପରିଷଦ ସଭ୍ୟା ତାରମଣି ପ୍ରଧାନ,ସ୍ଥାନୀୟ ସରପଞ୍ଚ ଅଶୋକ ସେଠି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ତେବେ ମୁଖ୍ୟ ମନ୍ତ୍ରୀଙ୍କ ଜନ୍ମ ଦିନରେ ବହୁ ସାଧାରଣ ଜନତା ସ୍ବତପ୍ରତ ଭାବେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ରକ୍ତଦାନ କରିଛନ୍ତି । ଏହି ସିବିରରର ସମୁଦାୟ ୮୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ସୂଚନା ମିଳିଛି ।

Related Post

ଯାଜପୁର ରେ ଆରମ୍ବ ହେଲା ଟେଲି ଫୁଡ଼ ସେବା, ଏବେ ଘରେ ବସି ଯାଜପୁର ବାସୀ ମଗେଇ ପାରିବେ ଖାଦ୍ୟ

Posted by - April 14, 2020 288
ଭୁବନେଶ୍ୱର:ତା ୧୪/୪ : କରୋନା ସଂକ୍ରମଣଙ୍କୁ ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ସମୟସୀମା ଅପ୍ରେଲ ୩୦ ପର୍ଯ୍ୟନ୍ତ ସରକାର ବଢ଼ାଇ ଦେଇଛନ୍ତି । ତେଣୁ ପୂର୍ବବତ…

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Posted by - August 1, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ…

ବରିଷ୍ଠ ସାମ୍ବାଦିକ ଅନିରୁଦ୍ଧ ସାମନ୍ତରାୟଙ୍କ ହୃଦଘାତରେ ପରଲୋକ

Posted by - January 1, 2020 48
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲାର ବରିଷ୍ଠ ସାମ୍ବାଦିକ ଅନିରୁଦ୍ଧ ସାମନ୍ତରାୟଙ୍କ ହୃଦଘାତରେ ଗତକାଲି ବିଳମ୍ବିତ ରାତ୍ରିରେ ପରଲୋକ ଘଟିଛି । ସମ୍ବାଦ ସଂଗ୍ରହ କରିବାକୁ ଯାଉଥିବା…

ଭୋଟର ତାଲିକାରେ ତ୍ରୁଟି, ଶତାଧିକ ଭୋଟର ହେବେ ନିଜ ଅଧିକାରରୁ ବଂଚିତ

Posted by - January 29, 2022 0
ଖପ୍ରାଖୋଲ:(ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ର ବିଭିନ୍ନ ଗାଁରେ ଭୋଟର ତାଲିକା ରେ ତ୍ରୁଟି ଦେଖାଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ଯ ରେ ଅସନ୍ତୋଷ ଦେଖାଦେଇଛି।…