Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବ୍ୟାଙ୍କ ଅଫ ବରୋଦାର ନୂତନ ଶାଖା ଉଦ୍ଘାଟନ

67 0

ହରଭଙ୍ଗା : (ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଲୁଣିବାହାଲ ଠାରେ ମଙ୍ଗଳବାର ବ୍ୟାଙ୍କ ଅଫ୍ ବରୋଦା ବୌଦ୍ଧ ଶାଖା ତରଫରୁ ଏକ ନୂତନ ଗ୍ରାହକ ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଲୁଣିବାହାଲ ସରପଞ୍ଚ ଚନ୍ଦ୍ରମା ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ୟାଙ୍କ ଅଫ୍ ବରୋଦା ବୌଦ୍ଧ ଶାଖା ର ସହକାରୀ ପରିଚାଳକ ବ୍ରଜ ବିହାରୀ ନାଏକ ଯୋଗ ଦେଇଥିଲେ। ଗ୍ରାହକ ସେବା କେନ୍ଦ୍ର ର ପରିଚାଳକ ଧୀରେନ୍ ପ୍ରଧାନ ଏହା ହେବା ଦ୍ଵାରା ଗ୍ରାହକ ମାନେ ସୁବିଧାରେ ବ୍ୟାଙ୍କ ର ସମସ୍ତ ସେବା ପାଇପାରିବେ ବୋଲି ପ୍ରକାଶ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ଲୁଣିବାହାଲ ଗ୍ରାମ ପଞ୍ଚାୟତର ଗ୍ରାହକ ଏବଂ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ଯୋଗ ଦେଇଥିଲେ।

Related Post

ନିଖୋଜ ବାପ-ପୁଅଙ୍କ ମୃତଦେହ ଜଳାଶୟରୁ ଉଦ୍ଧାର

Posted by - May 4, 2020 0
ମୟୁରଭଞ୍ଜ:(ସୀତାରାମ ଦୀକ୍ଷିତ) ପୁଣି ସାନ୍ନାକୁଆସିଛି ଏକ ଦୁଃଖଦ ଘଟଣା।ନିଖୋଜ ବାପପୁଅର ମୃତଦେହ ଜଳାଶୟରୁ ଉଦ୍ଧାର।ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ତେବେ ଘଟଣା ଅନୁଯାୟୀ…

ଗୁଣ୍ଡିଚା ମନ୍ଦିରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

Posted by - June 28, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ର ପ୍ରସିଦ୍ଧ ରଥଯାତ୍ରାକୁ ଆଉମାତ୍ର ଦୁଇଦିନ ବାକିଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତିର ସମୀକ୍ଷା ଚାଲିଛି । ଏହି ପରିପ୍ରେକ୍ଷିରେ…

ଶିଶୁଙ୍କ ପାଇଁ ଦିନ ଟିଏ ଓ ସାମାଜିକ ସମୀକ୍ଷା ବୈଠକ

Posted by - November 19, 2021 0
ମାଥିଲି:(ଅବଦୁଲ ଗନି)ମାଥିଲି ଗ୍ରାମପଞ୍ଚାୟତ କାର୍ଯାଳୟ ଠାରେ ଶିଶୁଙ୍କ ପାଇଁ ଦିନ ଟିଏ ସହ ମହାତ୍ମା ଗାନ୍ଧୀ ନିଶ୍ଚିତ ଯୋଜନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ…

ବଡ଼ବିଲରେ ଜାତୀୟ ପ୍ରେସ ଦିବସ,ଜାତୀୟ ସ୍ତରର ମହିଳା କ୍ରିକେଟ ଖେଳାଳି ଓ ଖବରକାଗଜ ବିତରକଙ୍କୁ ସମ୍ମାନିତ

Posted by - November 19, 2019 0
ବଡ଼ବିଲ  : ବଡ଼ବିଲ ପ୍ରେସ କ୍ଲବ ତରଫରୁ ଜାତୀୟ ପ୍ରେସ ଦିବସ ମହାସମାରୋହରେ ପାଳିତ ହୋଇଛି। ସ୍ଥାନୀୟ ଲକି ଇଣ୍ଡିଆ ହୋଟେଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୁସ୍ଥ…

ଟିଟିଲାଗଡ ହାଟପଦା ପଡ଼ାରେ ୨୫ ତମ ଷୋହଳ ପ୍ରହର ନାମଯଜ୍ଞ ସମ୍ପନ୍ନ

Posted by - May 16, 2022 0
ଟିଟିଲାଗଡ :(ସଞ୍ଜୟ କୁମାର ନାୟକ) ହାଟପଦା ପଡ଼ାରେ ଅତି ଧୁମଧାମରେ ଷୋହଳ ପ୍ରହର ନାମଯଜ୍ଞ ସମ୍ପର୍ନ୍ନ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ କଳସ ଯାତ୍ରା ବାହାରି ପାଣି ଧରି…