Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଓଡ଼ିଶା ଛୁଇଁବନି ବାତ୍ୟା: ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ

85 0

ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ସି-ତ୍ରାଙ୍ଗ’। ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହେଉଥିବା ନେଇ ସୂଚନା ମିଳିଛି। ଓଡିଶା ଉପକୂଳରୁ କିଛି ଦୂରରେ ସ୍ପର୍ଶ କରି ଚାଲିଯିବ ବାତ୍ୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଟ୍ୱିଟ ଯୋଗେ ସୂଚନା ମିିଳିଛି। ବାତ୍ୟା ଉତ୍ତର ଓ ଉତ୍ତରପୂର୍ବ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ। ତେବେ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ଜଣାଯାଇଛି।ବାତ୍ୟା ପ୍ରଭାବରେ ଆସନ୍ତା୨୪ ଓ ୨୫ରେ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 

Related Post

କେନାଲ ପାଣି ଯୋଗାଇ ଦେବାକୁ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଦ୍ଵାରସ୍ଥ ହେଲେ ସିନ୍ଦିକାଗୁଡା ପଞ୍ଚାୟତର ଚାଷୀ

Posted by - November 18, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ମୁଖୀଗୁଡା ଉପର ଇନ୍ଦ୍ରାବତୀ ଜଳ ସେଚନ ପ୍ରକଳ୍ପ ବାମ ମୁଖ୍ୟ କେନାଲ ନାଗଫେଣି ସେୟାର…

ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ

Posted by - June 1, 2019 0
ଭୁବନେଶ୍ୱର: ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।ଗତକାଲି ରାତିରେ ପ୍ରବୀଣା…