ଭବାନୀପାଟଣା: ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଅଫିସରେ ୩୯ଲକ୍ଷ ଟଙ୍କା ହେରଫେର ଘଟଣାରେ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆରଙ୍କ ଭିଣୋଇଙ୍କ ସମେତ ୩ ଗିରଫ। ଶୁଚିସ୍ମିତା ସୁଆରଙ୍କ ଭିଣୋଇ ଗଙ୍ଗାଧର ପୂଜାରୀ ବରଗଡ଼ରୁ ଗିରଫ। ଏହି ଘଟଣାରେ ଶିକ୍ଷକ ପୂର୍ଣ୍ଣଶଶି ମହାନ୍ତି ଓ ଅନ୍ୟଜଣେ ଗୋପାଳକୃଷ୍ଣ ଦାସ ଗିରଫ

49 0

Related Post

ଭୁବନେଶ୍ବର ରେ ଗରଜିଲେ ମୋଦୀ

Posted by - April 17, 2019 42
ଭୁବନେଶ୍ୱର  : ଭୁବନେଶ୍ୱର ଦଳୀୟ ସମାବେଶରେ ଖୋର୍ଦ୍ଧାରେ ବିଜେପି ନେତା ହତ୍ୟା ପ୍ରସଙ୍ଗ ଉଠାଇ ବିଜେଡିକୁ ଟାର୍ଗେଟ୍ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦି କହିଥିଲେ ଦୁଇ…

ବଢିଲା ବିଜେପି ରେ କନ୍ଦଳ ଅନ୍ୟ ଦଳରୁ ଆସିଥିବା ନେତାଙ୍କୁ ଟିକେଟ ପ୍ରଦାନକୁ ପ୍ରତିବାଦରେ ରାଜ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

Posted by - March 22, 2019 0
ଭୁବନେଶ୍ବର: ଦଳର ବର୍ଷ ବର୍ଷର ପୁରୁଣା ଯୁବନେତାଙ୍କୁ ଅଣଦେଖା କରି, ଅନ୍ୟ ଦଳରୁ ନିକଟରେ ପଦ୍ମ ପୋଖରୀକୁ ଡେଇଁଥିବା ବ୍ୟକ୍ତିଙ୍କୁ କାହିଁକି ଟିକେଟ ଦିଆଯାଉଛି ବୋଲି ଭୁବନେଶ୍ବର-ଏକାମ୍ର…