Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

70 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବିଂଝାରପୁର ବ୍ଲକ ଚନ୍ଦନପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଉପଜିଲାପାଳ ଗୋପୀନାଥ କୁଅଁର,ବିଂଝାରପୁର ବିଡିଓ ମିନତୀ ଜଗଦେବ ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ନନ୍ଦ କିଶୋର ସାମଲ ପ୍ରମୁଖ ଯୋଗ ଦେଇଥିଲେ।

ଛାତ୍ର ଛାତ୍ରୀଙ୍କ ଲୁକାୟିତ ପ୍ରତିଭାର ବିକାଶ ପାଇଁ ଏଭଳି କାର୍ଯ୍ୟକ୍ରମ ବିଶେଷ ଭାବେ ସହାୟକ ହୋଇପାରିବ ବୋଲି କହିଥିଲେ । ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

Related Post

ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ବଡଚଣା ପୋଲିସର ଫ୍ଲାଗ୍ ମାର୍ଚ୍ଚ

Posted by - April 28, 2019 0
ଚଣ୍ଡିଖୋଲ ୨୮|୪: ଆସନ୍ତାକାଲି ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ହେବ । ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ଯାଜପୁର ଜିଲ୍ଲା ବଡଚଣା ପୋଲିସ…

ଜିଲ୍ଲା ସ୍ତରୀୟ ନୂତନ ଲାଇବ୍ରେରୀର ଶୁଭାରମ୍ଭ

Posted by - September 10, 2021 0
ସୋନପୁର:(ଅଜିତ୍ କୁମାର ପୁଝାରୀ) ଛାତ୍ର, ଛାତ୍ରୀ ଯୁବ ସମ୍ପ୍ରଦାୟ ଏବଂ ସବୁ ବର୍ଗର ପାଠକ ମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ବଢାଇବା ପାଇଁ ଜିଲ୍ଲା ପ୍ରଶାସନ ଏକ…

ଭରଷା ପରିବାର ଓ ଭିମସାର ବୁର୍ଲା ରକ୍ତ ଭଣ୍ଡାର ଆନୁକୁଲ୍ୟରେ ପାପି ଠାରେ ସ୍ୱେଛ୍ଛାକୃତ ରକ୍ତଦାନ ଶିବିର

Posted by - January 9, 2022 0
ବରଗଡ/ଅତାବିରା:ସୋନପୁର ଜିଲ୍ଲା ପାପି ଠାରେ ଏକ ସ୍ୱେଛ୍ଛାକୃତ ରକ୍ତ ଦାନ ଶିବିର ଭରଷା ପରିବାର ର ମୁଖ୍ୟ କାର୍ଯ୍ୟକାରି ସଦସ୍ୟ ବିନାୟକ ଦୁଆରିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି…

ଆଖୁଚାଷୀ ମାନଙ୍କୁ ନେଇ କର୍ମଶାଳା ଅନୁଷ୍ଠିତ

Posted by - January 7, 2022 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ଶଙ୍ଖମଠ ଠାରେ ଆଖୁଚାଷୀ ମାନଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଇଫକୋ ପକ୍ଷରୁ ଆୟୋଜିତ କର୍ମଶାଳା ରେ ଆଖୁ…