Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଲୁକାପଡ଼ା ଛକ ଠାରେ ବାଇକ ଦୁର୍ଘଟଣା ଗ୍ରସ୍ତ , ଜଣେ ମୃତ

43 0

ବୌଦ୍ଧ : (ଚିତ ରଞ୍ଜନ ସିଂ) ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଲୁକାପଡ଼ା ଛକ ଠାରେ ବାଇକ ଦୁର୍ଘଟଣା ଗ୍ରସ୍ତ ହୋଇ ଜଣେ ଯୁବକ ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।ପ୍ରାପ୍ତ ସୂଚନା ମତେ କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ସାନୁଜ ମଳିକ (୨୩) କରଞ୍ଜକଟା କୁ କୋଣସୀ କାମରେ ଆସି ନିଜ ଗ୍ରାମକୁ ଫେରିଥିବା ସମୟରେ ଗୁରୁବାର ଦିନ ସାଢ଼େ ୧ ସମୟରେ ଲୁକାପଡ଼ା ଛକ ଠାରେ ବାଇକ ଭାରସାମ୍ୟ ହରାଇ ଏକ ଗଛରେ ବାଡେଇ ହୋଇଥିଲେ।

ଏଥିରେ ସାନୁଜ ଗୁରୁତର ହୋଇଥିଲେ । ଖବର ପାଇ ଚାରିଛକ ଅଗ୍ନିସମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଙ୍କୁ ଉଦ୍ଧାର କରି ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ ।ସେଠି ଡାକ୍ତର ସାନୁଜ କୁ ମୃତ ଘୋଷଣା କରିଥିଲେ । ପୁରୁଣା କଟକ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ସବ ଜବତ କରିବା ସହ ତଦନ୍ତ କରୁଥିବା ସୂଚନା ମିଳିଛି ।

Related Post

ଲିଡ଼ ବ୍ୟାଙ୍କ ପକ୍ଷରୁ ଆଜାଦି କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

Posted by - June 8, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର ସଂସ୍କୃତି ଭବନ ପରିସରରେ ଲିଡ଼ ବ୍ୟାଙ୍କ ପକ୍ଷରୁ ଆଜାଦି କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ…

ଯାଜପୁରରେ ନିରଞ୍ଜନଙ୍କର ନିର୍ବାଚନୀ ପ୍ରଚାର କହିଲେ କ୍ଷମତାକୁ ଆସିଲେ କୃଷି ଋଣ ଛାଡ଼

Posted by - January 13, 2019 0
ଯାଜପୁର: କଂଗ୍ରେସ କ୍ଷମତାକୁ ଆସିଲେ ରାଜ୍ୟର କୃଷକମାନଙ୍କୁ ୫ ଘଣ୍ଟା ମଧ୍ୟରେ କୃଷି ଋଣ ଛାଡ଼ କରିବ। ଶିଳ୍ପାନୁଷ୍ଠାନ ଗୁଡ଼ିକରେ ୮୦ ପ୍ରତିଶତ ସ୍ଥାନୀୟ ନିଯୁକ୍ତିକୁ କଂଗ୍ରେସ…

କେବିକେ ଯୁଗ୍ମ ପ୍ରଶାସକଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗ୍ରସ୍ତ

Posted by - July 6, 2021 0
ସୋନପୁର:(ଅଜିତ କୁମାର ପୁଝାରୀ) କେବିକେ ଯୁଗ୍ମ ପ୍ରଶାସକ ନୃପରାଜ ସାହୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସମୀକ୍ଷା…

ଭାଲୁ ଆକ୍ରମଣରେ ଦୁଇ ଆହତ

Posted by - November 13, 2019 283
କେନ୍ଦୁଝର,୧୩/୧୧,ବୁଧବାର ଅପରାହ୍ନ ୩ଘଟିକା ସମୟରେ ଜଙ୍ଗଲରେ ଛେଳି ଚରାଉଥିବା ବେଳେ ଦୁଇଜଣ ଭାଲୁ ଆକ୍ରମଣର ଶିକାର ହୋଇ ଗୁରୁତର ଆହୋତ ହୋଇଛନ୍ତି। ପ୍ରାପ୍ତସୂଚ଼ନାଅନୁଯାୟୀ,ହରିଚନ୍ଦନପୁର ବ୍ଲକ ସୁନାପେଣ୍ଠ ଗ୍ରାମ…

ଅଯୋଧ୍ୟା ରେ ଶ୍ରୀରାମ ମନ୍ଦିର ଭୂମି ପୂଜନ ଶେଷ, ନୀଳ ଗିରି ରେ ପୂଜାର୍ଚନା, ଉତ୍ସବ ର ମାହାଲ !

Posted by - August 6, 2020 0
ନୀଳଗିରି:(ସୌମ୍ୟାସାଇ ବାରିକ୍)ଶତାବ୍ଦୀ ଶତାବ୍ଦୀ ର ପ୍ରତୀକ୍ଷା ର ଅନ୍ତ ଘଟିଛି। ଭାରତୀୟ ସଂସ୍କୃତି, ଅସ୍ମିତା ର ପ୍ରତୀକ ପ୍ରଭୁ ଶ୍ରୀରାମଙ୍କର ଭବ୍ୟ ମନ୍ଦିର ନିର୍ମାଣ ର ଭୂମି…