Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ହାଇସ୍କୁଲ ପଡ଼ା ହନୁମାନ ମନ୍ଦିର ସାମ୍ନାରେ ବାଇକ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟଣାରେ ଯୁବକ ଗିରଫ, ପୋଲିସ କଲା କୋର୍ଟ ଚାଲାଣ

821 0

ଟିଟିଲାଗଡ଼ : (ସଞ୍ଜୟ କୁମାର ନାୟକ) ଟିଟିଲାଗଡ଼ ହନୁମାନ ମନ୍ଦିର ସାମ୍ନାରେ ହୋଇଥିବା ସଡ଼କ ଦୁର୍ଘଟଣାର ଶୀକାର ହୋଇ ଆଇ ନାତି ଗୁରୁତର ଆହତ ହୋଇଥିଲେ, ଆଈ କୁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ, ୧୭ ତାରିଖ ମାମଲା ରୁଜୁ କରାଯାଇ ଆଜି ଗୁରୁବାର ସେହି ମାମଲାରେ ସେହି ଘଟଣା ଘଟାଇଥିବା ଯୁବକ ରଶ୍ମି ରଞ୍ଜନ ପରିଡ଼ାଙ୍କୁ ଟିଟିଲାଗଡ଼ ଥାନାଧିକାରୀ ରଞ୍ଜନ କୁମାର ବରିହାଙ୍କ ନିର୍ଦ୍ଦେଶ କ୍ରମେ ଏସ ଆଇ ନରେନ୍ଦ୍ର ଛତର ଓ ଅନ୍ୟ ପୋଲିସ କର୍ମଚାରୀ ତାକୁ ଗିରଫ କରି ୨୭୯, ୩୩୭, ୩୩୮,୩୦୪ ଦଫା ଲଗାଇ ଆଜି କୋର୍ଟ ଚାଲାଣ କରିଛନ୍ତି। ସୁ ଚନା ଅନୁଯାୟୀ ରଶ୍ମି ରଞ୍ଜନ ପରିଡ଼ା କତର କେଲା ଇଗଲ ଢାବାରେ କାମ କରନ୍ତି, କୌଣସି କାର୍ଯ୍ୟ ପାଇଁ ଟିଟିଲାଗଡ଼କୁ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଆଜି ରଶ୍ମି କୁ କୋର୍ଟ ଚାଲାଣ କରିଥିବା ସୁଚନା ମିଳିଛି। ଟିଟିଲାଗଡ଼ରୁ ସଞ୍ଜୟ କୁମାର ନାୟକଙ୍କ ରିପୋର୍ଟ।

Related Post

ଜଳସେଚନ ଦାବିରେ ଉଠା ଜଳସେଚନ ବିଭାଗର ଦୁଇ ଯନ୍ତ୍ରି ଅଟକ, ତହସିଲଦାର ଙ୍କ ପ୍ରତିଶ୍ରୁତି ପରେ ଛାଡିଲେ ଚାଷୀ

Posted by - September 23, 2022 0
ଭବାନିପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲାର ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାପରେ ଜିଲ୍ଲାର ଅନେକ ମରୁଡ଼ି ପ୍ରପୀଡିତ ଅଞ୍ଚଳର…

ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ସାମୂହିକ ତିଳ ତର୍ପଣ

Posted by - September 25, 2022 0
କଳାହାଣ୍ଡି : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ପବିତ୍ର ମହାଳୟା ଅବସରରେ ସ୍ଥାନୀୟ ଭାଗିରଥି ପାର୍କ ସନ୍ନିକଟ ନାଳା…

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର 

Posted by - January 8, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବ୍ଲକ ପଣସା ପଂଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଅନ୍ୱେଷଣ ଥିଏଟର ଗ୍ରୁପ…

ଗଲ୍ଫ ଓଡ଼ିଆ ଆସୋସିଏସନର ପଞ୍ଚମ ବାର୍ଷିକ ଉତ୍ସବ ପାଳନ

Posted by - July 18, 2022 0
ଭୁବନେଶ୍ୱର (ବ୍ୟୁରୋ) : ଗଲ୍ଫ ଓଡ଼ିଆ ଆସୋସିଏସନ(ଗଓଆ) ର ପଞ୍ଚମ ବାର୍ଷିକ ଉତ୍ସବ ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଗଓଆ ତରଫରୁ ଭୁବନେଶ୍ୱରଠାରେ ଏକ…

ବିଦ୍ୟାଳୟର ପୁରାତନ ଛାତ୍ର ଛାତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ରିଲିପଂ ପାଣ୍ଠିକୁ ଦାନ

Posted by - June 2, 2020 271
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )କୋରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିପଂ ପାଣ୍ଠିକୁ ଦାନ କଲେ ବିଦ୍ୟାଳୟର ପୁରାତନ ଛାତ୍ର ଛାତ୍ରୀ । ଯାଜପୁର ବାଳିକା ହାଇସ୍କୁଲର…