ବୌଦ୍ଧ ବ୍ଲକ ରେ ମିଶନ ଶକ୍ତି ର ଲୋନ ମେଳା ର ଆୟୋଜନ

54 0

ବୌଦ୍ଧ : (ଚିତ୍ତରଞ୍ଜନ ସିଂହ,) ବୌଦ୍ଧ ବ୍ଲକ ରେ ଆଜି ବ୍ଲକ ସ୍ତରୀୟ ମିଶନ ଶକ୍ତି ଲୋନ ମେଳା ର ଆୟୋଜନ କରାଯାଇଛି. ମିଶନ ଶକ୍ତି ଜରିଆ ରେ ଏସ ଏଚ ଜି ମହିଳା ମାନଙ୍କ ଆର୍ଥିକ ଅଭିବୃଦ୍ଧି ପାଇଁ ବ୍ୟାଙ୍କ ଲୋନ ପ୍ରଦାନ କରାଇବା ଉଦ୍ଦେଶ୍ୟ ରେ ଏହି ଲୋନ ମେଳା ର ଆୟୋଜନ କରା ଯାଇଛି. ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରତ୍ୟୁଷ କୁମାର ରଥ ଯୋଗ ଦେଇ ଉଦବୋଧନ ଦେଇଥିଲେ.ଏହି ମେଳା ରେ୩୦୩ ଏସଏଚଜି ଙ୍କୁ ୭ କୋଟି ୭୯ ଲକ୍ଷ୍ୟ ଟଙ୍କା ଋଣ ପ୍ରଦାନ କରାଯାଇଛି. ।

ବିଡିଓ ବୌଦ୍ଧ ଶ୍ରୀ ଅବିନାଶ ପାଣ୍ଡିଆ ଏଲଡିଏମ ଶ୍ରୀ ରବୀନ୍ଦ୍ର ସେଠି, ଡିପିଏମ ଓ ଡିପିସି ଶ୍ରୀ ଦେବଦତ୍ତ ମିଶ୍ର, ସିଡିପିଓ ଶ୍ରୀମତୀ ମିନତୀ ଦେଓ ମଞ୍ଚ ରେ ଉପସ୍ଥିତ ଥିଲେ.ଏହି ମେଳା ରେ ୧୦୦ ଏସଏଚଜି ମହିଳା ତଥା ମିଶନ ଶକ୍ତି ର ବ୍ଲକ ଓ ପଂଚାୟତ ସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ. ବ୍ଲକ କର୍ମକର୍ତ୍ତା ସତ୍ୟପ୍ରିୟ ବଘାର, ବିଜୟ କୁମାର ଭୋଇ ଓ ସସ୍ମିତା ବାଦୀ ସମନ୍ୱୟ ମେଳା ର ଆୟୋଜନ ରେ ସହଯୋଗ ପ୍ରଦାନ କରି କାର୍ଯ୍ୟକ୍ରମ କୁ ସଫଳ କରାଇ ଥିଲେ.l

Related Post

ଜାତୀୟ ରାଜପଥ କଲାପଥର ଛକ ନିକଟରେ ମର୍ମନ୍ତୁତ ସଡ଼କ ଦର୍ଘଟଣା

Posted by - November 23, 2022 0
ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ୫୭ନମ୍ବର ଜାତୀୟ ରାଜପଥ କଲାପଥର ଛକ ନିକଟରେ ଘଟିଛି ଏକ ମର୍ମନ୍ତୁତ ସଡ଼କ ଦର୍ଘଟଣା । ବାଇକ୍ କୁ ପିଟିଲା ବସ,…

ଖପ୍ରାଖୋଲ ପୋଲିସର ଚଢ଼ାଉ ପାଞ୍ଚ ଦାଦନ ଶ୍ରମିକ ଉଦ୍ଧାର, ଦଲାଲ କୋର୍ଟ ଚାଲାଣ

Posted by - October 28, 2022 0
ଖପ୍ରାଖୋଲ : (ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ଥାନା ପୋଲିସ୍ ଚଢାଉ କରି ମୋଟର ସାଇକେଲ ରେ ଚାଲାଣ ହେଉଥିବା ୫ ଜଣ ଦାଦନ ଶ୍ରମିକ କୁ…

ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ରଥ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

Posted by - June 8, 2021 0
ହରଭଙ୍ଗା:(ଚିତ୍ତ ରଞ୍ଜନ ସିଂ)ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ସ୍ଥିତ ଠିଡିକାଯୋର ଠାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ। ରଥ ମହୋତ୍ସବ କମିଟି ସଭାପତି…

କଳାହାଣ୍ଡି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

Posted by - June 7, 2022 0
ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି…

ଯାଜପୁର ର ବିଭିନ୍ନ ଶୈବ ପୀଠ ରେ କରୋନା କଟକଣା ସତ୍ବେ ଜାଗର ପାଳିତ

Posted by - March 14, 2021 0
ଯାଜପୁର ଅଫିସ :ଯାଜପୁର ର ବିଭିନ୍ନ ଶୈବ ପୀଠ ରେ କରୋନା କଟକଣା ସତ୍ୱ ଭକ୍ତ ମାନଙ୍କ ଭିଡ଼ ପରିଲକ୍ଷିତ ହୋଇଅଛି। ଯାଜପୁର ର ମାନେଶ୍ୱର ମନ୍ଦିର,…